ପ୍ରମୂଖ ଖବର
  • ଘାରିଛି କରୋନା ଭୟ; ୪ ହଜାର ମୁହାଁ ସଂକ୍ରମଣ, ୨୮ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଖଲ୍ଲିକୋଟ ବଡ଼ ଘାଟିରେ ଓଲଟିଲା ସିଲିଙ୍ଗ ପ୍ଲେଟ ବୋଝେଇ ଟ୍ରେଲର୍, ବ୍ରହ୍ମପୁର ଠାରୁ ଭୁବନେଶ୍ୱର ଯାତାୟାତ ବାଧାପ୍ରାପ୍ତ
  • ||
  • ମାଲକାନଗିରି : ବିଜାଘାଟିରେ ବସ୍‌ ଦୁର୍ଘଟଣା, ୧୬ ଯାତ୍ରୀ ଆହତ
  • ||
  • ପ୍ରକାଶ ପାଇଲା JEE ଆଡଭାନ୍ସ ରେଜଲ୍ଟ, ଦିଲ୍ଲୀ ଜୋନ୍‌ର ରଜିତ୍ ଗୁପ୍ତା ଆଇଆଇଟି ଟପ୍ପର
  • ||
  • ଦଳ ବିରୋଧୀ କାର୍ଯ୍ୟକଳାପ ପାଇଁ ଢେଙ୍କାନାଳର ପୂର୍ବତନ ବିଜେଡି ସଭାପତି ବିଭୁ ପ୍ରସାଦ ଦେହୁରୀ ନିଲମ୍ୱିତ
  • ||
  • ସୁନ୍ଦରଗଡ଼ : ଅଜଣା ଗାଡ଼ି ଧକ୍କାରେ ଦୁଇ ଯୁବକ ମୃତ
  • ||
  • ଭଦ୍ରକ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ;୧୨ଟି ପ୍ରକଳ୍ପ ଲୋକାର୍ପଣ,୩ଟି ପ୍ରକଳ୍ପ ଶିଳାନ୍ୟାସ କରିବେ
  • ||
  • ବାହାନଗା ଟ୍ରେନ୍‌ ଟ୍ରାଜେଡ଼ିକୁ ୨ ବର୍ଷ; କାଳ ସାଜିଥିଲା କରମଣ୍ଡଳ, ଶବର ପାହାଡ଼ରୁ ଖୋଜା ପଡ଼ିଥିଲେ ସମ୍ପର୍କୀୟ
  • ||
  • ମୟୂରଭଞ୍ଜ : ସହକାରୀ ତହସିଲଦାରଙ୍କୁ ଆକ୍ରମଣ କଲେ ବାଲି ମାଫିଆ, ଭାଙ୍ଗିଦେଲେ ଗାଡ଼ି
  • ||
  • ମୌସୁମୀ ଗାଏବ, ପୁଣି ବଢ଼ିଲା ତାତି: ୧୦ ଦିନ ଯାଏ ବର୍ଷା ସମ୍ଭାବନା ନାହିଁ, ୪ରୁ ଉପକୂଳରେ ଭୀଷଣ ଗରମ
  • ||
  • କଟକ : ଭାରସାମ୍ୟ ହରାଇ ଓଲଟିଲା ବାଲି ବୋଝେଇ ହାଇୱା, ଡ୍ରାଇଭର ଫେରାର
  • ||
  • ବଲାଙ୍ଗୀର : ଡୁଙ୍ଗୁରିପାଲି ଷ୍ଟେସନ ନିକଟରେ ଟ୍ରେନ୍‌କୁ ପଥର ମାଡ, ଜଣେ ଆହତ
  • ||

ରାସ୍ତାକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ, ୮ ଆହତ

Published By : Harapriya Sethi | May 30, 2025 11:35 AM

ଉଲୁଣ୍ଡା,୩୦/୦୫: ଘରର ରାସ୍ତାକୁ କେନ୍ଦ୍ର କରି ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ । ମାରପିଟ୍‌ରେ ଉଭୟ ପରବାରର ୮ ଜଣ ଆହତ ହୋଇଛନ୍ତି । ଆହତମାନେ ହେଲେ କରୁଣାକର ମେହେର, ଲକ୍ଷ୍ମୀଧର ମେହେର, ରାମା ମେହେର, ସବିତା ମେହେର, ସତ୍ୟ ମେହେର, ଗନଶ ମେହେର, ରମେଶ ମେହେର ଏବଂ ମଧୁ ମେହେର । ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ଥାନା ଅନ୍ତର୍ଗତ ଉଦେପଦର ଗାଁରେ ଏଭଳି ଘଟଣା ଘଟିଛି । 

ସୂଚନା ମୁତାବକ, ଉଦେପଦର ଗାଁର କରୁଣାକର ମେହେର ଏବଂ ଗଂସ ମେହେରଙ୍କ ପରିବାର ମଧ୍ୟରେ ଦୀର୍ଘ୍ ଦିନ ହେବ ଘରର ରାସ୍ତାକୁ କେନ୍ଦ୍ର କରି ବିବାଦ ଲାଗି ରହିଥିଲା । ତେବେ ଶୁକ୍ରବାର ସକାଳ ପ୍ରାୟ ୮ଟା ସମୟରେ ଘରର ରାସ୍ତାକୁ ନେଇ ଉଭୟ ପରିବାର ମଧ୍ୟରେ ମାରପିଟ୍ ହୋଇଥିଲା । ଫଳରେ ଉଭୟ ପରିବାରର ୮ଜଣ ଆହତ ହୋଇଛନ୍ତି । ଆହତମାନଙ୍କୁ ଉଲୁଣ୍ଡା ଡାକ୍ତର ଖାନାରେ ଭର୍ତ୍ତି କରାଯାଇଛି ।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.