ପ୍ରମୂଖ ଖବର
  • ସୁନ୍ଦରଗଡ଼ : ରାସ୍ତାରେ ହୁତୁ ହୁତୁ ହୋଇ ଜଳିଗଲା କୋଇଲା ବୋଝେଇ ଟ୍ରେଲର; ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର
  • ||
  • ସମ୍ବଲପୁର : ହୀରାକୁଦରୁ ନିଷ୍କାସନ ହେବ ବର୍ଷର ପ୍ରଥମ ବନ୍ୟାଜଳ, ଆସନ୍ତା ୬ରୁ ଖୋଲିବ ଗେଟ୍
  • ||
  • ସୁନ୍ଦରଗଡ଼ : ହାଇୱା-ଓମିନି ଭ୍ୟାନ୍‌ ମୁହାଁମୁହିଁ ଧକ୍କା:୨ ମୃତ, ୪ ଗୁରୁତର
  • ||
  • ହିମାଚଳ ପ୍ରଦେଶରେ ପ୍ରକୃତିର ତାଣ୍ଡବ; ୩୭ ମୃତ, ୪୦୦ କୋଟିରୁ ଅଧିକ କ୍ଷୟକ୍ଷତି
  • ||
  • ଇଣ୍ଡିଆ-ଇଂଲଣ୍ଡ ଦ୍ବିତୀୟ ଟେଷ୍ଟ,କ୍ୟାପ୍ଟେନ୍ ଶୁବମନଙ୍କ ଡବଲ ସେଞ୍ଚୁରୀ, ୫୧୦ ରନ୍‌ ପିଛା କରୁଛି ଘରୋଇ ଦଳ
  • ||
  • ମୟୂରଭଞ୍ଜ : କାଶିଆବେଡା ଗାଁରେ ଅଭାବନୀୟ ଘଟଣା, ଘରେ ପଶି ବୃଦ୍ଧଙ୍କୁ ଦଳିଦେଲା ଦନ୍ତା
  • ||
  • ଲଗାତାର ଘୂର୍ଣ୍ଣିବଳୟ, ଛାଡ଼ିବନି ବର୍ଷା : ଆଜି ସୁନ୍ଦରଗଡ଼କୁ ଅରେଞ୍ଜ, ୭ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି
  • ||
  • ସରି ଆସୁଛି ଜନ୍ମବେଦୀରେ ଲୀଳାଖେଳା; ଆଜି ସନ୍ଧ୍ୟା ଦର୍ଶନ, ଆଡ଼ପ ମଣ୍ଡପରେ ଶେଷ ଦିଅଁ ଦେଖା
  • ||
  • କଳାହାଣ୍ଡି : ଲଗାଣ ବର୍ଷାର ପ୍ରଭାବ: ଥୁଆମୂଳ ରାମପୁରର ସ୍ଥିତି ବେହାଲ, ଜନଜୀବନ ପ୍ରଭାବିତ
  • ||

ଭାଙ୍ଗିଲା କପର୍‌ ଡ୍ୟାମ୍‌; ଆନନ୍ଦପୁର ଓ ଆଖୁଆପଦାକୁ ଘନେଇଲା ବିପଦ, ଲୋକେ ଭୟଭୀତ

Published By : Harapriya Sethi | July 3, 2025 12:24 PM

ବଡ଼ବିଲ, ୦୩/୦୭: ଭାଙ୍ଗିଲା ଡ୍ୟାମ୍ । କେନ୍ଦୁଝର ଜିଲ୍ଲା ଯୋଡ଼ା ବ୍ଲକ୍ ବାସୁଦେବପୁର ଠାରେ ନିର୍ମାଣାଧୀନ କାନୁପୁର ବୃହତ୍ତମ ଜଳସେଚନ ପ୍ରକଳ୍ପର କପର୍ ଡ୍ୟାମ୍ ଭାଙ୍ଗିଯାଇଛି । ଫଳରେ ନିର୍ମାଣାଧୀନ ମୁଖ୍ୟ ଡ୍ୟାମ୍ ଉପର ଦେଇ ପ୍ରବାହିତ ହେଉଛି ବନ୍ୟାଜଳ । ବୈତରଣୀର ତଳ ମୁଣ୍ଡରେ ବନ୍ୟା ଆଶଙ୍କା ଦେଖାଦେଇଛି । ଆନନ୍ଦପୁର ଓ ଆଖୁଆପଦାକୁ ଘନେଇଲା ବିପଦ । ଲୋକଙ୍କୁ ସତର୍କ କଲା ପ୍ରଶାସନ ।  

କହିରଖୁ କି, ଡିପ୍ଲିସନ୍ ସ୍ଲୁଇସ୍ ଗେଟ୍ ନିର୍ମାଣ କାର୍ଯ୍ୟ ପାଇଁ ଅସ୍ଥାୟୀ ଭାବେ ମାଟି ପକାଇ ନିର୍ମାଣ କରାଯାଇଥିଲା କପର୍ ଡ୍ୟାମ୍ । ଚଳିତ ମାସ ଅର୍ଥାତ ଜୁଲାଇ ଶେଷ ସୁଦ୍ଧା ପ୍ରକଳ୍ପ ଶେଷ ପାଇଁ ଲକ୍ଷ୍ୟ ରଖାଯାଇଥିଲା ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.