ପ୍ରମୂଖ ଖବର
  • ଭୁବନେଶ୍ବର : ମିଠା ଦୋକାନୀଙ୍କୁ ଦାଦାବଟି ମାଗିଲା ଜେଲ ଫେରନ୍ତା, ଅଭିଯୁକ୍ତ ଗିରଫ
  • ||
  • ଖୋର୍ଦ୍ଧା : ପାଣିରେ ଭାସୁଛି ବ୍ୟକ୍ତିଙ୍କ ଗଳିତ ମୃତଦେହ, ପରିଚୟ ଅସ୍ପଷ୍ଟ
  • ||
  • ଆଜିଠୁ ଅନଲାଇନରେ ପଞ୍ଜୀକରଣ କରିପାରିବେ ହବିଷ୍ୟାଳି, ଶାରୀରିକ ଓ ମାନସିକ ଭାବେ ଅସୁସ୍ଥ ଥିଲେ ମିଳିବନି ଅନୁମତି
  • ||
  • ଧର୍ମଗଡ : ଅଜଣା ଗାଡ଼ି ଧକ୍କାରେ ବ୍ୟକ୍ତିଙ୍କ ମୃତ୍ୟୁ, ପରିଚୟ ଅସ୍ପଷ୍ଟ
  • ||
  • ଆନନ୍ଦପୁର : ଗଣେଶ ପୂଜା ବିସର୍ଜନ ବେଳେ ଢେଲା ମାଡକୁ ନେଇ ଉତ୍ତେଜନା ଘଟଣା, ୨ ଗିରଫ
  • ||
  • ବାସୁଦେବପୁରର ବିଭିନ୍ନ ସ୍ଥାନରେ ଅବକାରୀ ବିଭାଗର ଚଢ଼ାଉ; ବିପୁଳ ପରିମାଣର ମଦ ଜବତ, ୫ ଗିରଫ
  • ||
  • ଛତ୍ରପୁର : ରୁଟି ବ୍ୟବସାୟୀଙ୍କୁ ପଛପଟୁ ଧକ୍କା ଦେଲା ଅଜଣା ଗାଡି, ଜଣେ ଗୁରୁତର
  • ||
  • ରବିବାର ତିନିଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ମାଓ ମୁକାବିଲା ସମୀକ୍ଷା ବୈଠକରେ ହେବେ ସାମିଲ
  • ||
  • ଜଗତସିଂହପୁରରେ ମୂର୍ତ୍ତି ଚୋରୀ ରାକେଟ ସକ୍ରିୟ, ଜଣେ ଅଭିଯୁକ୍ତ ଏବଂ ତାଙ୍କ ମା ଅଟକ
  • ||
  • କୋଣାର୍କ : ମୃତଦେହକୁ ଘରକୁ ନେବାକୁ ମିଳିଲାନି ଆମ୍ୱୁଲାନ୍ସ, ଟ୍ରଲିରେ ବୁହା ହେଲା ଶବ
  • ||
  • ସୋମବାର ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହଙ୍କ ନକ୍ସଲ ମୁକାବିଲା ବୈଠକ, ଯୋଗଦେବେ ୮ ରାଜ୍ୟର ମୁଖ୍ୟମନ୍ତ୍ରୀ
  • ||
  • କଣ୍ଟାବାଞ୍ଜି : ବେଆଇନ କ୍ଲିନିକ ଖୋଲି ଚିକିତ୍ସା କରୁଥିଲେ ନକଲି ଡାକ୍ତର, ଅଭିଯୁକ୍ତ ଗିରଫ
  • ||
  • ଅକ୍ଟୋବର ହେଲାଣି ଖରା ଦିନ ଯାଉନି, ଅସ୍ୱାଭାବିକ ପାଣିପାଗରେ ସମସ୍ତେ ନାକେଦମ୍‌: ୧୪ ଯାଏଁ ବିଶେଷ ବର୍ଷା ନାହିଁ
  • ||

ସରକାରୀ ଜମିରୁ ହଟିବ ବେଆଇନ ଦଖଲ, ଜିଲ୍ଲାପାଳମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର, ୮/୦୭ : ସାରା ରାଜ୍ୟରେ ସରକାରୀ ଜମିରୁ ବେଆଇନ ଦଖଲ ହଟାଇବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଉଭୟ ସହରାଞ୍ଚଳ ଓ ଗ୍ରାମାଞ୍ଚଳରେ ଏହି ବେଆଇନ ଜବରଦଖଲ ହଟାଇବାକୁ ନିର୍ଦ୍ଦେଶ ଦେଇଛନ୍ତି।ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସରକାରୀ ଜମିଗୁଡିକ ମୁଖ୍ୟତଃ ବିକାଶ ଓ ସର୍ବସାଧାରଣ କଲ୍ୟାଣ କାର୍ଯ୍ୟ ନିମନ୍ତେ ବ୍ୟବହାର ହୁଏ। ଜବରଦଖଲ ଯୋଗୁ ବିକାଶ ବାଧାପ୍ରାପ୍ତ ହେଉଛି। ତେଣୁ ଏସବୁ ବେଆଇନ ଦଖଲ ତୁରନ୍ତ ହଟାଯିବା ଆବଶ୍ୟକ।

ପ୍ରଚଳିତ ନିୟମ ଅନୁଯାୟୀ, ଜବରଦଖଲ ହଟିବା ପରେ ଏହାକୁ ବାଡ଼ ବସାଇ ଓ ଏଥିରେ ସମସ୍ତଙ୍କ ଦୃଷ୍ଟି ଗୋଚର ହେବା ଭଳି ସାଇନ୍ ବୋର୍ଡ ଲଗାଇବା ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.