ପ୍ରମୂଖ ଖବର
  • ଆହୁରି ୪୭୬ ରାଜନୈତିକ ଦଳର ମାନ୍ୟତ ରଦ୍ଦ କରିବେ ନିର୍ବାଚନ କମିଶନ୍
  • ||
  • ସମ୍ବଲପୁର : ଲୁହା ଖଣ୍ଡ ପଡି ବୁଢାରାଜା ୟୁପି ସ୍କୁଲର ଷଷ୍ଠ ଶ୍ରେଣୀ ଛାତ୍ର ମୃତ
  • ||
  • ଅକ୍ଟୋବର ୨ ରୁ କଂଗ୍ରେସର ସମ୍ବିଧାନ ବଞ୍ଚାଅ ସତ୍ୟାଗ୍ରହ, ୧୪୭ ନିର୍ବାଚନ ମଣ୍ଡଳୀରେ ହେବ ପଦଯାତ୍ରା
  • ||
  • ଇସ୍ତଫା ଦେଲେ କର୍ଣ୍ଣାଟକର ମନ୍ତ୍ରୀ କେ.ଏନ. ରାଜନ୍ନା
  • ||
  • ମୟୂରଭଞ୍ଜ : ବାଇକ୍‌ ଦୁର୍ଘଣାରେ ୨ମୃତ, ଦୁଇ ଗୁରୁତର
  • ||
  • ବରଗଡ଼: ଫୁଟବଲ୍‌ ପଡ଼ିଆରୁ ନାବାଳିକା ଜଳିଯିବା ଘଟଣା , ଚିକିତ୍ସାଧୀନ ଅବସ୍ଥାରେ ବୁର୍ଲା ମେଡିକାଲରେ ଚାଲିଗଲା ଜୀବନ
  • ||
  • ସିବିଏସ୍‌ଇର ନୂଆ ନିୟମ; ବହି ଦେଖି ପରୀକ୍ଷା ଦେବେ ଶିକ୍ଷାର୍ଥୀ, ନବମ ଶ୍ରେଣୀରେ ଲାଗୁ ହେବ
  • ||
  • ଭୁବନେଶ୍ୱର : ଦୟା ୱେଷ୍ଟ କୋନାଲରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ କଲେ ପରିବାର ଲୋକେ
  • ||
  • ସଂସଦରେ ଉପସ୍ଥାପନ ହେବ ସଂଶୋଧିତ ଆୟକର ବିଲ୍, ଆଜି ଆଗତ କରିବେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ
  • ||
  • ସୋମବାରଠୁ ଭାରତ-ପାକିସ୍ତାନ ସମରାଭ୍ୟାସ, ପହଲଗାମ ହମଲା ଓ ଅପରେସନ ସିନ୍ଦୂର ପରେ ଉଭୟ ଦେଶ ଦେଖାଇବେ ଦମ୍
  • ||
  • ସିବିଏସ୍‌ଇର ନୂଆ ନିୟମ, ବହି ଦେଖି ପରୀକ୍ଷା ଦେବେ ଶିକ୍ଷାର୍ଥୀ, ୨୦୨୬-୨୭ ଶିକ୍ଷାବର୍ଷରୁ ହେବ କାର୍ଯ୍ୟକାରୀ
  • ||
  • ମୋହନା ଥାନା କୁଙ୍କୁଣୀ ଗାଁରେ ଚାଞ୍ଚଲ୍ୟ, ସ୍ତ୍ରୀକୁ କାତିରେ ହାଣି ମାରିଲା ସ୍ୱାମୀ, ଅଭିଯୁକ୍ତ ଥାନାରେ ଅଟକ
  • ||
  • ଆମେରିକା ଉପରେ ପାଲଟା ଟାରିଫ ଲଗାଇପାରେ ଭାରତ, କିଛି ସାମଗ୍ରୀ ଉପରେ ଲାଗୁ ହୋଇପାରେ ୫୦% ଶୁଳ୍କ
  • ||
  • ରାଇଘର ନର୍ସିଂ ଛାତ୍ରୀ ମୃତ୍ୟୁ ଘଟଣା, ନ୍ୟାୟ ଦାବିରେ ବିଜେଡ଼ି ପକ୍ଷରୁ ୧୨ ଘଣ୍ଟିଆ ହରତାଳ
  • ||
  • ଓଟିଇଟି ପ୍ରଶ୍ନପତ୍ର ଲିକ୍‌, ଆଜିଠୁ ୨ ଦିନିଆ ରିମାଣ୍ଡରେ ୨ ଅଭିଯୁକ୍ତ
  • ||
  • ଆଜି ଆରବସାଗରରେ ଭାରତ-ପାକିସ୍ତାନର ସମରାଭ୍ୟାସ, ଦୁଇ ଦେଶର ନୌସେନା ଦେଖାଇବେ ଶକ୍ତି
  • ||
  • ୧୩ରେ ଲଘୁଚାପ, କାଲିଠୁ ବଡ଼ ବର୍ଷା: ତିନି ଦିନ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗର ଆଲର୍ଟ ଜାରି
  • ||

ପାତ୍ରପଡ଼ା ମର୍ମନ୍ତୁଦ ଦୁର୍ଘଟଣା : ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର ସହାୟତା ଘୋଷଣା

Published By : Suraj Kumar | August 11, 2025 10:25 PM

ଭୁବନେଶ୍ବର,୧୧।୮  ପାତ୍ରପଡ଼ା ଠାରେ ମର୍ମନ୍ତୁଦ ଦୁର୍ଘଟଣାରେ ପ୍ରାଣ ହରାଇଥିବା ରେବତୀଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହା ସହ ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଦୁର୍ଘଟଣାରେ ଗୁରୁତର ହୋଇ ଚିକିତ୍ସାଧୀନ ଅବସ୍ଥାରେ ରେବତୀଙ୍କ ସୋମବାର ମୃତ୍ୟୁ ଘଟିଛି। ପୂର୍ବରୁ ଏହି ଦୁର୍ଘଟଣାରେ ରେବତୀଙ୍କ ୮ ବର୍ଷ ଝିଅର ମୃତ୍ୟୁ ହୋଇଥିଲା।

ସୂଚନାଯୋଗ୍ୟ, ଶନିବାର ରାତିରେ ପାତ୍ରପଡ଼ା ଠାରେ ରେବତୀ ନିଜ ୮ ବର୍ଷ ଝିଅ ଓ ୨ ବର୍ଷର ପୁଅ ସହ ରାସ୍ତା ପାର ହେଉଥିବା ବେଳେ  ଦ୍ରୁତ ଗତିରେ ଆସୁଥିବା ଏକ ଥର ଗାଡି ତାଙ୍କୁ ଧକ୍କା ଦେଇଥିଲେ। ଏଥିରେ ରେବତୀଙ୍କ ଝିଅର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା। ଆଉ ଗୁରୁତର ଅବସ୍ଥାରେ ରେବତୀ ଏବଂ ପୁଅକୁ ଏମ୍ସରେ ଭର୍ତ୍ତି କରାଯାଇଥିଲା। ମାତ୍ର ସୋମବାର ରେବତୀଙ୍କ ମୃତ୍ୟୁ ହୋଇଛି । ସେପଟେ ଘଟଣାକୁ ନେଇ ପୁଲିସ ଏପର୍ଯ୍ୟନ୍ତ କେବଳ ଗାଡ଼ିଟିକୁ ଜଟଣୀ କୁସୁମାଟିରୁ ଠାବ କରିପାରିଛି। କାର ଚାଳକ ଏବେବି ଫେରାର୍‌ ଅଛନ୍ତି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.