ପ୍ରମୂଖ ଖବର
  • ଭୁବନେଶ୍ବର : ମିଠା ଦୋକାନୀଙ୍କୁ ଦାଦାବଟି ମାଗିଲା ଜେଲ ଫେରନ୍ତା, ଅଭିଯୁକ୍ତ ଗିରଫ
  • ||
  • ଖୋର୍ଦ୍ଧା : ପାଣିରେ ଭାସୁଛି ବ୍ୟକ୍ତିଙ୍କ ଗଳିତ ମୃତଦେହ, ପରିଚୟ ଅସ୍ପଷ୍ଟ
  • ||
  • ଆଜିଠୁ ଅନଲାଇନରେ ପଞ୍ଜୀକରଣ କରିପାରିବେ ହବିଷ୍ୟାଳି, ଶାରୀରିକ ଓ ମାନସିକ ଭାବେ ଅସୁସ୍ଥ ଥିଲେ ମିଳିବନି ଅନୁମତି
  • ||
  • ଧର୍ମଗଡ : ଅଜଣା ଗାଡ଼ି ଧକ୍କାରେ ବ୍ୟକ୍ତିଙ୍କ ମୃତ୍ୟୁ, ପରିଚୟ ଅସ୍ପଷ୍ଟ
  • ||
  • ଆନନ୍ଦପୁର : ଗଣେଶ ପୂଜା ବିସର୍ଜନ ବେଳେ ଢେଲା ମାଡକୁ ନେଇ ଉତ୍ତେଜନା ଘଟଣା, ୨ ଗିରଫ
  • ||
  • ବାସୁଦେବପୁରର ବିଭିନ୍ନ ସ୍ଥାନରେ ଅବକାରୀ ବିଭାଗର ଚଢ଼ାଉ; ବିପୁଳ ପରିମାଣର ମଦ ଜବତ, ୫ ଗିରଫ
  • ||
  • ଛତ୍ରପୁର : ରୁଟି ବ୍ୟବସାୟୀଙ୍କୁ ପଛପଟୁ ଧକ୍କା ଦେଲା ଅଜଣା ଗାଡି, ଜଣେ ଗୁରୁତର
  • ||
  • ରବିବାର ତିନିଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ମାଓ ମୁକାବିଲା ସମୀକ୍ଷା ବୈଠକରେ ହେବେ ସାମିଲ
  • ||
  • ଜଗତସିଂହପୁରରେ ମୂର୍ତ୍ତି ଚୋରୀ ରାକେଟ ସକ୍ରିୟ, ଜଣେ ଅଭିଯୁକ୍ତ ଏବଂ ତାଙ୍କ ମା ଅଟକ
  • ||
  • କୋଣାର୍କ : ମୃତଦେହକୁ ଘରକୁ ନେବାକୁ ମିଳିଲାନି ଆମ୍ୱୁଲାନ୍ସ, ଟ୍ରଲିରେ ବୁହା ହେଲା ଶବ
  • ||
  • ସୋମବାର ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହଙ୍କ ନକ୍ସଲ ମୁକାବିଲା ବୈଠକ, ଯୋଗଦେବେ ୮ ରାଜ୍ୟର ମୁଖ୍ୟମନ୍ତ୍ରୀ
  • ||
  • କଣ୍ଟାବାଞ୍ଜି : ବେଆଇନ କ୍ଲିନିକ ଖୋଲି ଚିକିତ୍ସା କରୁଥିଲେ ନକଲି ଡାକ୍ତର, ଅଭିଯୁକ୍ତ ଗିରଫ
  • ||
  • ଅକ୍ଟୋବର ହେଲାଣି ଖରା ଦିନ ଯାଉନି, ଅସ୍ୱାଭାବିକ ପାଣିପାଗରେ ସମସ୍ତେ ନାକେଦମ୍‌: ୧୪ ଯାଏଁ ବିଶେଷ ବର୍ଷା ନାହିଁ
  • ||

ନୂଆପଡ଼ାରେ କମେଣ୍ଟ ମରାକୁ ନେଇ ଗୋଷ୍ଠୀ ସଂଘର୍ଷ, ଜାଳି ଦେଲେ ତିନି ବାଇକ୍

ନୂଆପଡ଼ା, ୦୮/୦୭ : କମେଣ୍ଟ ମରାକୁ ନେଇ ଗଣ୍ଡଗୋଳ। ନୂଆପଡ଼ାରେ ଦୁଇ ପଡ଼ା ମଧ୍ୟରେ ଗୋଷ୍ଠୀ ସଂଘର୍ଷ। ଜାଳି ଦେଲେ ତିନି ବାଇକ୍। ଏହି ଘଟଣାରେ ୩ ଜଣ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ନୂଆପଡ଼ା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ସୂଚନାନୁଯାୟୀ, ସ୍ଥାନୀୟ ସହିସ ପଡ଼ାର କିଛି ଯୁବକ ତେଲି ପଡ଼ାକୁ ଆସି ଦାଦାଗିରି କରୁଥିବା ବେଳେ ପଡ଼ା ଲୋକେ ପ୍ରତିବାଦ କରିଥିଲେ। ପରେ ଉଭୟଙ୍କ ମଧ୍ୟରେ ମାରପିଟ୍ ହୋଇଥିଲା। ଯୁବକମାନେ ସହିସ ପଡ଼ାର ତିନି ବାଇକ୍ ଜାଳି ଦେଇଥିଲେ। ଏହି ଗୋଷ୍ଠି ସଙ୍ଘର୍ଷରେ ୩ ଯୁବକ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ନୂଆପଡା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। କାର୍ଯ୍ୟାନୁଷ୍ଠାନ ଦାବିରେ ତେଲିପଡ଼ାର ଶତାଧିକ ମହିଳା ଓ ପୁରୁଷ ନୂଆପଡା ଥାନା ଘେରାଉ କରିଛନ୍ତି। ଘଟଣା ସ୍ଥଳରେ ନୂଆପଡା ଏସପିଜିଆର ରାଘବେନ୍ଦ୍ର ତଦନ୍ତ କରୁଛନ୍ତି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.