ପ୍ରମୂଖ ଖବର
  • ଗଞ୍ଜାମ : ଅଦିନିଆ ବର୍ଷାରେ ଉଜୁଡ଼ିଗଲା ଚାଷ, ଚିନ୍ତାରେ ପଡ଼ି ଜୀବନ ହାରିଲେ ଚାଷୀ
  • ||
  • ଆସନ୍ତା ଶିକ୍ଷାବର୍ଷରୁ କଲେଜରେ ଛାତ୍ର ସଂସଦ ନିର୍ବାଚନ,ଘୋଷଣା କଲେ ମୁଖ୍ୟମନ୍ତ୍ରୀ
  • ||
  • ନୟାଗଡ଼ : ରାସ୍ତା ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ୍, ଡ୍ରାଇଭର ମୃତ
  • ||
  • କେନ୍ଦୁଝର : ଅର୍ଥାଭାବରୁ ଆତ୍ମହତ୍ୟା କଲେ ବିଧବା ମହିଳା, ବେସାହାରା ହେଲେ ସନ୍ତାନ
  • ||
  • ବଲାଙ୍ଗୀର : ଦୁର୍ଗାପାଲି ଗାଁରେ ଅଘଟଣ, ଜଳିଗଲା ୪ ଏକର ଜମିର ଧାନ ଗଦା
  • ||
  • ବୌଦ୍ଧ : ଟ୍ରକ୍‌ରୁ ଖସିଲା ଲୁହା ଇଲେକ୍ଟ୍ରି ପୋଲ୍‌, ଅଳ୍ପକେ ବର୍ତ୍ତିଲେ ଲୋକେ
  • ||
  • ଗଞ୍ଜାମ : ଝୁଲନ୍ତା ଅବସ୍ଥାରେ ବିବାହିତ ପ୍ରେମୀ ଯୁଗଳଙ୍କ ମୃତଦେହ ଉଦ୍ଧାର
  • ||
  • ଜୟପୁର : ଏଆର୍‌ଆଇଙ୍କ ଘରେ ପଶିଲା ଭିଜିଲାନ୍ସ, ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ
  • ||
  • ନୀଳଗିରି : ଅଦିନିଆ ବର୍ଷା ପାଇଁ ଚିନ୍ତାରେ ଚାଷୀ, ହେକ୍ଟର ହେକ୍ଟର ପରିବା ଚାଷ ନଷ୍ଟ
  • ||
  • ପାକିସ୍ତାନର ଏୟାରଷ୍ଟ୍ରାଇକ୍‌ରେ ମୃତ୍ୟୁସଂଖ୍ୟା ୪୬କୁ ବୃଦ୍ଧି, ମୃତକଙ୍କ ମଧ୍ୟରେ ଅଧିକାଂଶ ଶିଶୁ ଓ ମହିଳା
  • ||
  • ବର୍ଡର-ଗାଭାସ୍କର ଟ୍ରଫି, ମେଲବର୍ଣ୍ଣରେ ବ୍ୟାଟିଂ କରୁଛି ଅଷ୍ଟ୍ରେଲିଆ, ଓ୍ବିକେଟ୍ ସନ୍ଧାନରେ ଭାରତ
  • ||
  • ଆଠମଲ୍ଲିକ : ଅଦିନିଆ ବର୍ଷା ଦେଇଗଲା ଦୁଃଖ, ଧାନ ବିଲରେ ଜମି ରହିଛି ପାଣି
  • ||
  • ଆଜିଠୁ ବର୍ଷା କମିବ, ୨୭ରୁ ପୁଣି ବଢ଼ିବ: ପଶ୍ଚିମା ବାୟୁ ପାଇଁ ଉତ୍ତର-ପଶ୍ଚିମ ଓଡ଼ିଶାରେ ବର୍ଷା ଆଶଙ୍କା
  • ||
  • ମେଘୁଆ ପାଗ ପରେ ସୁବର୍ଣ୍ଣପୁରରେ ଶୀତ ଲହରୀ ଆରମ୍ଭ
  • ||

