ପ୍ରମୂଖ ଖବର
  • ସାରା ରାଜ୍ୟରେ ଲାଗୁ ହେବ ସୁଭଦ୍ରା ଯୋଜନା, ୧୦୦ ଦିନ ଭିତରେ ହେବ କାର୍ଯ୍ୟକାରୀ
  • ||
  • ଜନ୍ମମାଟିରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ମା' ତାରିଣୀ ପୀଠ ପାଇଁ ୫୦ କୋଟିର ଅନୁଦାନ
  • ||
  • T-20 ବିଶ୍ୱକପ୍ ସୁପର ୮ ରାଉଣ୍ଡ, ୨୧ ରନ୍‌ରେ କଙ୍ଗାରୁ ବାହିନୀ ଚିତ୍ ପଟାଙ୍ଗ, ଆଫଗାନିସ୍ତାନ ପ୍ରଥମ ବିଜୟ
  • ||
  • ଯୌନ ନିର୍ଯାତନା ମାମଲା, ପ୍ରଜ୍ବଳଙ୍କ ଭାଇ ସୂରଜ ରେଭାନ୍ନାକୁ ବାନ୍ଧିଲା ପୋଲିସ
  • ||
  • ମାଲକାନଗିରି ସହରର ଡିଏନ୍‌କେ ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଜଣେ ମହିଳା ମୃତ
  • ||
  • ସାଲେପୁର: ବାଇକ୍‌ ସହ ପୋଲରୁ ଖସି ପଡ଼ିଲେ ୨ ଆରେହୀ, ଜଣେ ମୃତ ,ଜଣେ ଗୁରୁତର
  • ||
  • ରବିବାରଠୁ ୨ ଦିନିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ମା’ ତାରିଣୀଙ୍କୁ ଦର୍ଶନ ପରେ ଜନସମାବେଶରେ ହେବେ ସାମିଲ
  • ||
  • ଶ୍ରୀମନ୍ଦିରରେ ପଟିଦିଅଁ ବିଜେ, ଜ୍ୱରରୁ ମୁକ୍ତି ପାଇଁ ମହାପ୍ରଭୁଙ୍କ ଗୁପ୍ତ ଅନବସର ସେବା ଆରମ୍ଭ
  • ||
  • ଆସନ୍ତା ଦୁଇ ଦିନ ବିକ୍ଷିପ୍ତ ସ୍ଥାନରେ ବର୍ଷା ସମ୍ଭାବନା, ୨୫ରୁ ରାଜ୍ୟରେ ପ୍ରବଳ ଛେଚିବ
  • ||

ଜେଲରେ ପ୍ରଶାନ୍ତ ଜଗଦ୍ଦେବ ଅସୁସ୍ଥ, କଟକ ବଡ ମେଡିକାଲରେ ଭର୍ତ୍ତି

ଖୋର୍ଦ୍ଧା,୨୯/୫: ଚିଲିକା ବିଧାୟକ ତଥା ଖୋର୍ଦ୍ଧା ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବ ଅସୁସ୍ଥ । ତାଙ୍କୁ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି। ଜଗଦ୍ଦେବଙ୍କୁ ଏସସିବିର ମେଡିସିନ୍ ୱାର୍ଡରେ ଆଇସିୟୁରେ ରଖାଯାଇ ଚିକିତ୍ସା କରାଯାଉଥିବା ଜଣାଯାଇଛି। ଜଗଦ୍ଦେବଙ୍କର ରକ୍ତଚାପ ବଢ଼ିଯାଇଥିବା ବେଳେ ଅନ୍ଯାନ୍ଯ ରୋଗରେ ପୀଡିତ ଥିବା ଜଣାପଡିଛି। 

ସୂଚନା ମୁତାବକ, ଗତକାଲି ରାତିରେ ଖୋର୍ଦ୍ଧା ଜେଲରେ ପ୍ରଶାନ୍ତ ଜଗଦ୍ଦେବ ଅସୁସ୍ଥ ହୋଇପଡ଼ିଥିଲେ। ଏଥିପାଇଁ ତାଙ୍କ ଓକିଲ ଅସୁସ୍ଥ ଥିବା ନେଇ କୋର୍ଟରେ ଅପିଲ କରିଥିଲେ। ଏହାସହ ଜଗଦ୍ଦେବଙ୍କୁ ତୁରନ୍ତ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଉ ବୋଲି ଆବେଦନ କରିଥିଲେ। ଏନେଇ କୋର୍ଟ ଅବେଦନକୁ ଗ୍ରହଣ କରି ମେଡିକାଲରେ ଚିକିତ୍ସା ପାଇଁ ଅନୁମତି ଦେଇଥିଲେ। ତେଣୁ ତାଙ୍କୁ ଆଜି ଭୋର ୪ଟା ସମୟରେ କଟକ ଏସସିବିରେ ଭର୍ତ୍ତି କରାଯାଇଥିଲା।


News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.