ପ୍ରମୂଖ ଖବର
  • ୩୦୦୦ ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ ବ୍ରାଞ୍ଚ୍‌ ଇନଚାର୍ଜ୍‌, ଏକକାଳୀନ ୨ଟି ସ୍ଥାନରେ ଭିଜିଲାନ୍ସ ଚଢାଉ
  • ||
  • ଆଠଗଡ଼ : ସ୍ତ୍ରୀ ଆଗରେ ସ୍ୱାମୀକୁ ପିଟି ପିଟି ହତ୍ୟା ଘଟଣା: ୧୦ ଦିନ ପରେ ମୁଖ୍ୟ ଅଭିଯୁକ୍ତ ଗିରଫ
  • ||
  • ଦେବଗଡ଼: ସ୍ତ୍ରୀକୁ ପିଟିପିଟି ହତ୍ୟା କଲା ନୃଶଂସ ସ୍ଵାମୀ, ଅଭିଯୁକ୍ତ ଫେରାର୍
  • ||
  • କେନ୍ଦୁଝର : ୧୦୦ ଫୁଟ ତଳକୁ ଖସିଲା ପାଣି ଟ୍ୟାଙ୍କର୍‌, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର
  • ||
  • ଆସିବ ଚଳିତ ବର୍ଷର ବିଏମ୍‌ସି ବଜେଟ୍, ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପ ନେଇ ହେବ ଆଲୋଚନା
  • ||
  • ଚାମ୍ପିଅନ୍ସ ଟ୍ରଫି ୨୦୨୫: ଆଜି ଆଫଗାନିସ୍ତାନ-ଅଷ୍ଟ୍ରେଲିଆ ଲଢ଼େଇ, ଜିତିଲେ ସେମି ଫାଇନାଲ
  • ||
  • କଟକ : ଘରୁ ମହିଳା ଡାକ୍ତରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ବର୍ଷିଆନ ଅଭିନେତା ଉତ୍ତମ ମହାନ୍ତିଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀଙ୍କ ଶୋକ,ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ ପାଇଁ ନିର୍ଦ୍ଦେଶ
  • ||
  • ନେପାଳରେ ଭୂକମ୍ପ ଝଟକା, ରିକ୍ଟର ସ୍କେଲରେ ତୀବ୍ରତା ୬.୧ ରେକର୍ଡ
  • ||
  • ରାଜ୍ୟରେ ପାଗ ଏବେ ଶୁଖିଲା: ୩୪ ଡିଗ୍ରୀ ଉପରେ ୬ ସହର ତାପମାତ୍ରା, ୨ ଦିନ ପରେ ୩ ଡିଗ୍ରୀ ବଢ଼ିବ ପାରଦ
  • ||

ଅଧ୍ୟାପିକାଙ୍କ ନାଁରେ ସଙ୍ଗୀନ ଅଭିଯୋଗ ; ନିଉଡ କଲ୍ କରି କରୁଛନ୍ତି ବ୍ଲାକ ମେଲ୍

Published By : Prameya | February 28, 2025 7:04 PM

ଭୁବନେଶ୍ବର, ୨୮/୨ : ରାଜଧାନୀ ଭୁବନେଶ୍ବରରେ ଅଧ୍ୟାପିକାଙ୍କ ସାଙ୍ଘାତିକ କାରନାମା । ନିଉଡ ଭିଡ଼ିଓ କଲ୍ କରି ଲୋକଙ୍କୁ କରୁଥିଲେ ବ୍ଲାକ ମେଲ୍। ହନିଟ୍ରାପ୍ କରି ଟଙ୍କା ମାଗିଥିବା ଅଭିଯୋଗ । 

ଏହି ବ୍ଲାକମେଲର ଶିକାର ହୋଇଥିଲେ ଜଣେ ବିବାହିତ ଯୁବକ । ଏହାପରେ ତାଙ୍କର ବ୍ଲାକମେଲ୍ ଅତିଷ୍ଠ ହେବାରୁ ସେ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଏହି ସମୟରେ ତାଙ୍କୁ ଉଦ୍ଧାର କରାଯାଇଛି । ବ୍ଲାକମେଲର ଅଭିଯୋଗ ଆଣିଛନ୍ତି ଆତ୍ମହତ୍ୟା ଉଦ୍ୟମ କରୁଥିବା ବ୍ୟକ୍ତିଙ୍କ ସ୍ତ୍ରୀ। ଏ ନେଇ ଲକ୍ଷ୍ମୀସାଗର ଥାନାରେ ଅଭିଯୋଗ ହୋଇଛି । ଏହାପରେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.