ପ୍ରମୂଖ ଖବର
  • ବାଙ୍ଗିରିପୋଷି : ବାତ୍ୟା ପ୍ରଭାବରେ ଫୁଲୁଛି ନଈ ଏବଂ ନାଳ, ଆକର୍ଷଣର କେନ୍ଦ୍ର ବିନ୍ଦୁ ପାଲଟିଛି ପର୍ଯ୍ୟଟନସ୍ଥଳୀ 'ବ୍ରାହ୍ମଣକୁଣ୍ଡ'
  • ||
  • ମାଲକାନଗିରି : ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ସ୍ୱାଭିମାନ ଅଞ୍ଚଳରେ ଚଢାଉ, ଜଙ୍ଗଲରୁ ଏକ କୁଇଣ୍ଟାଲ ୬୦କେଜି ଗଞ୍ଜେଇ ଜବତ
  • ||
  • ବଢୁଛି ବୁଢାବଳଙ୍ଗ ନଦୀ; ସୃଷ୍ଟି ହେଲା ବନ୍ୟା ସ୍ଥିତି, ଲୋକଙ୍କ ଘରେ ପଶିଲା ବନ୍ୟାଜଳ
  • ||
  • ରାଉରକେଲା : ଜେଲ୍‌ରେ ବିଚାରଧୀନ କଏଦୀଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ କଲେ ପରିବାର ଲୋକେ
  • ||
  • ଭୁବନେଶ୍ୱର ବିମାନବନ୍ଦର ନିକଟରେ ବୁଲୁଛି କଳରାପତରିଆ, ବାଘକୁ ଧରିବାକୁ ପହଞ୍ଚିଲେ ବନବିଭାଗ ଟିମ୍
  • ||
  • ପାଟଣାରେ ବଢୁଛି ବୈତରଣୀ ନଦୀର ଜଳସ୍ତର, ଘଣ୍ଟାପ୍ରତି ବଢୁଛି ୫ ସେଣ୍ଟିମିଟର
  • ||
  • ନୟାଗଡ଼ : ବାଣ ତିଆରି ବେଳେ ଅଘଟଣ, ବିସ୍ଫୋରଣରେ ଜଣେ ଗୁରୁତର
  • ||
  • ସମ୍ୱଲପୁର : ପୋଲିସକୁ ଖୋଲା ଚ୍ୟାଲେଞ୍ଜ୍... ଚୋରି ପୂର୍ବରୁ ରିଲ୍ସ କରି ଛାଡ଼ିଲେ ଚୋର, ପୋଲିସ କହୁଛି ଚୋରି ହୋଇନି
  • ||
  • ତେହରାନ୍‌ର ସୈନ୍ୟ ଶିବିର ଉପରେ ରାତିଅଧିଆ ଆକ୍ରମଣ କଲା ଆଇଡିଏଫ୍‌; ଇସ୍ରାଏଲ କହିଲା 'ଆମେ ଜବାବ ଦେଲୁ'
  • ||
  • ଆଜି ବାତ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ପ୍ରଭାବିତ ଜିଲ୍ଲାରେ ଆକାଶ ମାର୍ଗରୁ ପରିଦର୍ଶନ କରିବେ
  • ||
  • ଭୁବନେଶ୍ୱର: ଅବପାତର ରୂପ ନେଲା 'ଦାନା', ପ୍ରବଳ ବର୍ଷା ପାଇଁ ଏହି ସବୁ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ
  • ||
  • ବାରିପଦାରୁ ୧୫ କେଜି ସୁନା ଜବତ ,ସୁନା ଅଳଙ୍କାର ଜବତ କଲା ଜିଏସ୍‌ଟି ଟିମ୍, ସିଟି ଜିଏସ୍‌ଟି କମିଶନରଙ୍କ ସୂଚନା
  • ||
  • ଭଦ୍ରକ : ବାତ୍ୟା ପରେ ଦୁଃଖ ବଢାଇଲା ବନ୍ୟା, ଘରେ ଘରେ ପଶିଲା ଡ୍ରେନ୍‌ ପାଣି
  • ||
  • ବାଲେଶ୍ଵର : ସୋନନଦୀରେ ଆସିଲା ବନ୍ୟାପାଣି, ଉପକୂଳ ଅଞ୍ଚଳବାସୀ ପ୍ରଭାବିତ
  • ||

ପାଗ ଅନୁକୂଳ ନଥିବାରୁ ମୁଖ୍ୟମନ୍ତ୍ରୀଙ୍କ ଏରିୟାଲ୍ ସର୍ଭେ ସ୍ଥଗିତ, ଏସଆରସିଙ୍କ କାର୍ଯ୍ୟାଳୟରେ କରିବେ ସମୀକ୍ଷା

ଭୁବନେଶ୍ଵର, ୨୬/୧୦ : ମୁଖ୍ୟମନ୍ତ୍ରୀଙ୍କ ଏରିୟାଲ୍ ସର୍ଭେ କାର୍ଯ୍ୟକ୍ରମ ସ୍ଥଗିତ। ପାଗ ଅନୁକୂଳ ନଥିବାରୁ ମୁଖ୍ୟମନ୍ତ୍ରୀଙ୍କ ବାତ୍ୟା ପ୍ରଭାବିତ ଜିଲ୍ଲା ଗସ୍ତ ସ୍ଥଗିତ ହୋଇଛି। ହେଲିକପଟର ଯୋଗେ ବାତ୍ୟା ପ୍ରଭାବିତ ଜିଲ୍ଲା ଗସ୍ତ କାର୍ଯ୍ୟକ୍ରମ ସ୍ଥଗିତ ହୋଇଛି। ଏସଆରସିଙ୍କ କାର୍ଯ୍ୟାଳୟରେ ବାତ୍ୟା ପରବର୍ତ୍ତୀ ସ୍ଥିତି ନେଇ ମୁଖ୍ୟମନ୍ତ୍ରୀ ସମୀକ୍ଷା କରିବେ। 

ପ୍ରକାଶ ଥାଉକି, ମୁଖ୍ୟମନ୍ତ୍ରୀ ଆଜି ଆକାଶମାର୍ଗରୁ କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ସ୍ଥିତି ଅନୁଧାନ କରିଥାନ୍ତେ। ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ବାଲେଶ୍ୱର, ମୟୂରଭଞ୍ଜ, ପୁରୀ ଓ କଟକ ଜିଲ୍ଲାରେ ଏରିୟାଲ୍ ସର୍ଭେ କରିଥାନ୍ତେ। ହେଲେ ପାଗ ଅନୁକୂଳ ନଥିବାରୁ କାର୍ଯ୍ୟକ୍ରମ ସ୍ଥଗିତ କରାଯାଇଛି। 


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.