ଭୁବନେଶ୍ବର,୨୮।୯ : ଆସନ୍ତା ସୋମବାର ତଥା ସେପ୍ଟେମ୍ବର ୩୦ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି l ଉକ୍ତ ଦିନ ମୁଖ୍ୟମନ୍ତ୍ରୀଙ୍କ ଅନ୍ୟ ଜରୁରୀ ଗୁରୁତ୍ୱପୂର୍ଣ୍ଣ ସରକାରୀ କାର୍ଯ୍ୟକ୍ରମ ଥିବାରୁ ଭୁବନେଶ୍ୱର ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନଶୁଣାଣି ବନ୍ଦ ରହିବ । ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏ ନେଇ ଜନସାଧାରଣଙ୍କୁ ସୂଚନା ଦିଆଯାଇଛି।
ସଦସ୍ୟତା ଅଭିଯାନରେ ମାତିଲେ ବିଜେଡି, ବିଜେପି: ମନ୍ଥର...