ପ୍ରମୂଖ ଖବର
  • ଭୁବନେଶ୍ୱର : ବିଦେଶୀ ମଦ ଦୋକାନ ଉପରେ ଅବକାରୀ ବିଭାଗର ରେଡ୍‌, ପାଣି ମିଶା ମଦ ଜବତ
  • ||
  • ତେଲକୋଇ : ବେଣା ଗାଁରେ ହାତୀପଲଙ୍କ ଉତ୍ପାତ; ଧାନ ସହ ଖାଇଗଲେ ଟଙ୍କା, ସରକାରୀ ସହାୟତା ପାଇଁ ଗ୍ରାମବାସୀଙ୍କ ଦାବି
  • ||
  • ପାଟଣା : ଚମ୍ପୁଆ ରେଞ୍ଜରେ ଦନ୍ତା ଆହତ, ସ୍ବାସ୍ଥ୍ୟାବସ୍ଥା ଅନୁଧ୍ୟାନ କରୁଛି ବିଶେଷଜ୍ଞ ଟିମ୍
  • ||
  • ମାର୍ଶାଘାଇ : ରେଳ ପୋଲ ଉପରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ଭଞ୍ଜନଗର : ବଚସାକୁ କେନ୍ଦ୍ର କରି ଦୁଇ ଭାଇଙ୍କୁ ମରଣାନ୍ତକ ଆକ୍ରମଣ; ବଡ଼ ଭାଇ ମୃତ, ସାନ ଭାଇ ଗୁରୁତର
  • ||
  • ପୁରୁଷ ହକି ଏସିଆନ ଚାମ୍ପିଅନ୍ସ ଟ୍ରଫି: ଆଜି ଚୀନ-ପାକିସ୍ତାନ୍, ଭାରତ-କୋରିଆ ସେମି ଫାଇନାଲ୍‌ ଲଢ଼େଇ
  • ||
  • କରଞ୍ଜିଆ : ଶିମିଳିପାଳ ଅଭୟାରଣ୍ୟରେ ପ୍ରବଳ ବର୍ଷା, ୧୨ ଘଣ୍ଟାରେ ୧୮୩.୮୯୬ ମିମି ବର୍ଷା ରେକର୍ଡ
  • ||
  • ଜଳେଶ୍ବର : ବିପଦ ସଙ୍କେତ ପାର୍‌ କଲା ଜଳକା ନଦୀ, ତଳିଆ ଅଞ୍ଚଳବାସୀ ଭୟଭୀତ
  • ||
  • ଶ୍ରୀମନ୍ଦିରରେ ବଳିବାମନ ବେଶ ନୀତି, ବାମନରୂପି ବାଳକ ରୂପରେ ମହାପ୍ରଭୁ ରତ୍ନ ସିଂହାସନରେ ଉଭା ହେବେ
  • ||
  • ପାଟଣା : ତେଲ ନଦୀ ପୋଲ ଉପରେ ୩ ଫୁଟର ବନ୍ୟାଜଳ ପ୍ରବାହିତ, କେନ୍ଦୁଝର ଓ ମୟୁରଭଞ୍ଜ ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ
  • ||
  • ଆଜି ବି ପ୍ରବଳ ଢାଳିବ ବର୍ଷା: ଦୁଇ ଜିଲ୍ଲାକୁ ଆଲର୍ଟ, ସତର୍କ ରହିବାକୁ ନିର୍ଦ୍ଦେଶ ଦେଲେ ଏସ୍‌ଆରସି
  • ||
  • ବୌଦ୍ଧ : ବାଟୋଇଙ୍କୁ ଧକ୍କା ଦେଇ ଗଛକୁ ପିଟିଲା ପିକ୍ଅ‌ପ୍ ଭ୍ୟାନ୍‌, ୯ ଗୁରୁତର
  • ||

ସମୁଦ୍ର ମଝିରେ ଭାସୁଛି କଣ୍ଟେନର, କଣ୍ଟେନରକୁ କୂଳକୁ ଆଣିବା ପାଇଁ ଉଦ୍ୟମ କରୁଛନ୍ତି ମତ୍ସ୍ୟଜୀବୀ

ପୁରୀ,୦୫/୦୯: ସମୁଦ୍ର ମଝିରେ ଭାସୁଛି କଣ୍ଟେନର । ଏହି କଣ୍ଟେନରଟିକୁ ପେଣ୍ଠକଟା ଅଞ୍ଚଳରେ ଥିବା ମତ୍ସ୍ୟଜୀବୀମାନେ ଦେଖିବାକୁ ପାଇଥିଲେ । ଉକ୍ତ କଣ୍ଟେନରକୁ କୂଳକୁ ଆଣିବା ପାଇଁ ମତ୍ସ୍ୟଜୀବୀ ଉଦ୍ୟମ କରୁଛନ୍ତି । ପୁରୀ ସଦର ବ୍ଲକ ଅନ୍ତର୍ଗତ ପେଣ୍ଠକଟା ଅଞ୍ଚଳରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି । 

ସୂଚନା ଅନୁଯାୟୀ, ଦୁଇ ଦିନ ତଳେ କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ବ୍ଲକ ସାତଭାୟା ସମୁଦ୍ର କୂଳରେ ଦୁଇଟି ବଡ଼ କଣ୍ଟେନର ସମୁଦ୍ରରେ ଭାସି ଆସି ଥିଲା । ତେବେ ଗୁରୁବାର ପୁରୀ ସମୁଦ୍ର ମଝିରେ ଏକ କଣ୍ଟେନର ଭାସୁଥିବାର ଦେଖିବାକୁ ମିଳିଥିଲା । ପେଣ୍ଠକଟା ଅଞ୍ଚଳରେ ମତ୍ସ୍ୟଜୀବୀ ମାଛ ଧରିବା ପାଇଁ ସମୁଦ୍ର ମଝିକୁ ଯାଇଥିଲେ । ଏହି ସମୟରେ ସମୁଦ୍ର ମଝିରେ ଏକ କଣ୍ଟେନର ଭାସୁଥିବାର ଦେଖିଥିଲେ ମତ୍ସ୍ୟଜୀବୀ । ଉକ୍ତ କଣ୍ଟେନରକୁ କୂଳକୁ ଆଣିବା ପାଇଁ ମତ୍ସ୍ୟଜୀବୀ ଉଦ୍ୟମ କରୁଛନ୍ତି । ତେବେ ଏହି କଣ୍ଟେନର ସମୁଦ୍ର ମଝିରେ କେଉଁଠୁ ଆସିଲା, ତାହାକୁ ନେଇ ପ୍ରଶ୍ନ ଉଠୁଛି ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.