ପ୍ରମୂଖ ଖବର
  • ଭୁବନେଶ୍ୱର : ରାଜଧାନୀ ଅଭାବନୀୟ ଘଟଣା; ରାସ୍ତାରେ ଜଳିଗଲେ କଲେଜ ଛାତ୍ର, ତଦନ୍ତ କରୁଛି ପୋଲିସ
  • ||
  • ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା, ନରେନ୍ଦ୍ର ପୁଷ୍କରିଣୀରେ ଜଳକ୍ରୀଡା କରିବେ ମଦନମୋହନ
  • ||
  • ଅକ୍ଷୟ ତୃତୀୟାଠାରୁ ବିନ୍ଦୁସାଗରରେ ଚନ୍ଦନ ଯାତ୍ରା, ୨୨ ଦିନ ଚାପ ଖେଳିବେ ଶ୍ରୀଲିଙ୍ଗରାଜ
  • ||
  • ବିଶାଖାପାଟଣାର ସୀମାଞ୍ଚଳମ୍ ମନ୍ଦିରରେ ଅଘଟଣ; ପାଚେରି ଭୁଶୁଡ଼ି ୮ ଜଣଙ୍କର ମୃତ୍ୟୁ, ଅନେକ ଆହତ
  • ||
  • ଭଦ୍ରକ : ମିଶ୍ରପୁର ଗ୍ରାମରେ ଅଘଟଣ, ନଈରେ ପଡ଼ି ନାବାଳିକା ମୃତ
  • ||

ନାରୀ ସୁରକ୍ଷା ପ୍ରସଙ୍ଗରେ କଂଗ୍ରେସ ରାସ୍ତାକୁ ଓହ୍ଲାଇବ : ଅଜୟ କୁମାର ଲଲ୍ଲୁ

Published By : Prameya | March 25, 2025 9:24 PM

ଭୁବନେଶ୍ବର,୨୫/୩ : ରାଜ୍ୟ ସରକାର ଗଣତନ୍ତ୍ରକୁ ହତ୍ୟା କରିଛନ୍ତି, ହେଲେ ନାରୀ ସୁରକ୍ଷା ପ୍ରସଙ୍ଗରେ କଂଗ୍ରେସ ଚୁପ ବସିବନି ବୋଲି କହିଛନ୍ତି ଦଳୀୟ ପ୍ରଭାରୀ ଅଜୟ କୁମାର ଲଲ୍ଲୁ । ଆଜି କଟକ ଗସ୍ତରେ ଆସି ଦଳୀୟ କର୍ମୀଙ୍କୁ ସମ୍ବୋଧିତ କରିଛନ୍ତି ଅଜୟ। 

ଅଜୟ ଏହା ମଧ୍ୟ କହିଛନ୍ତି କି, ଉଭୟେ ବିଜେପି ଓ ବିଜେଡି ନାରୀ ଜାତିକୁ ସମ୍ମାନ ଦେଇନାହାନ୍ତି। ଯାହାକୁ ନେଇ କଂଗ୍ରେସ ରାସ୍ତାକୁ ଓହ୍ଲାଇବ ଏବଂ ଜନତା ଦରବାରରେ ଏ କଥା ଉଠାଇବ ବୋଲି କହିଛନ୍ତି କଂଗ୍ରେସ ପ୍ରଭାରୀ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.