ପ୍ରମୂଖ ଖବର
  • ବାଙ୍ଗିରିପୋଷି : ବାତ୍ୟା ପ୍ରଭାବରେ ଫୁଲୁଛି ନଈ ଏବଂ ନାଳ, ଆକର୍ଷଣର କେନ୍ଦ୍ର ବିନ୍ଦୁ ପାଲଟିଛି ପର୍ଯ୍ୟଟନସ୍ଥଳୀ 'ବ୍ରାହ୍ମଣକୁଣ୍ଡ'
  • ||
  • ମାଲକାନଗିରି : ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ସ୍ୱାଭିମାନ ଅଞ୍ଚଳରେ ଚଢାଉ, ଜଙ୍ଗଲରୁ ଏକ କୁଇଣ୍ଟାଲ ୬୦କେଜି ଗଞ୍ଜେଇ ଜବତ
  • ||
  • ବଢୁଛି ବୁଢାବଳଙ୍ଗ ନଦୀ; ସୃଷ୍ଟି ହେଲା ବନ୍ୟା ସ୍ଥିତି, ଲୋକଙ୍କ ଘରେ ପଶିଲା ବନ୍ୟାଜଳ
  • ||
  • ରାଉରକେଲା : ଜେଲ୍‌ରେ ବିଚାରଧୀନ କଏଦୀଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ କଲେ ପରିବାର ଲୋକେ
  • ||
  • ଭୁବନେଶ୍ୱର ବିମାନବନ୍ଦର ନିକଟରେ ବୁଲୁଛି କଳରାପତରିଆ, ବାଘକୁ ଧରିବାକୁ ପହଞ୍ଚିଲେ ବନବିଭାଗ ଟିମ୍
  • ||
  • ପାଟଣାରେ ବଢୁଛି ବୈତରଣୀ ନଦୀର ଜଳସ୍ତର, ଘଣ୍ଟାପ୍ରତି ବଢୁଛି ୫ ସେଣ୍ଟିମିଟର
  • ||
  • ନୟାଗଡ଼ : ବାଣ ତିଆରି ବେଳେ ଅଘଟଣ, ବିସ୍ଫୋରଣରେ ଜଣେ ଗୁରୁତର
  • ||
  • ସମ୍ୱଲପୁର : ପୋଲିସକୁ ଖୋଲା ଚ୍ୟାଲେଞ୍ଜ୍... ଚୋରି ପୂର୍ବରୁ ରିଲ୍ସ କରି ଛାଡ଼ିଲେ ଚୋର, ପୋଲିସ କହୁଛି ଚୋରି ହୋଇନି
  • ||
  • ତେହରାନ୍‌ର ସୈନ୍ୟ ଶିବିର ଉପରେ ରାତିଅଧିଆ ଆକ୍ରମଣ କଲା ଆଇଡିଏଫ୍‌; ଇସ୍ରାଏଲ କହିଲା 'ଆମେ ଜବାବ ଦେଲୁ'
  • ||
  • ଆଜି ବାତ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ପ୍ରଭାବିତ ଜିଲ୍ଲାରେ ଆକାଶ ମାର୍ଗରୁ ପରିଦର୍ଶନ କରିବେ
  • ||
  • ଭୁବନେଶ୍ୱର: ଅବପାତର ରୂପ ନେଲା 'ଦାନା', ପ୍ରବଳ ବର୍ଷା ପାଇଁ ଏହି ସବୁ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ
  • ||
  • ବାରିପଦାରୁ ୧୫ କେଜି ସୁନା ଜବତ ,ସୁନା ଅଳଙ୍କାର ଜବତ କଲା ଜିଏସ୍‌ଟି ଟିମ୍, ସିଟି ଜିଏସ୍‌ଟି କମିଶନରଙ୍କ ସୂଚନା
  • ||
  • ଭଦ୍ରକ : ବାତ୍ୟା ପରେ ଦୁଃଖ ବଢାଇଲା ବନ୍ୟା, ଘରେ ଘରେ ପଶିଲା ଡ୍ରେନ୍‌ ପାଣି
  • ||
  • ବାଲେଶ୍ଵର : ସୋନନଦୀରେ ଆସିଲା ବନ୍ୟାପାଣି, ଉପକୂଳ ଅଞ୍ଚଳବାସୀ ପ୍ରଭାବିତ
  • ||

ଶନିବାର ବାତ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ପ୍ରଭାବିତ ଜିଲ୍ଲାରେ ଆକାଶ ମାର୍ଗରୁ କରିବେ ପରିଦର୍ଶନ

ଭୁବନେଶ୍ୱର ୨୬/୧୦: ଆଜି ଆକାଶମାର୍ଗରୁ କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ସ୍ଥିତି ଅନୁଧାନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବାତ୍ୟା ଯୋଗୁ ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ବାଲେଶ୍ୱର, ମୟୂରଭଞ୍ଜ, ପୁରୀ ଓ କଟକ ଜିଲ୍ଲା ପ୍ରଭାବିତ ହୋଇଛି ।

ସେହିପରି ପୂର୍ବରୁ ମୁଖ୍ୟମନ୍ତ୍ରୀ ବାତ୍ୟା ସମୀକ୍ଷା କରି କହିଥିଲେ, ବାତ୍ୟା ଓ ବର୍ଷା ଯୋଗୁ ୧ ଲକ୍ଷ ୭୫ ହଜାର ଫସଲ କ୍ଷୟକ୍ଷତି ହୋଇଥିବା ପ୍ରାଥମିକ ଆକଳନ  କରାଯାଇଛି । ରିପୋର୍ଟ ମିଳିବା ପରେ କ୍ଷତିପୂରଣ ପ୍ରଦାନ ନେଇ ବ୍ୟବସ୍ଥା କରାଯିବ । ଘର ଭଙ୍ଗା ସହାୟତା ନେଇ ବି ରିପୋର୍ଟ ଆସିଲେ ପଦକ୍ଷେପ ନିଆଯିବ । ୭ ଦିନ ଭିତରେ ବାତ୍ୟା କ୍ଷୟକ୍ଷତି ଆକଳନ କରି ଖୁବଶୀଘ୍ର କ୍ଷୟକ୍ଷତି ସହାୟତା ରାଶି ଦିଆଯିବ। ଶୁକ୍ରବାର ବର୍ଷା, ପବନ ଓ ଅନ୍ଧାର ବିଦ୍ୟୁତ ମରାମତି କାର୍ଯ୍ୟରେ ବାଧା ହୋଇଥିଲା । ଶନିବାର ଅପରାହ୍ନ ସୁଦ୍ଧା ଶତ ପ୍ରତିଶତ ବିଦ୍ୟୁତ ପୁନରୁଦ୍ଧାର କାର୍ଯ୍ୟ ଶେଷ ହେବ ।

  • PrameyaOdia
  • prameya
  • Cyclone Dana
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.