ପ୍ରମୂଖ ଖବର
  • ନକଲି କଲ୍‌ ସେଣ୍ଟର ଠାବ ଘଟଣା, ଅଧିକ ତଦନ୍ତ ପାଇଁ କୋଲକାତା ଯିବ ସାଇବର ପୁଲିସ୍‌
  • ||
  • ପୁରୀ : ଅଣପଞ୍ଜିକୃତ ହବିଷ୍ୟାଳିଙ୍କ ପାଇଁ ବ୍ୟବସ୍ଥା, ବୃନ୍ଦାବତୀ ନିବାସର ବେସ୍‌ମେଣ୍ଟରେ ରହିବେ ୧୪୦ ହବିଷ୍ୟାଳି
  • ||
  • ଦେବଗଡ : ଆନ୍ତଃଜିଲ୍ଲା ମୋଟରସାଇକେଲ ଚୋରୀ ରାକେଟ ଠାବ: ୩ ଲୁଟେରା ଗିରଫ, ୮ ବାଇକ୍‌ ଜବତ
  • ||
  • ଭରତପୁର ଥାନା ଘଟଣା; ସମସ୍ତ ତଥ୍ୟ ବିଚାର ବିଭାଗୀୟ କମିଶନଙ୍କୁ ପ୍ରଦାନ କରିବ କ୍ରାଇମବ୍ରାଞ୍ଚ
  • ||
  • ପୁରୁଷୋତ୍ତମପୁର : ପ୍ରେମ ପାଇଁ ହାରିଲେ ଜୀବନ, ବେକରେ ରଶି ଲଗାଇ ଯୁବକଙ୍କ ଆତ୍ମହତ୍ୟା
  • ||
  • ବୌଦ୍ଧ ଗସ୍ତରେ ଡିଜିପି ୱାଇ ବି ଖୁରାନିଆ, ମାଓ ଦମନ ଏବଂ ଆଇନ ଶୃଙ୍ଖଳା ବିଷୟରେ କରିବେ ଆଲୋଚନା
  • ||
  • କୋଣାର୍କ : ଗୋପର ୨ଟି ବେଆଇନ କରତକଳ ଉପରେ ଚଢ଼ାଉ, ଲକ୍ଷାଧିକ ଟଙ୍କାର ଯନ୍ତ୍ରାଂଶ ଜବତ
  • ||
  • ଅନ୍‌ଲାଇନ୍‌ ଆବେଦନ କରି ନିରାଶ ହେଲେ ହବିଷ୍ୟାଳୀ: ଶିବିର ସାମ୍ନାରେ ଧାରଣା ଦେଲେ, କାନ୍ଦିକାନ୍ଦି ଘରକୁ ଫେରିଲେ
  • ||
  • ଅଧା ସହରବାସୀ ଭୋଗିବେ ଜଳ କଷ୍ଟ, ଦୁର୍ବଳ ପାଇପ ମରାମତି ପାଇଁ ଅପରାହ୍ନ ୨ଟାରୁ ୨୪ ଘଣ୍ଟା ଜଳ ଯୋଗାଣ ବନ୍ଦ
  • ||
  • ଓଏଏସ୍‌ ସ୍ତରରେ ବଡ଼ ଧରଣର ଅଦଳବଦଳ: ୧୧୮ ଓଏଏସ୍‌ଙ୍କ ବଦଳି, ୭୦ରୁ ଅଧିକ ତହସିଲଦାର ବଦଳିଲେ
  • ||
  • ଆଜିଠୁ ମୁମ୍ୱାଇରେ ନିବେଶକ ସମ୍ମିଳନୀ, ସାମିଲ ହେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • କଳିଙ୍ଗ ଷ୍ଟାଡିୟମ୍‌ ଟ୍ରାଫିକ୍‌ ପୋଷ୍ଟରେ ଆସହାୟ ପୋଲିସ, ଡିଆଇଜି ଏବଂ ତାଙ୍କ ପତ୍ନୀଙ୍କୁ ଦୁର୍ବ୍ୟବହାର
  • ||
  • ପୁରୀ : ଆଜିଠୁ ମହାକାର୍ତ୍ତିକ ବ୍ରତ: ଶ୍ରୀକ୍ଷେତ୍ରରେ ସଂକଳ୍ପ କରି ଚଉରା ମୂଳେ ରାଇଦାମୋଦର ବ୍ରତ କରିବେ ହବିଷ୍ୟାଳୀ
  • ||

