ପ୍ରମୂଖ ଖବର
  • ଟି-ଟ୍ୱେଣ୍ଟି ବିଶ୍ୱକପ୍‌ରେ ସୁପର-୮ ରାଉଣ୍ଡ ଚୂଡ଼ାନ୍ତ, ଅଷ୍ଟ୍ରେଲିଆ, ଆଫଗାନିସ୍ତାନ, ବାଂଲାଦେଶକୁ ଭେଟିବ ଭାରତ
  • ||
  • କନିଷ୍ଠ ଶିକ୍ଷକ ଚୟନ ଅନିୟମିତତା ମାମଲା, ଓସେପା ମେରିଟ୍ ଲିଷ୍ଟ କାଏମ ରଖିଲେ ହାଇକୋର୍ଟ
  • ||
  • ବାଲେଶ୍ୱର: ଆଇନ ଶୃଙ୍ଖଳା ମାନିବା ସହ ଶାନ୍ତି ବଜାୟ ରଖିବାକୁ ଏସପି ସାଗରିକା ନାଥଙ୍କ ଅନୁରୋଧ
  • ||
  • ଭୁବନେଶ୍ୱର: ପଥରବନ୍ଦ ବସ୍ତିରେ ଗୋଷ୍ଠୀ ସଂଘର୍ଷ, ଘଟଣାସ୍ଥଳରେ ପୋଲିସ ମୁତୟନ
  • ||
  • ଜୁନ୍‌ ୨୦ରେ ବାଚସ୍ପତି ନିର୍ବାଚନ, ଖୁବ୍‌ଶୀଘ୍ର କଂଗ୍ରେସ ବିଧାୟକ ଦଳ ନେତା ଘୋଷଣା
  • ||
  • ଅସଲି ପୋଲିସ ହାତରେ ଧରାପଡ଼ିଲା ନକଲି ସିବିଆଇ ପୋଲିସ, ଲୋକଙ୍କଠୁ ଲୁଟୁଥିଲା ଲକ୍ଷାଧିକ ଟଙ୍କା
  • ||
  • ଖୋଲିଲା ସ୍କୁଲ, ଅଧା ଜିଲ୍ଲାରେ ସକାଳୁ କ୍ଲାସ ଆରମ୍ଭ, ୧୧ ଜିଲ୍ଲାରେ ୨୦ ଯାଏ ସ୍କୁଲ ବନ୍ଦ
  • ||
  • ମଙ୍ଗଳବାର, ବୁଧବାର ନବନିର୍ବାଚିତ ବିଧାୟକଙ୍କୁ ଶପଥ ପାଠ କରାଇବେ କାମଚଳା ବାସ୍ପପତି, ୨୦ ନୂଆ ବାଚସ୍ପତି ନିର୍ବାଚନ
  • ||
  • ଅଶାନ୍ତ ବାଲେଶ୍ୱର: ଗୋଷ୍ଠୀ ସଂଘର୍ଷ ପାଇଁ କର୍ଫ୍ୟୁ, ୨୪ ଘଣ୍ଟା ବନ୍ଦ ରହିବ ଦୋକାନ ବଜାର
  • ||
  • ରାଜ୍ୟରେ ୪୨% ନିଅଣ୍ଟିଆ ବର୍ଷା, ୩ ଜିଲ୍ଲାରେ ସ୍ୱାଭାବିକ, ୨୬ ଜିଲ୍ଲାରେ ନିଅଣ୍ଟିଆ: ୪ ଦିନ ଭିତରେ ମୌସୁମୀ ଅଗ୍ରସର ହେବ
  • ||

ମୁଖ୍ୟମନ୍ତ୍ରୀଙ୍କ ଗୃହ ବିଭାଗ ସମୀକ୍ଷା, ସାଧାରଣ ଲୋକଙ୍କୁ ଉତ୍ତମ ବ୍ୟବହାର କରିବାକୁ ଗୁରୁତ୍ଵ

ଭୁବନେଶ୍ଵର, ୧୫/୦୬ : ରାଜ୍ୟ ଆଇନ ଶୃଙ୍ଖଳା ଉପର ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବପୂର୍ଣ୍ଣ ବୈଠକ। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଏହି ବୈଠକ ହୋଇଛି। ଗୃହ ବିଭାଗର ସ୍ଵତନ୍ତ୍ର ସଚିବ ସନ୍ତୋଷ ବାଲା, ପୋଲିସ କମିଶନର ଏବଂ ଦୁଇ ଡିସିପି, ଗୁଇନ୍ଦା ନିର୍ଦେଶକ ସୌମେନ୍ଦ୍ର ପ୍ରିୟଦର୍ଶୀ, ଗୁଇନ୍ଦା ବିଭାଗ ଆଇଜି ଅନୁପ ସାହୁ, ବିଭିନ୍ନ ଜିଲ୍ଲାର ଏସ୍ପି ଏବଂ ଆଇପିଏସ ଅଧିକାରୀ ଉପସ୍ଥିତ ଥିଲେ। 

ଏହି ବୈଠକ ପରେ ପୋଲିସ ଡିଜି ଅରୁଣ ଷଡ଼ଙ୍ଗୀ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ଯେ, ରାଜ୍ୟରେ ପୋଲିସର ସ୍ଥିତି, ଆଇନ ଶୃଙ୍ଖଳା ବାବଦରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଯାଇଛି। ଏହାସହ ସାଧାରଣ ଲୋକଙ୍କୁ ଉତ୍ତମ ବ୍ୟବହାର ବାବଦରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଥିଲେ। ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ ପୋଲିସ ଡିଜି ସୌଜନ୍ୟମୂଳକ ସାକ୍ଷାତ କରିବା ବେଳେ ଅନେକ ପ୍ରସଙ୍ଗରେ ଆଲୋଚନା ହୋଇଛି। ଏହା ସହ ଆସନ୍ତା ଜୁଲାଇରୁ କାର୍ଯ୍ୟକାରୀ ହେବାକୁ ଥିବା ଦେଶର ତିନୋଟି ଗୁରୁତ୍ୱପୂର୍ଣ୍ଣ ଆଇନ ବାବଦରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଛନ୍ତି ପୋଲିସ ଡିଜି। ଏତଲା ଦେବାକୁ ଥାନାକୁ ଆସୁଥିବା ଯେକୌଣସି ବ୍ୟକ୍ତି ଯେପରି ନିରାଶ ନହୁଅନ୍ତି ସେଥିପ୍ରତି ଧ୍ୟାନ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। 




  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.