ପ୍ରମୂଖ ଖବର
  • ଲମତାପୁଟ : ଡୁଡୁମା ଜଳପ୍ରପାତରେ ଅଘଟଣ , ସୁଟିଂ କରୁଥିବା ବେଳେ ଭାସିଗଲେ ୟୁଟ୍ୟୁବର
  • ||
  • ଯାଜପୁର : ରିଲ୍ସ ବନାଇବା ହେଲା କାଳ, ଝରଣାରେ ବୁଡି ୨ ଯୁବକ ମୃତ
  • ||
  • ଗଞ୍ଜାମ: ରାସ୍ତାରୁ ୧୦ ଫୁଟ ତଳକୁ ଖସିଲା ବାଇକ୍‌, ଯୁବକ ମୃତ
  • ||
  • ଭୁବନେଶ୍ୱର: ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଲେ
  • ||
  • ରାଜଧାନୀରୁ ୪ କୋଟିର ମାରିଜୁଆନା ଜବତ, ପ୍ରେମୀ ଯୁଗଳ ଅଟକ
  • ||
  • ଶ୍ରୀମନ୍ଦିର ପରିସରରେ ହେବ ସ୍ତନ୍ୟପାନ ଗୃହ, ମହିଳା ପର୍ଯ୍ୟଟକଙ୍କୁ ମିଳିବ ସୁବିଧା
  • ||
  • ଶିକ୍ଷା ବିଭାଗର ନିର୍ଦ୍ଦେଶନାମାକୁ ଫୁ... ସ୍ଵାଧିନତା ଦିବସରେ ଦେଲେନି ମଧ୍ୟାହ୍ନ ଭୋଜନ, ୫୬ଟି ସ୍କୁଲ୍‌କୁ ନୋଟିସ୍
  • ||
  • ଟାରିଫ୍ ୱାର ଭିତରେ ଭାରତରେ ତାର ରାଷ୍ଟ୍ରଦୂତ ବଦଳାଇବ ଆମେରିକା, ସର୍ଜିଆ ଗୋରଙ୍କ ନାମ ଘୋଷଣା କଲେ ଟ୍ରମ୍ପ
  • ||
  • ପଞ୍ଜାବରେ ଏଲପିଜି ଟ୍ୟାଙ୍କରରେ ଭୟଙ୍କର ବ୍ଲାଷ୍ଟ : ଜଳିଗଲା ୧୫ଟି ଦୋକାନ, ୨ ଜୀବନ୍ତ ଦଗ୍ଧ, ୩୦ରୁ ଉର୍ଦ୍ଧ୍ଵ ଆହତ
  • ||
  • ଚମୋଲିରେ ରାତି ଅଧରେ ଫାଟିଲା ବାଦଲ; ଥରାଲୀ ଗାଁରେ ଧ୍ୱଂସଲୀଳା, ପୋତି ହୋଇଗଲା ଘର
  • ||
  • ଶ୍ରୀମନ୍ଦିରରେ ସାତପୁରୀ ଅମାବାସ୍ୟାର ସ୍ୱତନ୍ତ୍ର ନୀତି, ସକାଳଧୂପରେ ଠାକୁରଙ୍କୁ ସାତପୁରୀ ଭୋଗ ଅର୍ପଣ ହେବ
  • ||
  • ସମ୍ବଲପୁର: ଖୋଲିଲା ହୀରାକୁଟ ଗେଟ, ୪ ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସନ
  • ||
  • ଯୁକ୍ତ ତିନି ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ଆବେଦନ ଆରମ୍ଭ, ଖାଲିପଡ଼ିଛି ୯୯ ହଜାର ସିଟ୍‌
  • ||
  • ଲଘୁଚାପ ସକ୍ରିୟ: ଆଜିଠୁ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା,୩ ଜିଲ୍ଲାକୁ ଅରେଞ୍ଜ, ୨୦ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ
  • ||

ଗାଧୋଇବା ବେଳେ ବୃଦ୍ଧଙ୍କୁ ଟାଣି ନେଲା କୁମ୍ଭୀର

Published By : Suraj Kumar | August 19, 2025 5:32 PM

ନମୌଜା,୧୯|୮(ଆପ୍ର):କେନ୍ଦ୍ରାପଡ଼ା ଜିଲ୍ଲା ଆଳି ଥାନା ମାଣିକିପାଟଣା ପଞ୍ଚାୟତର ଜଣେ ବୃଦ୍ଧ ବ୍ରାହ୍ମଣୀ ନଦୀରେ  ଗାଧୋଇବା ବେଳେ କୁମ୍ଭୀର  ଟାଣି ନେଇଛି।  ବୃଦ୍ଧ ଜଣକ ହେଲେ ମାଣିକପାଟଣା ଗ୍ରାମର ପଞ୍ଚାନନ ଦାସ (୬୦) । 

ପଞ୍ଚାନନ ବ୍ରାହ୍ମଣୀ ନଦୀର ନଗଡ଼ ଘାଟ ନିକଟରେ ଏକ ପଠାକୁ ମଙ୍ଗଳବାର ଗାଈ ଚରାଇବାକୁ ଯାଇଥିଲେ । ଗାଈ ଚରାଇବା ସମୟରେ ସେ ଗାଧୋଇବାକୁ ଯାଇଥିଲେ l ନଦୀକୁ ଯାଇ ଦୀର୍ଘ ସମୟ  ଧରି ଫେରିନଥିଲେ । ଫଳରେ ତାଙ୍କ ସାଙ୍ଗରେ ଯାଇଥିବା ଲୋକ ଖୋଜାଖୋଜି କରି ନଦୀ ନିକଟକୁ ଆସିଥିଲେ । ନଦୀ ନିକଟକୁ ଆସି ପଞ୍ଚାନନଙ୍କ କପଡା ଥୁଆ ହୋଇଥିବା ଦେଖିବାକୁ ପାଇଥିଲେ । ଗ୍ରାମବାସୀ ନଦୀରେ ଖୋଜାଖୋଜି ଆରମ୍ଭ କରି ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ । ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ବୋଟ ସାହାଯ୍ୟରେ ଖୋଜା ଖୋଜି କରୁଛି। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.