ପ୍ରମୂଖ ଖବର
  • ଗୋପାଳପୁର ଗଣଦୁର୍ଷମ ଘଟଣା : ସିଆଇଡି କ୍ରାଇମବ୍ରାଞ୍ଚକୁ ତଦନ୍ତ ହସ୍ତାନ୍ତର
  • ||
  • ଭୁବନେଶ୍ବରରେ ମଦ ପିଇ ୨ ଜଣଙ୍କ ମୃତ୍ୟୁ ଅଭିଯୋଗ , ମଦ ଦୋକାନ ସିଲ୍ କଲା ଅବକାରୀ ବିଭାଗ
  • ||
  • ଖଲ୍ଲିକୋଟ : ଛେଳି ପଲ ଉପରେ ମାଡିଗଲା ଟ୍ରକ, ୭୦ ଛେଳି ମୃତ
  • ||
  • ଯୁଦ୍ଧଗ୍ରସ୍ତ ଇରାନ୍‌ରୁ ଆର୍ମେନିଆରେ ପହଞ୍ଚିଲେ ୧୧୦ ଭାରତୀୟ, ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ଆଡ୍‌ଭାଇଜରୀ ଜାରି
  • ||
  • ଗୋପାଳପୁର ବେଳାଭୂମିରେ ଗଣଦୁଷ୍କର୍ମ ଅଭିଯୋଗ, ସମସ୍ତ ୧୦ ଅଭିଯୁକ୍ତକୁ ଗିରଫ କଲା ପୁଲିସ
  • ||
  • କୋକସରା: ଦେପୁର ନିକଟରେ ଗଛରେ ପିଟି ହେଲା ବାଇକ, ଦୁଇ ମୃତ ଜଣେ ଗୁରୁତର
  • ||
  • ପ୍ରତିକୂଳ ପାଗ ପାଇଁ ୧୭ରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା, ଡାକବାଜି ଯନ୍ତ୍ରରେ କରାଗଲା ସତର୍କ
  • ||
  • ବଲାଙ୍ଗିର: ରାଜ୍ୟସ୍ତରୀୟ କୃଷକ ଶକ୍ତି ସମାବେଶରେ ସାମିଲ୍ ହେଲେ ମୁଖ୍ୟମନ୍ତ୍ରୀ, ସଫଳ ଚାଷୀଙ୍କୁ ସମ୍ବର୍ଦ୍ଧିତ କରାଯିବ
  • ||
  • ବଲାଙ୍ଗୀର ସହର ଭିତରେ ଦୁର୍ଘଟଣା, ଭାରସାମ୍ୟ ହରାଇ ରାସ୍ତାକଡ଼ ଦୋକାନକୁ ପଶିଗଲା କଣ୍ଟେନର
  • ||
  • ବସୁମତୀ ସ୍ନାନ ସହ ଶେଷ ହେଲା ରଜ, ୩ ଦିନର ବିଶ୍ରାମ ପରେ ଶୁଦ୍ଧ ସ୍ନାନ କଲେ ବସୁମାତା
  • ||
  • ଏୟାର ଇଣ୍ଡିଆ ବିମାନରେ ଯାନ୍ତ୍ରିକ ତ୍ରୁଟି; କୋଲକାତାରେ ଜରୁରୀ ଅବତରଣ
  • ||
  • ପରମାଣୁ ଅସ୍ତ୍ର ନେଇ ଇରାନ୍‌କୁ ଟ୍ରମ୍ପଙ୍କ କଡ଼ା ଚେତାବନୀ, କହିଲେ ତୁରନ୍ତ ତେହେରାନ୍ ଛାଡ଼, ଡ଼ାକିଲେ ବଡ଼ ବୈଠକ
  • ||
  • କାନାଡ଼ାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଆଜି ଓ କାଲି ଦୁଇ ଦିନ ଧରି G7 ସମିଟ୍‌ରେ ସାମିଲ ହେବେ
  • ||
  • ଅନବସରରେ ମହାପ୍ରଭୁ: ଫୁଲୁରି ତେଲ ଘଷା ହେବାରେ ଉପଶମ ହେଉଛନ୍ତି ଦାରୁବ୍ରହ୍ମ, ଆଜି ଓଷ ଲାଗି ନୀତି
  • ||
  • ଏବେ ବଡ଼ ବର୍ଷା ନାହିଁ: ଆଜି କିଛି ସ୍ଥାନରେ ବର୍ଷିବ, ୨୩ରୁ ପୁଣି ବଢ଼ିପାରେ, ତାପମାତ୍ରା ୨ରୁ ୪ ଡିଗ୍ରୀ କମିବା ସମ୍ଭାବନା
  • ||

ଗୋପାଳପୁର ଗଣଦୁଷ୍କର୍ମ ଘଟଣାକୁ ମୁଖ୍ୟମନ୍ତ୍ରୀଙ୍କ ଦୃଢ ନିନ୍ଦା, ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ

Published By : Suraj Kumar | June 17, 2025 8:29 PM

ଭୁବନେଶ୍ୱର,୧୭।୬ : ଗୋପାଳପୁରରେ ଘଟିଥିବା ଗଣଦୁଷ୍କର୍ମ ଘଟଣାରେ ଅପରାଧୀମାନଙ୍କ ବିରୁଦ୍ଧରେ ଦୃଷ୍ଟାନ୍ତମୂଳକ ପଦକ୍ଷେପ ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ଏହି ଘଟଣାର ଦୃଢ ନିନ୍ଦା କରିଛନ୍ତି।  ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏଭଳି ଘଟଣା ଅତ୍ୟନ୍ତ ନିନ୍ଦନୀୟ ଓ ମାନବତା ବିରୁଦ୍ଧରେ ଏକ ଅପରାଧ। ଏ ଘଟଣାରେ ସମ୍ପୃକ୍ତ କୌଣସି ଅପରାଧୀଙ୍କୁ ଛଡା ଯିବ ନାହିଁ। ଆଇନ ଅନୁମୋଦିତ ସବୁଠାରୁ କଠୋର ଦଣ୍ଡବିଧାନ କରାଯିବ। 

ଏ ଘଟଣାରେ ମୁଖ୍ୟମନ୍ତ୍ରୀ ପୋଲିସକୁ ସମସ୍ତ ସନ୍ଦିଗ୍ଧ ଅପରାଧୀମାନଙ୍କୁ ତୁରନ୍ତ ଗିରଫ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ସ୍ଥାନୀୟ ପୋଲିସ ୧୦ ଜଣଙ୍କୁ ଗିରଫ କରିଛି। ଏ ଘଟଣାରେ ପ୍ରତ୍ୟକ୍ଷ ବା ପରୋକ୍ଷ ଭାବରେ ସମ୍ପୃକ୍ତ ଥିବା ସମସ୍ତ ଅପରାଧୀଙ୍କୁ ଧରାଯାଇ ଆଇନ ଅନୁଯାୟୀ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.