ପ୍ରମୂଖ ଖବର
  • ବଲାଙ୍ଗୀର : ଗ୍ୟାସ ସିଲିଣ୍ଡର ଚୋରି ଗ୍ୟାଙ୍ଗକୁ ଧରିଲା ପୋଲିସ; ୫ ଗିରଫ,୧୩୩ରୁ ଉର୍ଦ୍ଧ୍ୱ ଗ୍ୟାସ୍‌ ସିଲିଣ୍ଡର ଜବତ
  • ||
  • ଗୁଣପୁର : ବାଇକ୍‌ ଚୋରଙ୍କୁ ଧରିଲା ପୋଲିସ; ୫ ଗିରଫ, ୮ ବାଇକ୍‌ ଜବତ
  • ||
  • ଖଲ୍ଲିକୋଟ : ପୋଖରୀରେ ବୁଡ଼ି ବ୍ୟକ୍ତି ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଚନ୍ଦାହାଣ୍ଡି : ସାପ କାମୁଡାରେ ୯ ବର୍ଷର ଝିଅ ମୃତ, ସରକାରୀ ସହାୟତା ପାଇଁ ଗ୍ରାମବାସୀଙ୍କ ଦାବି
  • ||
  • ବ୍ରହ୍ମପୁର : ଗାଡ଼ି ବ୍ୟାଟେରୀ ଚୋରଙ୍କ ପାର୍ଦ୍ଦାଫାଶ; ୫ଲୁଟେରା ଗିରଫ, ୭ ବ୍ୟାଟେରୀ ଜବତ
  • ||
  • ନବରଙ୍ଗପୁର : ସ୍କୁଲ ପଛ ବୁଦା ମୂଳରୁ ଛାତ୍ରୀଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର, ଦୁଷ୍କର୍ମ ପରେ ହତ୍ୟା ସନ୍ଦେହ
  • ||
  • ଭରତପୁର ଥାନାରେ ମେଜରଙ୍କୁ ମାଡ଼ ଘଟଣା : ୫ ପୋଲିସ ଅଫିସର ନିଲମ୍ଵିତ
  • ||
  • ଅସ୍ତରଙ୍ଗରେ ପାଗଳ ବିଲୁଆର ଆତଙ୍କ, ୧୦ରୁ ଉର୍ଦ୍ଧ୍ୱ ଆହତ
  • ||
  • ବଣାଇ : ଉତ୍ପାତ ହେଉଥିଲା ଦନ୍ତା, ତୋଡ଼ା ଫରେଷ୍ଟରେ ଚାଲିଛି ଟ୍ରାଙ୍କୁଲାଇଜ୍
  • ||
  • ନବରଙ୍ଗପୁରରେ ବେଆଇନ ଗୋରୁ ଚାଲାଣ, ୫୦ରୁ ଉର୍ଦ୍ଧ୍ୱ ଗୋରୁ ଉଦ୍ଧାର
  • ||
  • ଭୋଗରାଇ : ଫୁଲୁଛି ସୁବର୍ଣ୍ଣରେଖା ନଦୀ, ବିପଦ ସଙ୍କେତ ଟପି ବନ୍ୟାଜଳ ପ୍ରବାହିତ
  • ||

ମା’ ସମଲେଇଙ୍କ ଦର୍ଶନ କଲେ ମୋହନ ମାଝୀ, ପିଏମ କିଷାନ ସ୍ୱତନ୍ତ୍ର ଅଭିଯାନ କାର୍ଯ୍ୟକ୍ରମରେ ହେବେ ସାମିଲ

ସମ୍ୱଲପୁର, ୮।୯: ସମ୍ୱଲପୁରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପବିତ୍ର ନୂଆଖାଇ ଅବସରରେ ସିଏମ କିଷାନ ସହାୟତା କାର୍ଯ୍ୟକ୍ରମ ଏବଂ ପିଏମ କିଷାନ ସ୍ୱତନ୍ତ୍ର ଅଭିଯାନ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମ୍ବଲପୁରରେ ପହଞ୍ଚିଛନ୍ତି । ପ୍ରଥମେ ଚାଷୀକୂଳର ସମୃଦ୍ଧି ଏବଂ ଓଡ଼ିଶାବାସୀଙ୍କ କଲ୍ୟାଣ ପାଇଁ ମା’ ସମଲେଇଙ୍କ ଦର୍ଶନ କରି ମା’ଙ୍କ ଆଶିର୍ବାଦ ନେଇଛନ୍ତି । ଅପରାହ୍ନ ୪.୩୦ରେ ଗଙ୍ଗାଧର ମେହେର ବିଶ୍ଵବିଦ୍ୟାଳୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଯୋଗଦେଇ ଏହି ଯୋଜନାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ । 

 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.