ପ୍ରମୂଖ ଖବର
  • ସାଲେପୁର : ଝରକା ଚାଡ଼ି ୩ ଘରୁ ଚୋରି, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଗଞ୍ଜାମ : ୧୧କେଭି ତାର ଲାଗି ଜଣେ ମୃତ, ଜଣେ ଗୁରୁତର
  • ||
  • ବାଲେଶ୍ଵର : ବାଇକ୍‌କୁ ଧକ୍କା ଦେଲା ମାଲବାହୀ ଟ୍ରକ୍; ଜଣେ ମୃତ,୨ ଗୁରୁତର
  • ||
  • ସୁନ୍ଦରଗଡ଼ : ପୂଜା ଦେଖିବାକୁ ଆସିଥିବା ବେଳେ ଯୁବତୀଙ୍କୁ ଗଣଦୁଷ୍କର୍ମ, ୩ ଅଟକ
  • ||
  • ଉଦଳା : ସରକାରୀ ଡାକ୍ତରଖାନାରେ ସ୍ୱାସ୍ଥ୍ୟସେବା ବିପର୍ଯ୍ୟସ୍ତ , ଚିକିତ୍ସା ଅଭାବରୁ ଚାଲିଗଲା ଶିଶୁକନ୍ୟାର ଜୀବନ
  • ||
  • ଯାଜପୁର : ଖରସ୍ରୋତା ବ୍ରିଜ୍‌ ଉପରୁ ନଦୀକୁ ଡେଇଁଲେ ମହିଳା, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ବ୍ରହ୍ମପୁର : ନକଲି ଗୁଟଖା କମ୍ପାନିରେ ଚଢାଉ; ନକଲି ଗୁଟଖା, ଗୁଟଖା ସାମଗ୍ରୀ ଏବଂ ମେସିନ ଠାବ
  • ||
  • ଦିଗପହଣ୍ଡି : ବାର୍ଦ୍ଧକ୍ୟ ଭତ୍ତା ଆଣିବାକୁ ଯାଇ କେନାଲରେ ଭାସିଗଲେ ବୃଦ୍ଧା,୧୦ ଘଣ୍ଟା ପରେ ମୃତଦେହ ଉଦ୍ଧାର
  • ||
  • ଆସ୍କା : ଟ୍ରକ୍‌କୁ ପିଟିଲା ପିକଅପ୍‌ ଭ୍ୟାନ୍‌, ୨ ମୃତ
  • ||
  • ଗୁରୁବାରଠୁ ଭାରତ- ବାଂଲାଦେଶ ପ୍ରଥମ ଟେଷ୍ଟ: ଚିପକ୍‌ରେ ରାଜୁତି କରିବେ ସ୍ପିନର୍‌, ଫେରିବେ ପନ୍ତ ଏବଂ ରାହୁଲ
  • ||
  • ମୋହନାରେ ଟ୍ରକ୍‌-ବାଇକ୍‌ ଧକ୍କା, ୨ ବାଇକ୍‌ ଆରୋହୀ ମୃତ
  • ||
  • ଭୁବନେଶ୍ୱର : ରାଜଧାନୀରେ ବୋମା ମାଡ଼; ସିସିଟିଭିରେ କଏଦ ହେଲା ଦୃଶ୍ୟ, ଦୁର୍ବୃତ୍ତଙ୍କୁ ଖୋଜୁଛି ପୋଲିସ
  • ||
  • ପୁରୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ୧୦୦ ଦିନର ସଫଳତା ସମାବେଶ ଓ ପ୍ରଦର୍ଶନୀରେ ଯୋଗଦେବେ
  • ||
  • ୨୨ରୁ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା, ଆହୁରି ବିଗିଡ଼ିପାରେ ବାଲେଶ୍ୱର, ମୟୂରଭଞ୍ଜ ସ୍ଥିତି
  • ||

ପୂର୍ବତନ ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନ ଅସୁସ୍ଥ, ହସ୍ପିଟାଲରେ ଭେଟି ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୭।୯ : ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଆନ୍ଧ୍ର ପ୍ରଦେଶ ଓ ଛତିଶଗଡର ପୂର୍ବତନ ରାଜ୍ୟପାଳ ତଥା ବରିଷ୍ଠ ନେତା ବିଶ୍ବଭୂଷଣ ହରିଚନ୍ଦନଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭେଟିଛନ୍ତି। ଏହି ସାକ୍ଷାତ ସମୟରେ ମୁଖ୍ୟମନ୍ତ୍ରୀ ଶ୍ରୀ ହରିଚନ୍ଦନଙ୍କ ଆଶୁ ଆରୋଗ୍ୟ କାମନା କରିଥିଲେ। 

 ମୁଖ୍ୟମନ୍ତ୍ରୀ ଶ୍ରୀ ହରିଚନ୍ଦନଙ୍କୁ ଚିକିତ୍ସା କରୁଥିବା ଡାକ୍ତର ମାନଙ୍କ ସହିତ ତାଙ୍କ ସ୍ବାସ୍ଥ୍ୟ ସମ୍ପର୍କରେ ଆଲୋଚନା କରିଥିଲେ। ଏଥି ସହ ସେ ଯେପରି ଶୀଘ୍ର ଆରୋଗ୍ୟ ଲାଭ କରିବେ ସେଥିପାଇଁ ଧ୍ୟାନ ଦେବାକୁ ସେମାନଙ୍କୁ ପରାମର୍ଶ ଦେଇଥିଲେ। ଏହି ସାକ୍ଷାତ ସମୟରେ ଶ୍ରୀ ହରିଚନ୍ଦନଙ୍କ ପୁତ୍ର ତଥା ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ମଧ୍ୟ ଉପସ୍ଥିତ ଥିଲେ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.