ପ୍ରମୂଖ ଖବର
  • ଜୟସ୍ୱାଲ ଏବଂ ସାଇ ସୁଦର୍ଶନଙ୍କ ଅର୍ଦ୍ଧଶତକ, ପନ୍ତ ଆହତ: ଟିମ୍ ଇଣ୍ଡିଆର ସ୍କୋର ୨୬୪/୪
  • ||
  • Myntra ବିରୋଧରେ ମାମଲା ରୁଜୁ କଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ, ଫେମା ଆଇନ୍ ଉଲ୍ଲଂଘନ ଅଭିଯୋଗ
  • ||
  • ଓଡ଼ିଶା ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସ ପାଇଁ ୨ ବାଟାଲିଅନ ଗଠନକୁ ମଞ୍ଜୁରି, ୨୦୮୦ ନୂତନ ପଦବୀ ସୃଷ୍ଟି
  • ||
  • କଟକର ୨୧୦ କଲେଜ କର୍ମଚାରୀଙ୍କ ଦରମା ବନ୍ଦ ପାଇଁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ, ICC ରିପୋର୍ଟ ନଦେଲେ ହେବ କାର୍ଯ୍ୟାନୁଷ୍ଠାନ
  • ||
  • ରକ୍ଷାବନ୍ଧନରେ ମିଳିବ ତୃତୀୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କା, ବାଦ୍‌ ପଡ଼ିଥିବା ଲକ୍ଷେ ୮୮ ହଜାର ମହିଳାଙ୍କୁ ପୁଣି ସୁଯୋଗ
  • ||
  • ବଲାଙ୍ଗୀର : ମଦଭାଟିରେ ପହଲବାନଙ୍କୁ ହତ୍ୟା ଅଭିଯୋଗ, ତଦନ୍ତ କରୁଛି ପୁଲିସ
  • ||
  • ଗୁରୁବାର ଶ୍ରୀବିଗ୍ରହଙ୍କ ଚିତାଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ
  • ||
  • ଗ୍ୱାଲିୟରରେ ଭୟଙ୍କର ସଡ଼କ ଦୁର୍ଘଟଣା; ୪ ମୃତ, ୬ ଆହତ
  • ||
  • ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ଜାରି, ଆକାଶପଥକୁ କଡ଼ାକଡ଼ି କଲେ ଦୁଇଦେଶ
  • ||
  • ଗୁରୁବାର ସୃଷ୍ଟି ହେବ ଲଘୁଚାପ : ୨୮ ତାରିଖ ଯାଏ ପ୍ରବଳ ବର୍ଷା ସମ୍ଭାବନା
  • ||
  • ଆଜିଠୁ ଚତୁର୍ଥ ଟେଷ୍ଟ : ଓଲ୍ଡ ଟ୍ରାଫୋର୍ଡରେ ଭାରତ ପାଇଁ 'କର ବା ମର', ସିରିଜ ବିଜୟ ଲକ୍ଷ୍ୟରେ ଇଂଲଣ୍ଡ
  • ||
  • ଭିଜିଲାନ୍ସ ଜାଲରେ BMC କାର୍ଯ୍ୟନିର୍ବାହୀ ଯନ୍ତ୍ରୀ, ଏକକାଳୀନ ୪ ଟି ସ୍ଥାନରେ ଚଢାଉ
  • ||

ଗୁରୁବାର ଶ୍ରୀବିଗ୍ରହଙ୍କ ଚିତାଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

Published By : Prameya | July 23, 2025 10:56 AM

ପୁରୀ,୨୮/୦୭: ଗୁରୁବାର ଶ୍ରାବଣ:କୃଷ୍ଣ ଅମାବାସ୍ୟା ତିଥିରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଚିତାଲାଗି ନୀତି ଅନୁଷ୍ଠିତ ହେବ । ଏହି ନୀତି ସମୟରେ ଠାକୁରଙ୍କ ଦର୍ଶନ କଟକଣା ରହିବ । ଭୋଗମଣ୍ଡପ (ପ୍ରାୟତଃ ଅପରାହ୍ଣ) ଶେଷ ପରେ ଠାକୁରଙ୍କ ଏହି ସ୍ୱତନ୍ତ୍ର ନୀତି ହେବ । ଅପରାହ୍ନ ଅଢ଼େଟାରୁ ସନ୍ଧ୍ୟା ସାଢ଼େ ୬ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

ସ୍ନାନପୂର୍ଣ୍ଣମୀରେ ଠାକୁରେ ଅଣସରକୁ ବିଜେ ସମୟରେ ଏହି ରତ୍ନଚିତା କଢ଼ାଯାଇଥିଲା । ଚିତାଲାଗିରେ ଅସଲ ରତ୍ନଚିତା ଲାଗି ହେବେ ଠାକୁରେ । ତିନିବାଡ଼ର ବାଡ଼ଗ୍ରାହୀ ଓ ଦଇତାପତି ଏହି ଅଳଙ୍କାର ଶ୍ରୀଅଙ୍ଗରେ ଲାଗି କରିବେ । ସୁଦ୍ଧସୁଆରମାନେ ରତ୍ନସିଂହାସନ ତଳେ ସ୍ୱର୍ଣ୍ଣ ଓଷ ପ୍ରସ୍ତୁତ କରିବେ । ବାଡ଼ଗ୍ରାହୀମାନେ ଶୁଦ୍ଧସୁଆର ଦେଇଥିବା ଓଷ ଚିତାରେ ଲାଗି କରାଇବେ । ପାଟରା ଦେଇଥିବା ପାଟଡୋର ଫିତାରେ ବାନ୍ଧି ଶ୍ରୀମସ୍ତକରେ ଚିତା ଲାଗି ହେବ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.