ପ୍ରମୂଖ ଖବର
  • ମୋହନା : ୧୦୪ କେଜି ଗଞ୍ଜେଇ ଜବତ, ୨ ଗିରଫ
  • ||
  • CHSE ପରୀକ୍ଷା ପାଟର୍ଣ୍ଣରେ ପରିବର୍ତ୍ତନ, ୮୦ ରୁ ୨୪ ରଖିଲେ ହେବେ ପାସ୍‌
  • ||
  • ପ୍ରକାଶ ପାଇଲା OTET ରେଜଲ୍ଟ, ୱେବ୍‌ସାଇଟ୍‌ରେ ଦେଖି ପାରିବେ ପରୀକ୍ଷା ଫଳ
  • ||
  • ଲମତାପୁଟରେ ଅପରେସନ୍‌ ଗ୍ରୀନ୍‌ କ୍ଲିନ୍‌, ୩୮ଏକର ଜମିରୁ ଗଞ୍ଜେଇ ଚାଷ ନଷ୍ଟ
  • ||
  • କରମଡ଼ିହି ଗଣହତ୍ୟା ମାମଲା, ୨୪ ଦିନ ପରେ ୭ ଅଭିଯୁକ୍ତ ଗିରଫ
  • ||
  • ରାତି ପାହିଲେ ପ୍ରଥମାଷ୍ଟମୀ, ହଳଦୀପତ୍ର ମହକୁଛି ବଜାର
  • ||
  • କୋରାପୁଟ: ବାଇକ୍‌ ଚାଳକଙ୍କ ଉପରେ ଚଢିଗଲା ଟ୍ରକ୍‌: ୪ ମୃତ
  • ||
  • ଓଡ଼ିଶାର ୩ କଳାକାରଙ୍କୁ ଉସ୍ତାଦ ବିସ୍‌ମିଲ୍ଲା ଖାନ୍‌ ଯୁବ ପୁରସ୍କାର,ଆଜି ନୂଆଦିଲ୍ଲୀରେ ପୁରସ୍କାର ପ୍ରଦାନ କରାଯିବ
  • ||
  • ମୁଲୁଗୁରେ ନକ୍ସଲଙ୍କ ବର୍ବର କାଣ୍ଡ: ପୋଲିସ ଇନଫର୍ମର ସନ୍ଦେହରେ ଦୁଇ ଜଣଙ୍କୁ ନିର୍ମମ ହତ୍ୟା
  • ||
  • ଓଡ଼ିଶା ପର୍ବ-୨୦୨୪: ନୂଆଦିଲ୍ଲୀରେ ଝଲସିବ ଓଡ଼ିଆ କଳା, ସଂସ୍କୃତି, ଯୋଗଦେବେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ ଓ ବହୁ କେନ୍ଦ୍ରମନ୍ତ୍ରୀ
  • ||
  • ଲମତାପୁଟ : ୬୦ କେଜି ଗଞ୍ଜେଇ ଜବତ, ଜଣେ ଗିରଫ
  • ||
  • ବର୍ଡର-ଗାଭାସ୍କର ଟ୍ରଫି:ଅଷ୍ଟ୍ରେଲିଆଠୁ ଟସ୍ ଜିତି ଟିମ୍ ଇଣ୍ଡିଆର ବ୍ୟାଟିଂ ନିଷ୍ପତ୍ତି, ପେସରଙ୍କ ସ୍ୱର୍ଗରେ ବ୍ୟାଟରଙ୍କ ପାଇଁ ପରୀକ୍ଷା
  • ||

CHSE ପରୀକ୍ଷା ପାଟର୍ଣ୍ଣରେ ପରିବର୍ତ୍ତନ, ୮୦ ରୁ ୨୪ ରଖିଲେ ହେବେ ପାସ୍‌

ଭୁବନେଶ୍ୱର,୨୨/୧୧: ବଦଳିଲା ସିଏଚଏସଇ ପରୀକ୍ଷା ପାଟର୍ଣ୍ଣ । ଏଣିକି ନନ୍ ପ୍ରାକ୍ଟିକାଲ ବିଷୟରେ ୮୦ ମାର୍କର ପରୀକ୍ଷା ହେବ । ଏହି ପରୀକ୍ଷାରେ ବିଦ୍ୟାର୍ଥୀମାନେ ୮୦ ରୁ ୨୪ ମାର୍କ ରଖିଲେ ପାସ୍‌ ହେବେ । ଚଳିତ ବର୍ଷ ଏମିତି ଏକ ପଦକ୍ଷେପ ନେଇଛି ସିଏଚଏସଇ । ଏଭଳି କରିବା ଦ୍ବାରା ପରୀକ୍ଷାରେ ପାସ୍‌ ହାର ବୃଦ୍ଧି ପାଇବ । ୮୦ ମାର୍କରୁ ୨୦ ମାର୍କର ପ୍ରଶ୍ନ ଏମସିକ୍ୟୁ ରହିବ । ଏନେଇ ସିଏଚଏସଇ ପରୀକ୍ଷା ନିୟନ୍ତ୍ରକ ପ୍ରଶାନ୍ତ ପରିଡା ସୂଚନା ଦେଇଛନ୍ତି । 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.