ପ୍ରମୂଖ ଖବର
  • ରାଜ୍ୟରେ ଆଉ ୮ ଶିଳ୍ପକୁ ମଞ୍ଜୁରୀ, ନିବେଶ ହେବ ୧ ଲକ୍ଷ ୫୧ ହଜାର ୨୩୯ କୋଟି ଟଙ୍କା, ଢେଙ୍କାନାଳରେ ବେଦାନ୍ତ କରିବ ପ୍ଲାଣ୍ଟ
  • ||
  • ଜୁନାଗଡ଼ରେ ଟ୍ରକ ଧକ୍କାରେ ବାଇକ ଆରୋହୀ ମୃତ, ଅଟୋ ଡ୍ରାଇଭର ଗୁରୁତର
  • ||
  • ଗୁଣପୁର : ବଜ୍ରପାତରେ ୨ ମହିଳା ମୃତ
  • ||
  • କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ସ୍ଥିତ ହୋଟେଲ ଓରିଅନ ନିକଟରେ ଦୁର୍ଘଟଣା, ଟ୍ରକ୍ ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ, ଅଟୋ ଚାଳକ ଗୁରୁତର
  • ||
  • ସ୍କୁଲ ଖୋଲିବାକୁ ନେଇ ହଟିଲା ଦ୍ୱନ୍ଦ୍ୱ: ଜୁନ୍ ୨୦ରେ ଖୋଲିବ ସ୍କୁଲ, ପ୍ରକାଶ ପାଇଲା ବିଜ୍ଞପ୍ତି
  • ||
  • ୨୦୨୭ ମାର୍ଚ୍ଚ ୧ରୁ ଦେଶରେ ଜନଗଣନା; ୨ଟି ପର୍ଯ୍ୟାୟରେ ହେବ, ଗେଜେଟ୍ ବିଜ୍ଞପ୍ତି ପ୍ରକାଶ
  • ||
  • ବାଲେଶ୍ୱର : ସ୍ତ୍ରୀ ଓ ପୁଅକୁ ହାଣି ବାପା ଫେରାର, ତଦନ୍ତ କରୁଛି ପୁଲିସ
  • ||
  • ଗଜପତି ମହାରାଜାଙ୍କ ଭାତୃ ବିୟୋଗ, ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଃଶ୍ଵାସ ତ୍ୟାଗ କଲେ ରଣାର୍ଣ୍ଣବ ଦେବ
  • ||
  • 'ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଚାହୁଁଛି ଇରାନ୍',ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କ ବଡ଼ ବୟାନ
  • ||
  • କେନ୍ଦୁଝର : ଶୈଲଙ୍ଗ ଗାଁରେ ଅଭାବନୀୟ ଘଟଣା, ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର : ଏନଏଚରେ ପଛକୁ ପଛ ପିଟି ହେଲା ୪ ଟ୍ରକ୍‌, ୩ ଡ୍ରାଇଭର ଆହତ
  • ||
  • ନରସିଂହପୁରରେ ଝାଡ଼ାବାନ୍ତି ନେଲା ମହିଳାଙ୍କ ଜୀବନ
  • ||
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ; ୬ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା, ୨୪ ଘଣ୍ଟାରେ ସକ୍ରିୟ ହେବ ମୌସୁମୀ
  • ||

ଗାଧୋଇବା ବେଳେ ମହିଳାଙ୍କୁ ଟାଣିନେଲା କୁମ୍ଭୀର

Published By : Harapriya Sethi | June 16, 2025 3:00 PM

ଆଳି,୧୬/୬: ଜୋରରେ ଗାଧୋଇବା ବେଳେ ମହିଳାଙ୍କୁ ଟାଣି ନେଲା କୁମ୍ଭୀର । ମହିଳା ଜଣକ କୋଳିଡ଼ିହ ପଞ୍ଚାୟତ ତଅଁଳାଡିହା ଗ୍ରାମର କୈଳାଶ ମହାନ୍ତିଙ୍କ ପତ୍ନୀ କାଜଲ ମହାନ୍ତି (୪୦ ବର୍ଷ) । କେନ୍ଦ୍ରାପଡ଼ା ଜିଲ୍ଲା ଆଳି ବ୍ଳକ କୋଳିଡ଼ିହ ପଞ୍ଚାୟତରେ ଏଭଳି ଘଟଣା ଘଟିଛି ।  

ସୂଚନା ମୁତାବକ, ସୋମବାର କାଜଲ ଖରସ୍ରୋତା ନଦୀ ସହିତ ସଂଲଗ୍ନ ତଅଁଳାଡିହା ଜୋରକୁ ଗାଧୋଇବାକୁ ଯାଇଥିଲେ । ସେ ଗାଧୋଇବାକୁ ଯାଇ ଦୀର୍ଘ ସମୟ ହେବ ଘରକୁ ଫେରି ନଥିଲେ । ଘରକୁ ନଫେରିବାରୁ ପରିବାର ଲୋକ ଖୋଜାଖୋଜି କରି ଜୋର ନିକଟକୁ ଆସିଥିଲେ । ଜୋର ନିକଟକୁ ଆସି କାଜଲଙ୍କ କପଡା ଥୁଆ ହୋଇଥିବା ଦେଖିବାକୁ ପାଇଥିଲେ । ଗ୍ରାମବାସୀ ଜୋରରେ ଖୋଜାଖୋଜି ଆରମ୍ଭ କରି ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ । ହେଲେ ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ନାହାଁନ୍ତି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.