ପ୍ରମୂଖ ଖବର
  • ପୋପ୍ ଫ୍ରାନ୍‌ସିସଙ୍ ପରଲୋକ, ୮୮ ବର୍ଷ ବୟସ​‌ରେ କଲେ ଶେଷ ନିଶ୍ବାସ୍ତ ତ୍ୟାଗ
  • ||
  • ଜଘନ୍ୟ ହତ୍ୟାକାଣ୍ଡ ଢେଙ୍କାନାଳ : ଯୁବକଙ୍କ ମୁଣ୍ଡକୁ ଛେଚି ହତ୍ୟା କଲେ ଦୁର୍ବୃତ୍ତ
  • ||
  • BCCI ଜାରି କଲା ସେଣ୍ଟ୍ରାଲ କଣ୍ଟ୍ରାକ୍ଟ ଲିଷ୍ଟ; ଆୟରଙ୍କୁ ବଡ଼ ଉପହାର, ରୋ-କୋଙ୍କୁ A+ ଗ୍ରେଡ଼
  • ||
  • ଗଞ୍ଜାମ : ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକ ଆକ୍ରମଣ, ପାପୁଲି କାଟିଦେଲେ ଦୁର୍ବୃତ୍ତ
  • ||
  • ପରିବାର ସହ ଭାରତରେ ଆମେରିକା ଉପରାଷ୍ଟ୍ରପତି ଜେ ଡି ଭାନ୍ସ, ପ୍ରଧାନମନ୍ତ୍ରୀଙ୍କୁ ସହ କରିବେ ଡିନର
  • ||
  • ପୁରୀ : ଛାତ୍ରଙ୍କ ଉପରେ ଚଢିଗଲା ଟ୍ରକ୍‌, ଉତ୍ୟକ୍ତ ଲୋକଙ୍କ ରାସ୍ତାରୋକ
  • ||
  • ଭୁବନେଶ୍ୱର : ଟ୍ରେନ୍‌ ଆଗକୁ ଯାଇ କରିଥିଲେ ଆତ୍ମହତ୍ୟା, ଭଦ୍ରକରୁ କଟି ଆସି ଭୁବନେଶ୍ୱର ଷ୍ଟେସନରେ ପଡ଼ିଲା ମୁଣ୍ଡ
  • ||
  • IPL 2025: ଟାଇଟନ୍ସକୁ ଭେଟିବ ନାଇଟ୍‌ ରାଇଡର୍ସ, ଲଢ଼ିବେ ଗିଲ୍- ରାହାଣେ
  • ||
  • ଲୋକଙ୍କ ପାଖରେ ପହଞ୍ଚିବ ଲୋକଙ୍କ ସରକାର, ଆଜି ପଶ୍ଚିମ ଓଡ଼ିଶାବାସୀଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀଙ୍କ ସହ ୧୦ ମନ୍ତ୍ରୀ
  • ||
  • ପୁରୀ : ୭ ଦିନ ପରେ ମିଳିଲା ନିଖୋଜ ନାବାଳକର ମୃତଦେହ, ହତ୍ୟା ସନ୍ଦେହ
  • ||
  • ରାଜ୍ୟରେ କମିଲା କାଳବୈଶାଖୀ: ୨୫ ଯାଏ ତାତିରୁ ନିସ୍ତାର ନାହିଁ,୪୪ ଡିଗ୍ରୀ ଡେଇଁପାରେ ତାପମାତ୍ରା
  • ||

ମହିଳାଙ୍କ ସୁରକ୍ଷା ଦାବିରେ କଂଗ୍ରେସର ମଶାଲ ଶୋଭାଯାତ୍ରା

Published By : Prameya | April 15, 2025 9:32 PM

ଫିରିଙ୍ଗିଆ, ୧୫/୦୪: କନ୍ଧମାଳ ଜିଲ୍ଲାର ଫିରିଙ୍ଗିଆ ବ୍ଲକ କଂଗ୍ରେସ ତରଫରୁ  ମହିଳାଙ୍କ ସୁରକ୍ଷା  ନେଇ ମଶାଲ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି I ତେବେ ରାଜ୍ୟରେ ମହିଳାଙ୍କ ସୁରକ୍ଷା ଦିଗରେ ରାଜ୍ୟ ସରକାରଙ୍କ ବିଫଳତାକୁ ଦର୍ଶାଇ ଓ ରାଜ୍ୟରେ ମହିଳାଙ୍କ ସୁରକ୍ଷା, ଜାଳେଣି ଗ୍ୟାସରେ ଅହେତୁକ ଦରବୃଦ୍ଧି ପ୍ରତିବାଦରେ ଏହି ଶୋଭାଯାତ୍ରା ଆୟୋଜିତ ହୋଇଥିଲା। 

ରାଷ୍ଟ୍ରୀୟ ମଜଦୁର କଂଗ୍ରେସ ର କନ୍ଧମାଳ ଜିଲ୍ଲା ସଭାପତି ଘନ କୁମାର ଶବର ଙ୍କ ନେତୃତ୍ୱ ରେ ଏହି ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା।  ଅନ୍ୟମାନଙ୍କ ମଧ୍ୟ୍ୟରେ ଏହି ଶୋଭାଯାତ୍ରା ରେ ଫିରିଙ୍ଗିଆ ଅଂଚଳର ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ଜିଲ୍ଲା ସଭାପତି ଅନାମ ନାଏକ ଙ୍କ ସହ ଅଂଚଳର ଶତାଧିକ କଂଗ୍ରେସ ନେତା ଓ କର୍ମୀ ଉପସ୍ଥିତ ଥିଲେ I ତେବେ ଏହି ମଶାଲ ଶୋଭାଯାତ୍ରା ଟି ସ୍ଥାନୀୟ ପୀତବାଳି ମନ୍ଦିର ରୁ ବାହାରି ସହରର ମୁଖ୍ୟ ରାସ୍ତା ହୋଇ ବ୍ଲକ ଛକ ନିକଟରେ ପହଞ୍ଚିଥିଲା I ବ୍ଲକ ଛକରେ କଂଗ୍ରେସ କର୍ମୀମାନେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ I

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.