ପ୍ରମୂଖ ଖବର
  • ଗାଁ ନିକଟରେ ବୁଲୁଛନ୍ତି ଗୋଠଛଡ଼ା ମା’-ଛୁଆ ହାତୀ, ଭୟଭୀତ ଲୋକେ
  • ||
  • ଝିଅ ବାହାଘର ପାଇଁ ଜମି ବିକ୍ର କରି ରଖିଥିଲେ ଟଙ୍କା ଏବଂ ସୁନା, କଳାକନା ବୁଲାଇଦେଲେ ଦୁର୍ବୃତ୍ତ
  • ||
  • ବ୍ଲାକ୍‌ମେଲ୍‌ ଓ ସେକ୍ସଟର୍ସନ୍‌ର ଶିକାର ମହିଳା ଡାକ୍ତରଙ୍କ ଆତ୍ମହତ୍ୟା ମାମଲା, ୫ ଦିନିଆ ରିମାଣ୍ଡରେ ନାଇଜେରୀୟ ଠକ
  • ||
  • ବିଧାନସଭା ବଜେଟ ଅଧିବେଶ, ଗିନି ଘଣ୍ଟମାଡ଼ ଧୋଇଗଲା ପ୍ରଶ୍ନକାଳ, ଦିନ ସାଢ଼େ ୧୧ଟା ଯାଏ ଗୃହ ମୁଲତବୀ
  • ||
  • ଆଇପିଏଲ୍ ୨୦୨୫: ଆଜି ଗୁଜରାଟ ଟାଇଟନ୍ସ-ପଞ୍ଜାବ କିଙ୍ଗ୍‌ସ ଲଢ଼େଇ, ଫୋକସ୍‌ରେ ପଣ୍ଟିଂ-ଆୟର ଯୋଡ଼ି
  • ||
  • ଜଟଣୀ ପୌରପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ଘରେ ଟଙ୍କାର ପାହାଡ଼, ଫ୍ଲାଟରୁ ନଗଦ ୧୭ ଲକ୍ଷ ଠାବ
  • ||
  • ବିଧାନସଭାରେ ଅଚଳାବସ୍ଥା ଜାରି, ଶାସକ-ବିରୋଧୀଙ୍କ ଜିଦ ଯୋଗୁଁ ଚାଲିପାରୁନି ଗୃହ
  • ||
  • ନନ୍ଦନକାନନ ଅସ୍ଥାୟୀ କର୍ମଚାରୀଙ୍କ ଧାରଣା, ସ୍ଥାୟୀ ନିଯୁକ୍ତି ଦାବିରେ ଶାନ୍ତିପୂର୍ଣ୍ଣ ଆନ୍ଦୋଳନ
  • ||
  • ରାଜ୍ୟରେ ବଦଳିବ ପାଗର ମିଜାଜ୍, ଉପରମୁହାଁ ​‌ହେବ ପାରଦ: ୩ ଦିନରେ ୫ ଡିଗ୍ରୀ ବଢ଼ିବ ତାତି
  • ||

ଓଏସଏସସି ପରୀକ୍ଷାରେ ପ୍ରଶ୍ନପତ୍ର ଲିକ୍ ନେଇ ଅଭିଯୋଗ

Published By : Prameya | March 23, 2025 6:00 PM

ବ୍ରହ୍ମପୁର ,୨୩/୩ : ଓଏସଏସସି ପରୀକ୍ଷାରେ ପ୍ରଶ୍ନପତ୍ର ଟାମ୍ପରିଂ ନେଇ ଅଭିଯୋଗ । ବ୍ରହ୍ମପୁର ସିଟି ହାଇସ୍କୁଲ ପରୀକ୍ଷା କେନ୍ଦ୍ରରେ ଆଜି ହାଇସ୍କୁଲ ଶିକ୍ଷକ ନିଯୁକ୍ତି ପାଇଁ ପରୀକ୍ଷା ହୋଇଥିଲା । ପରୀକ୍ଷାର ନିର୍ଦ୍ଦିଷ୍ଟ ସମୟ ପୂର୍ବରୁ ପ୍ରଶ୍ନପତ୍ର ପ୍ୟାକେଟ ଖୋଲାଯାଇଥିବା ନେଇ ଜଣେ ପରୀକ୍ଷାର୍ଥୀ ଅଭିଯୋଗ କରିଛନ୍ତି । 

ଏ ନେଇ ପରୀକ୍ଷା କେନ୍ଦ୍ରର ପରୀକ୍ଷକ, ସଂଯୋଜକଙ୍କୁ ଜଣାଇଥିବା କହିଛନ୍ତି ଅଭିଯୋଗକାରୀ ପରୀକ୍ଷାର୍ଥୀ । ଜିଲ୍ଲାପାଳଙ୍କୁ ମଧ୍ୟ ଏ ସମ୍ପର୍କରେ ଫୋନ କରି ଜଣାଇଥିବା ପରୀକ୍ଷର୍ଥୀ ଅନ୍ତର୍ଯ୍ୟାମୀ ପାତ୍ର କହିଛନ୍ତି । ଏହାର ତଦନ୍ତ କରିଲେ ସତ୍ୟାସତ୍ୟ ଜଣାପଡ଼ିବ । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.