ପ୍ରମୂଖ ଖବର
  • ଭୁବନେଶ୍ୱର : ବିଦେଶୀ ମଦ ଦୋକାନ ଉପରେ ଅବକାରୀ ବିଭାଗର ରେଡ୍‌, ପାଣି ମିଶା ମଦ ଜବତ
  • ||
  • ତେଲକୋଇ : ବେଣା ଗାଁରେ ହାତୀପଲଙ୍କ ଉତ୍ପାତ; ଧାନ ସହ ଖାଇଗଲେ ଟଙ୍କା, ସରକାରୀ ସହାୟତା ପାଇଁ ଗ୍ରାମବାସୀଙ୍କ ଦାବି
  • ||
  • ପାଟଣା : ଚମ୍ପୁଆ ରେଞ୍ଜରେ ଦନ୍ତା ଆହତ, ସ୍ବାସ୍ଥ୍ୟାବସ୍ଥା ଅନୁଧ୍ୟାନ କରୁଛି ବିଶେଷଜ୍ଞ ଟିମ୍
  • ||
  • ମାର୍ଶାଘାଇ : ରେଳ ପୋଲ ଉପରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ଭଞ୍ଜନଗର : ବଚସାକୁ କେନ୍ଦ୍ର କରି ଦୁଇ ଭାଇଙ୍କୁ ମରଣାନ୍ତକ ଆକ୍ରମଣ; ବଡ଼ ଭାଇ ମୃତ, ସାନ ଭାଇ ଗୁରୁତର
  • ||
  • ପୁରୁଷ ହକି ଏସିଆନ ଚାମ୍ପିଅନ୍ସ ଟ୍ରଫି: ଆଜି ଚୀନ-ପାକିସ୍ତାନ୍, ଭାରତ-କୋରିଆ ସେମି ଫାଇନାଲ୍‌ ଲଢ଼େଇ
  • ||
  • କରଞ୍ଜିଆ : ଶିମିଳିପାଳ ଅଭୟାରଣ୍ୟରେ ପ୍ରବଳ ବର୍ଷା, ୧୨ ଘଣ୍ଟାରେ ୧୮୩.୮୯୬ ମିମି ବର୍ଷା ରେକର୍ଡ
  • ||
  • ଜଳେଶ୍ବର : ବିପଦ ସଙ୍କେତ ପାର୍‌ କଲା ଜଳକା ନଦୀ, ତଳିଆ ଅଞ୍ଚଳବାସୀ ଭୟଭୀତ
  • ||
  • ଶ୍ରୀମନ୍ଦିରରେ ବଳିବାମନ ବେଶ ନୀତି, ବାମନରୂପି ବାଳକ ରୂପରେ ମହାପ୍ରଭୁ ରତ୍ନ ସିଂହାସନରେ ଉଭା ହେବେ
  • ||
  • ପାଟଣା : ତେଲ ନଦୀ ପୋଲ ଉପରେ ୩ ଫୁଟର ବନ୍ୟାଜଳ ପ୍ରବାହିତ, କେନ୍ଦୁଝର ଓ ମୟୁରଭଞ୍ଜ ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ
  • ||
  • ଆଜି ବି ପ୍ରବଳ ଢାଳିବ ବର୍ଷା: ଦୁଇ ଜିଲ୍ଲାକୁ ଆଲର୍ଟ, ସତର୍କ ରହିବାକୁ ନିର୍ଦ୍ଦେଶ ଦେଲେ ଏସ୍‌ଆରସି
  • ||
  • ବୌଦ୍ଧ : ବାଟୋଇଙ୍କୁ ଧକ୍କା ଦେଇ ଗଛକୁ ପିଟିଲା ପିକ୍ଅ‌ପ୍ ଭ୍ୟାନ୍‌, ୯ ଗୁରୁତର
  • ||

ବରଗଡ଼ରେ ଝାଡାବାନ୍ତି ଆତଙ୍କ :ଦମ୍ପତି ମୃତ, ଗାଁରେ ପହଞ୍ଚିଲେ ମେଡିକାଲ ଟିମ୍

ବରଗଡ,୧୫।୮ :  ବରଗଡ଼ ଜିଲ୍ଲା ଭେଡେନ ବ୍ଲକ୍ ଅମଲିପାଲି ଗାଁରେ ଝାଡାବାନ୍ତି ଆତଙ୍କ ଦେଖା ଦେଇଛି । ଝାଡାବାନ୍ତିରେ ଗାଁର ଗୋଟିଏ ପରିବାରରେ ଦମ୍ପତିଙ୍କ ମୃତ୍ୟୁ ହୋଇଥିବା ବେଳେ ତିନି ଜଣ ଗୁରୁତର ହୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ସେହିପରି ଏହି ଗାଁର ୩୦ ଜଣ ଝାଡାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି।

ଖବର ପାଇ ମେଡ଼ିକାଲ ଟିମ୍ ଗାଁରେ   ପହଞ୍ଚି ଘରକୁ ଘର ବୁଲି ସ୍ଥିତି ଅନୁଧ୍ୟାନ କରିବା ସହ ଲୋକଙ୍କୁ ପ୍ରାଥମିକ ଚିକିତ୍ସା ଆରମ୍ଭ କରିଛନ୍ତି । ଗାଁରେ ଥିବା ନଳକୂପର ଦୂଷିତ ପାଣି ପିଇ ଲୋକେ ଝାଡାବାନ୍ତି ଶିକାର ହୋଇଛନ୍ତି । ପାନୀୟ ଜଳ ଯୋଗାଣ ବିଭାଗ ଓ ମେଡ଼ିକାଲ ଟିମ୍ ଗାଁରେ ଥିବା ନଳକୂପର ପାଣି ସଂଗ୍ରହ କରି  ଟେଷ୍ଟ କରିବା ପାଇଁ ପଠାଇଥିବା ଗାଁ ଲୋକେ କହିଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.