ପ୍ରମୂଖ ଖବର
  • ଜାନୁଆରୀରେ ଆସିବ ସୁଭଦ୍ରା ଟଙ୍କା, ବଣ୍ଡା ଘାଟିରେ ସମସ୍ତ ମହିଳାଙ୍କ ଆକାଉଣ୍ଟକୁ ଯିବ କିସ୍ତି
  • ||
  • ସୁବର୍ଣ୍ଣପୁର : ଶିବ ମନ୍ଦିରରୁ ଚୋରି, ତାଲା କାଟି ଏକାଧିକ ମୂର୍ତ୍ତି ଲୁଟି ନେଲେ ଦୁର୍ବୃତ୍ତ
  • ||
  • ସୁବର୍ଣ୍ଣପୁର : ଟ୍ରେନ୍‌ ଧକ୍କାରେ ଚାଲିଗଲା ମହିଳାଙ୍କ ଜୀବନ
  • ||
  • ପଦ୍ମପୁର : ସ୍ତ୍ରୀର ତଣ୍ଟି କାଟିଦେଲା ନୃସଂଶ ସ୍ୱାମୀ, ଅଭିଯୁକ୍ତ ଫେରାର
  • ||
  • ପଟ୍ଟାମୁଣ୍ଡାଇ : ରାଜନଗରରୁ ପ୍ରାୟ ୧୮ ଫୁଟ ଲମ୍ୱର ଅଜଗର ଉଦ୍ଧାର, ଚିକିତ୍ସା ପରେ ଯିବ ଭିତରକନିକା
  • ||
  • ଭୁବନେଶ୍ୱର : ସୁନା ଦୋକାନରୁ ଲୁଟ୍‌, ଲକ୍ଷାଧିକ ଟଙ୍କାର ଅଳଙ୍କାର ଚୋରି କଲେ ଦୁର୍ବୃତ୍ତ
  • ||
  • ଚାନ୍ଦବାଲି : ନବ ବିବାହିତା ମହିଳାଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ କଲେ ବାପଘର ଲୋକେ
  • ||
  • ଖଲ୍ଲିକୋଟ : ଚାଷୀଙ୍କ ଚିନ୍ତା ବଢାଇଲା ଅଦିନିଆ ବର୍ଷା, ନଷ୍ଟ ହୋଇଗଲା ଫସଲ
  • ||
  • ଶନିବାର ଜିଏସ୍‌ଟି ପରିଷଦ ବୈଠକ: ଶସ୍ତା ହୋଇପାରେ ଅନ୍‌ଲାଇନ୍‌ ଖାଦ୍ୟ ଅର୍ଡର, କମିପାରେ ସ୍ୱାସ୍ଥ୍ୟ ବୀମା ପ୍ରିମିୟମ୍‌
  • ||
  • ଭୂକମ୍ପ ଝଟ୍‌କାରେ ଥରିଲା ନେପାଳ, ରିକ୍ଟର ସ୍କେଲରେ ତୀବ୍ରତା ୪.୮ ରେକର୍ଡ,କ୍ଷୟକ୍ଷତି ନେଇ ନାହିଁ ସୂଚନା
  • ||
  • ଜର୍ମାନୀରେ ଖ୍ରୀଷ୍ଟମାସ ମାର୍କେଟରେ ଲୋକଙ୍କ ଉପରେ ମାଡ଼ିଗଲା କାର୍‌, ୨ ମୃତ, ୬୫ ଆହତ,ଚାଳକ ଅଟକ
  • ||
  • ଆସିକା : ଲଗାଣ ବର୍ଷାରେ ନଷ୍ଟ ହୋଇଗଲା ଅମଳ ଧାନ, ଚିନ୍ତାରେ ପଡିଛନ୍ତି ଚାଷୀ
  • ||
  • ଜଗତସିଂହପୁର : ଅଦିନିଆ ବର୍ଷା ପାଇଁ ଚିନ୍ତାରେ ଚାଷୀ, ନଷ୍ଟ ୫୦ ହଜାର ହେକ୍ଟର ଜମିର ଫସଲ
  • ||
  • ଶୀତରେ ବର୍ଷା ଦାଉ: ଆଜି ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବା ମନା
  • ||

ଭାରସାମ୍ୟ ହରାଇ ଓଲଟିଲା କପା ବୋଝେଇ ଟ୍ରକ୍‌, ଡ୍ରାଇଭର ଆହତ

Published By : Harapriya Sethi | September 22, 2024 12:12 PM

ସୋନପୁର,୨୨/୦୯: ଭାରସାମ୍ୟ ହରାଇ ଓଟଲିଲା କପା ବୋଝେଇ ଟ୍ରକ୍‌ । ଅଳ୍ପକେ ବର୍ତ୍ତିଛନ୍ତି ଡ୍ରାଇଭର । ଟ୍ରକ୍‌ଟି ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜିରୁ ପଶ୍ଚିମବଙ୍ଗକୁ କପା ନେଇ ଯାଉଥିବାବେଳେ ଏହି ଅଘଟଣ ହୋଇଛି । ସୁବର୍ଣ୍ଣପୁର ଜିଲ୍ଲା ଦେଇ ଯାଇଥିବା ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ୱର ଜାତୀୟ ରାଜପଥର ଜୟ ଯବାନ ପେଟ୍ରୋଲ ପମ୍ପ ନିକଟରେ ଏଭଳି ଘଟଣା ଘଟିଛି । 

ସୂଚନା ମୁତାବକ, ଏକ ଟ୍ରକ୍ ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜିରୁ କପା ନେଇ ପଶ୍ଚିମବଙ୍ଗକୁ ଯାଉଥିଲା । ରାସ୍ତାରେ ଯିବା ବେଳେ ଜୟ ଯବାନ ପେଟ୍ରୋଲ ପମ୍ପ ନିକଟରେ ରାସ୍ତା ଉପରେ ଗୋରୁ ଶୋଇ ଥିବାରୁ ଗାଡ଼ିକୁ ସାଇଡ କରିବାକୁ ଚେଷ୍ଟା କରିଥିଲେ ଟ୍ରକ ଡ୍ରାଇଭର । ତେବେ ସାଇଡ କଲାବେଳେ ଭାରସାମ୍ୟ ହରାଇ ଟ୍ରକଟି ଓଲଟି ପଡ଼ିଥିଲା । ଏହି ଦୁର୍ଘଟଣାରେ ଡ୍ରାଇଭର ସାମାନ୍ୟ ଆହତ ହୋଇଥିବା ସୂଚନା ମିଳିଛି । ଦୁର୍ଘଟଣା ସ୍ଥଳରେ କପା ବଣ୍ଡଲ ସବୁ ରାସ୍ତାରେ ଏଣେତେଣେ ପଡ଼ିଯାଇଛି । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ସୋନପୁର ପୋଲିସ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି । ଏଥି ସହ ଆହତ ଡ୍ରାଇଭରଙ୍କୁ ନିକଟସ୍ଥ ଡାକ୍ତରଖାନାକୁ ପଠାଇଛି ପୋଲିସ । 

  • prameyanews
  • PrameyaOdia
  • prameya
  • Prameya Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.