ପ୍ରମୂଖ ଖବର
  • କୋରାପୁଟ : କାମ କରିବାକୁ ଯାଇ ନିଖୋଜ ହେଲେ ସ୍ୱାମୀ; ଖୋଜିଖୋଜି ଆତ୍ମହରା ହେଲେ ସ୍ତ୍ରୀ, ମାସେ ପରେ କରିଲେ ଅଭିଯୋଗ
  • ||
  • ବାଲିପାଟଣା : ନଦୀରେ ଭାସୁଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ସାଲେପୁର : ଝରକା ତାଡ଼ି ୩ ଘରୁ ଚୋରି, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଗଞ୍ଜାମ : ୧୧କେଭି ତାର ଲାଗି ଜଣେ ମୃତ, ଜଣେ ଗୁରୁତର
  • ||
  • ବାଲେଶ୍ଵର : ବାଇକ୍‌କୁ ଧକ୍କା ଦେଲା ମାଲବାହୀ ଟ୍ରକ୍; ଜଣେ ମୃତ,୨ ଗୁରୁତର
  • ||
  • ସୁନ୍ଦରଗଡ଼ : ପୂଜା ଦେଖିବାକୁ ଆସିଥିବା ବେଳେ ଯୁବତୀଙ୍କୁ ଗଣଦୁଷ୍କର୍ମ, ୩ ଅଟକ
  • ||
  • ଉଦଳା : ସରକାରୀ ଡାକ୍ତରଖାନାରେ ସ୍ୱାସ୍ଥ୍ୟସେବା ବିପର୍ଯ୍ୟସ୍ତ , ଚିକିତ୍ସା ଅଭାବରୁ ଚାଲିଗଲା ଶିଶୁକନ୍ୟାର ଜୀବନ
  • ||
  • ଯାଜପୁର : ଖରସ୍ରୋତା ବ୍ରିଜ୍‌ ଉପରୁ ନଦୀକୁ ଡେଇଁଲେ ମହିଳା, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ବ୍ରହ୍ମପୁର : ନକଲି ଗୁଟଖା କମ୍ପାନିରେ ଚଢାଉ; ନକଲି ଗୁଟଖା, ଗୁଟଖା ସାମଗ୍ରୀ ଏବଂ ମେସିନ ଠାବ
  • ||
  • ଦିଗପହଣ୍ଡି : ବାର୍ଦ୍ଧକ୍ୟ ଭତ୍ତା ଆଣିବାକୁ ଯାଇ କେନାଲରେ ଭାସିଗଲେ ବୃଦ୍ଧା,୧୦ ଘଣ୍ଟା ପରେ ମୃତଦେହ ଉଦ୍ଧାର
  • ||
  • ଆସ୍କା : ଟ୍ରକ୍‌କୁ ପିଟିଲା ପିକଅପ୍‌ ଭ୍ୟାନ୍‌, ୨ ମୃତ
  • ||
  • ଗୁରୁବାରଠୁ ଭାରତ- ବାଂଲାଦେଶ ପ୍ରଥମ ଟେଷ୍ଟ: ଚିପକ୍‌ରେ ରାଜୁତି କରିବେ ସ୍ପିନର୍‌, ଫେରିବେ ପନ୍ତ ଏବଂ ରାହୁଲ
  • ||
  • ମୋହନାରେ ଟ୍ରକ୍‌-ବାଇକ୍‌ ଧକ୍କା, ୨ ବାଇକ୍‌ ଆରୋହୀ ମୃତ
  • ||
  • ଭୁବନେଶ୍ୱର : ରାଜଧାନୀରେ ବୋମା ମାଡ଼; ସିସିଟିଭିରେ କଏଦ ହେଲା ଦୃଶ୍ୟ, ଦୁର୍ବୃତ୍ତଙ୍କୁ ଖୋଜୁଛି ପୋଲିସ
  • ||
  • ପୁରୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ୧୦୦ ଦିନର ସଫଳତା ସମାବେଶ ଓ ପ୍ରଦର୍ଶନୀରେ ଯୋଗଦେବେ
  • ||
  • ୨୨ରୁ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା, ଆହୁରି ବିଗିଡ଼ିପାରେ ବାଲେଶ୍ୱର, ମୟୂରଭଞ୍ଜ ସ୍ଥିତି
  • ||

ବିଶ୍ୱଭୂଷଣଙ୍କୁ ହସ୍ପିଟାଲ୍‌ରେ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଆଶୁ ଆରୋଗ୍ୟ କାମନା କଲେ; ପୁଅ ପୃଥ୍ୱୀରାଜଙ୍କ ସହ କଥା ହେଲେ ନବୀନ

ଭୁବନେଶ୍ୱର, ୧୮।୯: ଆନ୍ଧ୍ରପ୍ରଦେଶ ଓ ଛତିଶଗଡ଼ର ପୂର୍ବତନ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ଅସୁସ୍ଥତା କାରଣରୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅଛନ୍ତି । ମଙ୍ଗଳବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ହସ୍ପିଟାଲରେ ଶ୍ରୀ ହରିଚନ୍ଦନଙ୍କୁ ଭେଟି ତାଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି । 

ଅନ୍ୟପଟେ ମୁଖ୍ୟମନ୍ତ୍ରୀ ଶ୍ରୀ ହରିଚନ୍ଦନଙ୍କୁ ଚିକିତ୍ସା କରୁଥିବା ଡାକ୍ତରଙ୍କ ସହ ତାଙ୍କ ସ୍ୱାସ୍ଥ୍ୟ ସମ୍ପର୍କରେ ଆଲୋଚନା କରିଥିଲେ । ଶୀଘ୍ର ଆରୋଗ୍ୟ ଲାଭ କରିବେ ସେଥିପାଇଁ ଧ୍ୟାନ ଦେବାକୁ ଡାକ୍ତରଙ୍କୁ ପରାମର୍ଶ ଦେଇଥିଲେ । ଏହି ସମୟରେ ଶ୍ରୀ ହରିଚନ୍ଦନଙ୍କ ପୁଅ ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଉପସ୍ଥିତ ଥିଲେ । ସେହିପରି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶ୍ରୀ ହରିଚନ୍ଦନଙ୍କ ପୁଅ ପୃଥ୍ୱୀରାଜ ହରିଚନ୍ଦନଙ୍କୁ ଫୋନ୍‌ କରି ବାପାଙ୍କ ସ୍ୱାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିବା ସହ ଆଶୁ ଆରୋଗ୍ୟ କାମନା କରିଛନ୍ତି । 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.