ପ୍ରମୂଖ ଖବର
  • ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ସୂର୍ଯ୍ୟମନ୍ଦିର, ନିର୍ଦ୍ଦେଶ ଦେଲେ ଜିଲ୍ଲାପାଳ
  • ||
  • ବ୍ରହ୍ମପୁର : ଏମ୍‌କେସିଜି ମେଡିକାଲ କଲେଜରେ ରାଗିଂ ଅଭିଯୋଗ, ଘଟଣାର ତଦନ୍ତ ପାଇଁ ନିର୍ଦ୍ଦେଶ ଦେଲେ ଡିନ୍‌
  • ||
  • ଝାରପଡ଼ା ଜେଲ୍‌ରେ ଗଣ୍ଡଗୋଳ; ବାଜିଲା ଆଲାରାମ୍‌, ଘଟଣାର ତଦନ୍ତ ପାଇଁ ଜେଲ୍‌ ଡିଜିଙ୍କ ନିର୍ଦ୍ଦେଶ
  • ||
  • ଝାରସୁଗୁଡା : ରେଳଡବାରୁ ମିଳିଲା ମହିଳାଙ୍କ ମୃତଦେହ, ପରିଚୟ ଅସ୍ପଷ୍ଟ
  • ||
  • କେନ୍ଦ୍ରାପଡା : ବାତ୍ୟା ସମ୍ପର୍କରେ ପ୍ରତିକ୍ରିୟା ରଖିଲେ ଉପମୁଖ୍ୟମନ୍ତ୍ରୀ, କହିଲେ ଆକଳନ ହେବ ଚାଷର କ୍ଷୟକ୍ଷତି
  • ||
  • ପୁରୀ: ଲଜ୍‌ରେ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ, ରେଜିଷ୍ଟର୍‌ ନେଇଗଲା ପୁଲିସ
  • ||
  • ବାଲେଶ୍ୱରରେ ବାତ୍ୟା ପ୍ରଭାବ; ଘର ଉପରେ ଭାଙ୍ଗିଲା ନଡ଼ିଆ ଗଛ, ଜଣେ ଗୁରୁତର
  • ||
  • ଭୁବନେଶ୍ୱର: ୨୮ ରେ ହେବାକୁ ଥିବା ମୁଖ୍ୟମନ୍ତ୍ରୀଙ୍କ ଜନଶୁଣାଣି ସ୍ଥଗିତ
  • ||
  • ଭଦ୍ରକ : ତାଣ୍ଡବ ରଚିଲା ବାତ୍ୟା 'ଦାନା', ୧୬ ନମ୍ୱର ଜାତୀୟ ରାଜପଥରେ ଯାତାୟତ ବାଧାପ୍ରାପ୍ତ
  • ||
  • ଦୁଇ ନାବାଳିକା ଛାତ୍ରୀଙ୍କୁ ଦୁଷ୍କର୍ମ, ଭୁବନେଶ୍ୱରରୁ ଅପହରଣ କରି ଭଞ୍ଜନଗର ନେଇଥିଲେ :୨ ଅଭିଯୁକ୍ତ ଗିରଫ, କାର୍‌ ଜବତ
  • ||
  • ରାତି ଅଧରେ ପଶିଲା ‘ଦାନା’, ଆଜି ରାତି ସାଢ଼େ ୧୧ଟା ଯାଏ ବାତ୍ୟା ପ୍ରକୋପ: ହାଟଡିହି, ତେଲକୋଇ ଦେଇ ଯିବ
  • ||
  • ଭଦ୍ରକରେ ମଧ୍ୟ ରାତ୍ରିରେ କରାଳ ରୂପ ଦେଖାଇଲା ‘ଦାନା’, ଭୟଭୀତ ଅବସ୍ଥାରେ ଲୋକେ
  • ||
  • ବାଲେଶ୍ୱରରେ ବାତ୍ୟାର ପ୍ରଭାବ, ଲ୍ୟାଣ୍ଡଫଲ୍‌ ପରେ ସମୁଦ୍ରରେ ଉଚ୍ଚ ଜୁଆର ସହ ଲାଗି ରହିଛି ବର୍ଷା
  • ||
  • ନଭେମ୍ବର ୫ରେ ଘୂର୍ଣ୍ଣିବଳୟ ସମ୍ଭାବନା: ଆଜି ପ୍ରବଳ ବର୍ଷା ଆଶଙ୍କା,୯ ଜିଲ୍ଲାରେ ରେଡ୍‌ ଆଲର୍ଟ, ୨୭ରୁ ପାଗ ଫିଟିବ
  • ||

ବାତ୍ୟା ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ଦିନ ୧ଟା ସୁଦ୍ଧା ରାସ୍ତା ସଫା କର

ଭୁବନେଶ୍ଵର, ୨୫/୧୦ : ଏସଆରସିଙ୍କ କାର୍ଯ୍ୟାଳୟରେ ବାତ୍ୟା ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବାତ୍ୟା ଦାନା ଭିତରକନିକା-ଧାମରା ମଧ୍ୟରେ ଲ୍ୟାଣ୍ଡଫଲ୍ କରି ସାରିଛି। ବାତ୍ୟା କ୍ଷୟକ୍ଷତି ଆକଳନ ପାଇଁ ସମ୍ପୃକ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ମନ୍ତ୍ରୀ ଏବଂ ବରିଷ୍ଠ ଅଧିକାରୀମାନେ ମଧ୍ୟ ଘଟଣାସ୍ଥଳରେ ଯାଇ କ୍ଷୟକ୍ଷତି ଆକଳନ କରୁଛନ୍ତି। ଜିରୋ କାଜୁଆଲିଟି ଲକ୍ଷ୍ୟ ସଫଳ ହୋଇଛି। ପ୍ରଶାସନିକ ତତ୍ପରତା ଏବଂ ଉପଯୁକ୍ତ ପଦକ୍ଷେପ ଯୋଗୁଁ ବାତ୍ୟାର ସଫଳ ମୁକାବିଲା କରାଯାଇଛି। 

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, କିଛି ସ୍ଥାନରେ ଗଛ ପଡି ରାସ୍ତା ଅବରୋଧ ହୋଇଛି ଏବଂ ବିଜୁଳି ବ୍ୟାଘାତ ସୃଷ୍ଟି ହୋଇଛି। ଦିନ ୧ଟା ସୁଦ୍ଧା ରାସ୍ତା ସଫା କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ସେହିଭଳି ସନ୍ଧ୍ୟା ୬ଟା ସୁଦ୍ଧା ବିଦ୍ୟୁତସେବା ସ୍ଵାଭାବିକ କରିବାକୁ କୁହାଯାଇଛି। ବାତ୍ୟାରେ କେହି ମୃତାହତ ହୋଇନାହାନ୍ତି। ୯ଟା ପରଠାରୁ ବିମାନସେବା ସ୍ଵାଭାବିକ ହୋଇଛି। ବାତ୍ୟାର ସଫଳ ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ସବୁ ବିଭାଗକୁ ପ୍ରଶଂସା କରିଛନ୍ତି। ତୁରନ୍ତ କ୍ଷୟକ୍ଷତି ଆକଳନ ପାଇଁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।  

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.