ପ୍ରମୂଖ ଖବର
  • ଦୁର୍ଗାମୂର୍ତ୍ତି ବିସର୍ଜନ ବେଳେ ବହରାଇଚରେ ହିଂସା, ଇଣ୍ଟରନେଟ ବନ୍ଦ
  • ||
  • ଗୁରୁବାର ଦୁଇଦିନିଆ ମୁମ୍ବାଇ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ନିବେଶ ଟାଣିବାକୁ କରିବେ ରୋଡ ସୋ’
  • ||
  • ବଙ୍ଗୋପସାଗରେ ଘୂର୍ଣ୍ଣିବଳୟ ସକ୍ରିୟ, ଆଜି ନେଇପାରେ ଲଘୁଚାପ ରୂପ: ୧୮ରୁ ୨୦ମଧ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା
  • ||

ବୈତରଣୀ ବ୍ରିଜ ଉପରେ ଓଲଟିଲା କାର, ଦମ୍ପତି ଗୁରୁତର

କେନ୍ଦୁଝର,୮।୧୦  :କେନ୍ଦୁଝର ଜିଲ୍ଲା ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥ ର ତୁରୁମୁଙ୍ଗା ବୈତରଣୀ ବ୍ରିଜ୍ ଉପରେ ଭାରସାମ୍ୟ ହରାଇ ଏକ ଅଲ୍ଟୋ କାର ଓଲଟି ପଡିଛି। ଫଳରେ  କାରରେ ଥିବା ଦମ୍ପତି ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସ ସହାୟତା ରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଦମ୍ପତିଙ୍କ ପରିଚୟ ମିଳି ନାହିଁ।

କେନ୍ଦୁଝରରୁ କାରଟି ପଶ୍ଚିମବଙ୍ଗକୁ ଯାଉଥିଲା।  କାରର ଯାନ୍ତ୍ରିକ ତ୍ରୁଟି ଯୋଗୁଁ ଭାରସାମ୍ୟ ହରାଇ ଗାଡି ବୈତରଣୀ ବ୍ରିଜ ଉପରେ  ୪ ଥର ଓଲଟି ପଡିଥିଲା।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.