ପ୍ରମୂଖ ଖବର
  • ବିହାରରେ ୧୭ଟି ରାଜନୈତିକ ଦଳକୁ ନିର୍ବାଚନ ଆୟୋଗଙ୍କ କାରଣ ଦର୍ଶାଅ ନୋଟିସ୍
  • ||
  • ଖନ୍ତାପଡ଼ା : ବାଇକକୁ ପଛରୁ ଧକ୍କା ଦେଲା ବସ୍ , ଅଙ୍ଗନବାଡି କର୍ମୀ ମୃତ ,ଶିକ୍ଷକ ଆହତ
  • ||
  • ମତ୍ସ୍ୟ ସେବାରେ ୨୧୭ ନୂତନ ପଦବୀ ଏବଂ ଉଦ୍ୟାନ କୃଷି ସେବାରେ ୬୭ ନୂତନ ପଦବୀ ସୃଷ୍ଟି
  • ||
  • ଦିଗପହଣ୍ଡି ଓସ୍ତାପଲ୍ଲୀରେ ବ୍ୟାପୁଛି ଝାଡାବାନ୍ତି, ମୃତ୍ୟୁ ସଂଖ୍ୟା ୨ରେ ପହଞ୍ଚିଲା
  • ||
  • ପ୍ରସିଦ୍ଧ ୟୁଟ୍ୟୁବର ମନୀଷ କଶ୍ୟପ ‘ଜନ ସୁରାଜ’ ପାର୍ଟିରେ ସାମିଲ
  • ||
  • ପ୍ରକାଶ ପାଇଲା ଯୁକ୍ତ ୨ ପ୍ରଥମ ମେଧା ତାଲିକା, କାଲିଠୁ ଆରମ୍ଭ ହେବ ନାମଲେଖା: ୨୪ରୁ ଏକାଦଶ ଶ୍ରେଣୀ ପାଠପଢ଼ା
  • ||
  • ସୁରକ୍ଷା ବାହିନୀକୁ ବଡ଼ ସଫଳତା, ଏନକାଉଣ୍ଟରରେ PLGA ବାଟାଲିୟନ ଡେପୁଟି କମାଣ୍ଡର ନିହତ
  • ||
  • ରାଜଧାନୀରୁ ୨୬୫ ଗ୍ରାମ ବ୍ରାଉନ ସୁଗର ଜବତ, ଅଭିଯୁକ୍ତ ଗିରଫ
  • ||
  • ଢେଙ୍କାନାଳ : ଫାର୍ମହାଉସ୍‌ରୁ ଶ୍ରମିକଙ୍କ ସନ୍ଦେହଜନକ ମୃତଦେହ ଉଦ୍ଧାର, ତଦନ୍ତ କରୁଛି ପୁଲିସ
  • ||
  • IT ଅଫିସରେ ହାଜର ହେଲେ ବିଶାଳ ଦାସ, କିଛି ଦିନ ପୂର୍ବରୁ ହୋଇଥିଲା ଚଢାଉ
  • ||
  • ଭଦ୍ରକ : ବିପଦ ସଂକେତ ତଳେ ବୈତରଣୀରେ ବନ୍ୟା ଜଳ, ୧୮.୦୭ ମିଟରରେ ପ୍ରବାହିତ
  • ||
  • ଅଧରପଣା ପାଇ ତୃପ୍ତ ହେବେ ଦେବାଦେବୀଙ୍କ ସମେତ ଯୋଗିନୀଗଣ, ପଣା ସଂଗ୍ରହ ଉପରେ ଲାଗିଲା କଟକଣା
  • ||
  • ଢେଙ୍କାନାଳ : ୪୦ ଟିକିଆ ହାତୀପଲ ନଦୀ ପାର ବେଳେ ଅଘଟଣ, ବ୍ରାହ୍ମଣୀ ନଦୀରେ ଭାସିଗଲେ ୩ ହାତୀ, ଦୀର୍ଘ ସମୟର ପରେ ଉଦ୍ଧାର
  • ||
  • ରଥାରୂଢ଼ ଠାକୁରଙ୍କୁ ଅଧର ପଣା ଭୋଗ ଅର୍ପଣ ନୀତି, ଆଜି ପାର୍ଶ୍ୱଦେବାଦେବୀ ଓ ଅଶରୀରଙ୍କୁ ହେବ ସମର୍ପଣ
  • ||
  • ବାଲେଶ୍ୱର : ବାଗୁଡ଼ି ଯୋଡ଼ାମ୍ବ ଛକ SBI ଏଟିଏମ୍‌ରୁ ଲୁଟ୍, ଗ୍ୟାସ୍‌ କଟରରେ ଏଟିଏମ୍‌ କାଟି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ବଙ୍ଗୋପସାଗରେ ଲଘୁଚାପ ସକ୍ରିୟ; ଆଜି ୭ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଅରେଞ୍ଜ, ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ||

ବିଧାନସଭା ଘେରିବ କଂଗ୍ରେସ, ଆଜି ସକାଳ ୯ଟାରୁ ଅପରାହ୍ଣ ୩ଟା ଯାଏ ଟ୍ରାଫିକ୍‌ କଟକଣା

Published By : Prameya | March 27, 2025 8:54 AM

ଭୁବନେଶ୍ୱର ୨୭/୦୩: ଆଜି କଂଗ୍ରେସ ଦଳ ପକ୍ଷରୁ ବିଧାନସଭା ଓ ଏହାର  ଆଖପାଖ ଅଞ୍ଚଳରେ ବିକ୍ଷୋଭ ପ୍ରଦର୍ଶନ କରାଯିବ । ଏହାକୁ ଦୃଷ୍ଟିରେ  ରଖି ଭୁବନେଶ୍ୱର ସହର ଏବଂ ଏହାର ଆଖପାଖରେ ବିଶେଷକରି  ରାଜମହଲ ଛକରୁ ରୁପାଲି ଛକ ପର୍ଯ୍ୟନ୍ତ(ଉଭୟ ପାଶ୍ୱର୍) ରାସ୍ତାରେ  ସକାଳ ୯ଟାରୁ ଅପରାହ୍ଣ ୩ଟା ପର୍ଯ୍ୟନ୍ତ ଟ୍ରାଫିକ୍‌ ସମସ୍ୟା ହେବାର ଆଶଙ୍କା  କରାଯାଉଛି । ଟ୍ରାଫିକ ସମସ୍ୟାକୁ ଏଡ଼ାଇବା ନିମନ୍ତେ କମିଶନରେଟ୍‌ ପୁଲିସ  ପକ୍ଷରୁ ଉପରଲିଖିତ ରାସ୍ତାରେ ନଯାଇ ଅନ୍ୟ ରାସ୍ତା ଦେଇ ଯିବା ନିମନ୍ତେ  ଜନସାଧାରଣକୁ ଅନୁରୋଧ କରାଯାଇଛି । ନିରାପଦ ଓ ବାଧାମୁକ୍ତ ଯାତ୍ରା  ନିମନ୍ତେ ପୁଲିସ କର୍ମଚାରୀଙ୍କୁ ସହଯୋଗ କରିବା ପାଇଁ ପୁଲିସ କମିଶନର  ଡା. ଏସ୍‌ ଦେବଦତ୍ତ ସିଂହ ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.