ନୂଆ ୩୦ ERSS ଗାଡ଼ିକୁ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ, ଟ୍ୱିନ୍‌ସିଟିରେ ଯୋଗାଇବ ସେବା

Published By : Prameya | December 12, 2024 11:26 AM

ଭୁବନେଶ୍ୱର,୧୨/୧୨: ଦୈତନଗରୀରେ ଗଡ଼ିଲା ୩୦ଟି  ଆପାତକାଳୀନ ପ୍ରତିକ୍ରିୟା ସହାୟତା  ପ୍ରଣାଳୀ (ଇଆର୍‌ଏସ୍‌ଏସ୍‌) ଯାନ ।ପୁଲିସ ସେବା ଭବନରେ ସବୁଜ ପତାକା ଦେଖାଇ ଉଦ୍‌ଘାଟନ୍ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।

ଇଆର୍‌ଏସ୍‌ଏସ୍‌ ଯାନ ଲୋକାର୍ପଣ ଉତ୍ସବରେ ମୁଖ୍ୟମନ୍ତ୍ରାୀ ବଡ଼ ଘୋଷଣା କରିଛନ୍ତି।ସେ କହିଛନ୍ତି ଯେ, ଆହୁରି ସଶକ୍ତ ହେବ ଗୃହ ବିଭାଗ। ପୋଲିସ ବିଭାଗରେ ୧୦ ହଜାର ପଦବୀ ପୂରଣ ହେବ।  ୫ ହଜାର ଗୃହରକ୍ଷୀ ପଦବୀ ସୃଷ୍ଟି କରାଯିବ । ପୋଲିସର ଶକ୍ତି ଆତ୍ମବିଶ୍ବାସ  ବୃଦ୍ଧି ପାଇଁ ପଦକ୍ଷପ ନିଆଯିବ। ଅତ୍ୟାଧୁନୀକ ଜ୍ଞାନ କୌଶଳକୁ ପୋଲିସ ବିଭାଗରେ ବ୍ୟବହାର କରାଯିବ। ଏହି ଉତ୍ସବରେ ପୋଲିସ ମହାନିର୍ଦ୍ଦେଶକ ୱାଇବି ଖୁରାନିଆ, ପୋଲିସ କମିଶନର ସୁରେଶ ଦେବଦତ୍ତ ସିଂ ଏବଂ କଟକ-ଭୁବନେଶ୍ବର ଡିସିପି, ଅନ୍ୟ ବରିଷ୍ଠ ପୋଲିସ ଅଧିକାରୀ ଉପସ୍ଥିତ ଥିଲେ।


ସୂଚନା ଅନୁଯାଇ, କୌଣସି ସ୍ଥାନରେ ଦୁର୍ଘଟଣା, ଅପରାଧ  କିମ୍ବା ଅନ୍ୟ କୌଣସି ଅପ୍ରୀତିକର  ପରିସ୍ଥିତି ଉପୁଜିଲେ, ଏହି ଯାନ ତୁରନ୍ତ ଅଘଟଣସ୍ଥଳରେ ପହଞ୍ଚିବ । ଏହି ଯାନରେ ଉପସ୍ଥିତ ପୁଲିସ କର୍ମଚାରୀ ଅସହାୟଙ୍କୁ ତ୍ୱରିତ୍ୱ ସହାୟତା ଯୋଗାଇବେ ।ଜରୁରୀକାଳୀନ ପ୍ରତିକ୍ରିୟା ପ୍ରଣାଳୀ  ତଥା ଡାଏଲ ୧୧୨କୁ ତ୍ୱରାନ୍ୱିତ କରାଇବା  ପାଇଁ ଏସବୁ ଯାନ ସହାୟକ ହେବ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.