ପ୍ରମୂଖ ଖବର
  • ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରେ ଅଘଟଣ, ଗ୍ୟାସ୍‌ ଲିକ୍‌ରେ ୮ ଶ୍ରମିକ ଗୁରୁତର, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ରଥଖଳା ହାଲ୍‌ଚାଲ୍‌...କନକମୁଣ୍ଡି କାମ ଶେଷ, ଚକା ବେଦି ନିର୍ମାଣ ଆରମ୍ଭ
  • ||
  • ଭାରତୀୟ ନ୍ୟାୟ ସଂହିତା ଆଧାରରେ ଭୁବନେଶ୍ୱରରେ ପ୍ରଥମ ମାମଲା ରୁଜୁ
  • ||
  • ବାରବାଡୋସରେ ଭୟଙ୍କର ବାତ୍ୟା, ହୋଟେଲରେ ଅଟକିଲେ ଟିମ୍‌ ଇଣ୍ଡିଆ ଖେଳାଳି ଏବଂ ଷ୍ଟାଫ୍
  • ||
  • ସପ୍ତଶଯ୍ୟା ପାହାଡ଼ରେ ନିଖୋଜ ୫ ଛାତ୍ର ଉଦ୍ଧାର କଲା ବନ ବିଭାଗ, ଆଜି ପରିବାର ଲୋକଙ୍କୁ କରାଯିବ ହସ୍ତାନ୍ତର
  • ||
  • ସୋମବାରଠୁ ଜନତା ଦରବାର, ଲୋକ ସିଧାସଳଖ ମୁଖ୍ୟମନ୍ତ୍ରୀଙ୍କୁ କରିପାରିବେ ଅଭିଯୋଗ
  • ||
  • ଅନବସର ସେବା ପରେ ଆରୋଗ୍ୟଲାଭ କରୁଛନ୍ତି ମହାପ୍ରଭୁ: ଆଜି ଚକା ବିଜେ, ଜାଗ୍ରତ ଅବସ୍ଥାକୁ ଆସିବେ ଠାକୁରେ
  • ||
  • ମୌସୁମୀ ସକ୍ରିୟ: ଆସନ୍ତା ଦୁଇ ଦିନ ରାଜ୍ୟରେ ହାଲୁକା ବର୍ଷା, ୩ରୁ ପ୍ରବଳ ଛେଚିବ
  • ||

କୁମ୍ଭୀର ଆକ୍ରମଣରେ ବାଳକର ମୃତ୍ୟୁ ଘଟଣା ; ମୁଖ୍ୟମନ୍ତ୍ରୀଙ୍କ ୬ ଲକ୍ଷ ଟଙ୍କା ସହାୟତା ଘୋଷଣା

ଭୁବନେଶ୍ୱର,୨୯/୬ :  ଅନୁଗୁଳ ଜିଲ୍ଲାର ଟିକରପଡାଠାରେ ମହାନଦୀରେ କୁମ୍ଭୀର ଆକ୍ରମଣରେ ଗୋଟିଏ ବାଳକର ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହ ପରିବାର ବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଛନ୍ତି।

ଏହା ସହିତ ମୃତ ବାଳକର ପରିବାରର   ନିକଟତମ  ଆତ୍ମୀୟଙ୍କୁ ୬ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ସହାୟତା ଯୋଗାଇ ଦେବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.