କଟକରେ ପୂଜା ମଣ୍ଡପ ବୁଲିଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀଙ୍କ ପାଇଁ କଲେ ସୁଖ ଏବଂ ସମୃଦ୍ଧି କାମନା

କଟକ,୧୨/୧୦: କଟକରେ ପୂଜା ମଣ୍ଡପ ବୁଲିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଓଡ଼ିଶାବାସୀଙ୍କ ଶୁଭମନାସୀ ଦୁର୍ଗା ମଣ୍ଡପ ଗୁଡିକରେ ମୁଖ୍ୟମନ୍ତ୍ରୀ ପୂଜାର୍ଚ୍ଚନା କରୁଛନ୍ତି । ଶୁକ୍ରବାର ମୁଖ୍ୟମନ୍ତ୍ରୀ ଭୁବନେଶ୍ୱରର ପ୍ରାୟ ସମସ୍ତ ପୂଜା ମଣ୍ଡପ ବୁଲି ମା'ଙ୍କ ଆଶିଷ ନେଇ ରାଜ୍ୟବାସୀଙ୍କ ସୁଃଖ ଏବଂ ସମୃଦ୍ଧି ପାଇଁ କାମନା କରିଥିଲେ । ଶନିବାର କଟକର ସମସ୍ତ ପୂଜା ମଣ୍ଡପ ବୁଲିବାର କାର୍ଯ୍ୟକ୍ରମ ରହିଛି।  

ଶନିବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ହେଲିକାପ୍ଟର ଯୋଗେ ରାଇସୁଆଁରେ ଅବତରଣ କରିବା ପରେ ବାମ୍ଫାର ସାଇମନ୍ଦିର ଦୁର୍ଗାପୂଜା ମଣ୍ଡପ ଏବଂ ନିୟୁକଲୋନୀ ଦୁର୍ଗାପୂଜା ମଣ୍ଡପରେ ପୂଜା କରିବେ । ପରେ ଟେଲିଫୋନ୍‌ ଏକ୍ସଚେଞ୍ଜ୍ ଛକ ପୂଜା ଓ ଗୁଜୁରାଟୀ ସମାଜ ଦୁର୍ଗା ମଣ୍ଡପରେ ପୂଜା କରିବେ । ରବିବାର ନିଜ ଗ୍ରାମ ରାଇସୁଆଁ ଗସ୍ତ କରିବା ପରେ ଝୁମ୍ପୁରା ଦୁର୍ଗାପୂଜା, ସୁନାରୀପଶି, ଉଖୁଣ୍ଡା ପୂଜା ମଣ୍ଡପରେ ପହଞ୍ଚି ଦର୍ଶନ କରିବେ । ସୋମବାର ଦିନ ପଦ୍ମପୁର ଗସ୍ତକରିବା ପରେ ଅପରାହ୍ନରେ ଭୁବନେଶ୍ୱର ଫେରିଯିବେ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ କେନ୍ଦୁଝର ଚଳଚଞ୍ଚଳ ହୋଇପଡ଼ିଥିବା ବେଳେ ପ୍ରଥମଥର ଭାବେ ଜଣେ ମୁଖ୍ୟମନ୍ତ୍ରୀ ପୂଜାମଣ୍ଡପକୁ ଆସୁଥିବାରୁ କମିଟି କର୍ମକର୍ତ୍ତା ଉତ୍ସାହିତ ହୋଇପଡ଼ିଛନ୍ତି । 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.