ପ୍ରମୂଖ ଖବର
  • ପ୍ୟାରିସ୍‌ ଅଲିମ୍ପିିକ୍ସରେ ଭାରତକୁ ପ୍ରତିନିଧିତ୍ଵ କରିବେ ୨ ଓଡ଼ିଆ କ୍ରୀଡ଼ାବିତ୍‌, ୧୫ ଲକ୍ଷ ଟଙ୍କାର ପ୍ରୋତ୍ସାହନ ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
  • ||
  • ମଣିପୁର ଗସ୍ତରେ ଯିବେ ରାହୁଲ ଗାନ୍ଧି, ହିଂସା ପୀଡିତ ଓ ବନ୍ୟା ପୀଡ଼ିତଙ୍କ ସହ କରିବେ ଆଲୋଚନା
  • ||
  • ଦୁଇ ଦିନିଆ ଋଷ୍‌ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ, ପୁଟିନ୍‌ଙ୍କ ସହ ଦ୍ୱିପାକ୍ଷିକ ବୈଠକରେ ଆଲୋଚନା
  • ||
  • ପୁରୀ ବେଳାଭୂମିରେ ମର୍ଣ୍ଣିଂଓ୍ବାକ କଲେ ରାଷ୍ଟ୍ରପତି, ଅପରାହ୍ନରେ ଖଣ୍ଡଗିରି-ଉଦୟଗିରି କରିବେ ପରିଦର୍ଶନ
  • ||
  • ୧୪ରେ ଆଉ ଏକ ଲଘୁଚାପ ସମ୍ଭାବନା, ଆଜି କୋରାପୁଟ, ରାୟଗଡ଼ା ଓ ଗଜପତିରେ ବର୍ଷିବ
  • ||

କୋଇଲା ବେପାରକୁ ନେଇ ଗୋଷ୍ଠୀ ସଙ୍ଘର୍ଷ, ଶହେ ରାଉଣ୍ଡରୁ ଉର୍ଦ୍ଧ୍ଵ ଫାଇରିଂ

ସୁନ୍ଦରଗଡ଼, ୦୫/୦୭ : କୋଇଲା ବେପାରକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଙ୍ଘର୍ଷ। ପରସ୍ପରକୁ ଭୟଭୀତ କରାଇବାକୁ ଶହେ ରାଉଣ୍ଡରୁ ଉର୍ଦ୍ଧ୍ଵ ଫାଙ୍କା ଗୁଳି ଚାଳନା କଲେ ଉଭୟ ଗୋଷ୍ଠୀ। ସୁନ୍ଦରଗଡ଼ ହେମଗିରି ଥାନା ଗର୍ଜନ ବାହଲ ନିକଟରେ ଥିବା କୋଲ ୱସେରିକୁ ନେଇ ଏଭଳି ଘଟଣା ଘଟିଛି। ଏହି ଘଟଣାରେ ପୋଲିସ ୧୭ ଜଣଙ୍କୁ ଅଟକ ରଖି ପଚରାଉଚୁରା କରୁଛି। 

ଜଣେ ଗୁରୁତର ଆଉ କିଛି ଦୁବୃତ୍ତଙ୍କୁ ଧରିବା ପାଇଁ ପୋଲିସ ଉଦ୍ୟମ କରୁଥିବା ବେଳେ କନିକା ରେଳ ଫାଟକ ପାଖରେ ଉପରକୁ ଫାଙ୍କା ଗୁଳି କରି ଫେରାର ହୋଇଯାଇଥିଲେ। ଏସପିଙ୍କ ନେତୃତରେ ୧୫ ଜଣିଆ ଟିମ୍ ଗଠନ କରାଯାଇ ଏହି ଘଟଣାର ତଦନ୍ତ କରାଯାଉଛି। ଘଟଣା ସ୍ଥଳରେ ୫ ପ୍ଲାଟୁନ ପୋଲିସ ମୁତୟନ କରାଯାଇଛି। ସାଇଣ୍ଟିଫିକ୍ ଟିମ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛି। 


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Rath Yatra

    Copyright © 2024 - Summa Real Media Private Limited. All Rights Reserved.