ପ୍ରମୂଖ ଖବର
  • ବାଲିଗୁଡା : ଦୁର୍ଗାପାଙ୍ଗାରେ ମହାମାରୀ ରୂପ ନେଉଛି ଝାଡାବାନ୍ତି; ୬ ମୃତ,୧୫ରୁ ଉର୍ଦ୍ଧ୍ୱ ଆକ୍ରାନ୍ତ
  • ||
  • ହିନ୍ଦୋଳ : ପୋଖରୀରେ ବୁଡି ମହିଳା ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଭୁବନ : ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ହତ୍ୟା କରି କୂଅରେ ପକାଇଲା ସ୍ୱାମୀ
  • ||
  • ସାଲେପୁର : ଅନଲାଇନ୍ ଗେମ୍ ଖେଳିବା ପଡ଼ିଲା ମହଙ୍ଗା, ଲକ୍ଷାଧିକ ଟଙ୍କା ହାରି ଜୀବନ ହାରିଲେ ଯୁବକ
  • ||
  • ନୟାଗଡ : ବନ୍ଧୁକ ଦେଖାଇ କେନ୍ଦୁପତ୍ର ଫଡି ଘରୁ ଲୁଟ୍‌, ଲକ୍ଷାଧିକ ଟଙ୍କାର କେନ୍ଦୁପତ୍ର ସହ ଟଙ୍କା ଏବଂ ମୋବାଇଲ୍ ଲୁଟି ନେଲେ ଦୁର୍ବୃତ୍ତ
  • ||
  • ଜଳେଶ୍ବର : ବନ୍ଧୁକ ମୁନରେ ଲକ୍ଷାଧିକ ଟଙ୍କାର ସୂନା ଗହଣା ଏବଂ ନଗଦ ଟଙ୍କା ଲୁଟ୍‌, ଜଣେ ଅଟକ
  • ||
  • ଶୁକ୍ରବାର ମୁଖ୍ୟମନ୍ତ୍ରୀ ନିବାସ ଖାଲି କରିବେ ଅରବିନ୍ଦ କେଜରିୱାଲ, ଆପ୍‌ ମୁଖ୍ୟାଳୟ ନିକଟରେ ଚୂଡ଼ାନ୍ତ ହୋଇଛି ଘର
  • ||
  • ଭରତପୁର ଥାନାରେ ହଙ୍ଗାମା ମାମଲା, ଆଜି ୫ ପୁଲିସ ଅଧିକାରୀଙ୍କ ପଲିଗ୍ରାଫ୍‌ ପରୀକ୍ଷା
  • ||
  • କାମାକ୍ଷାନଗର : ଶୌଚ ହେବାକୁ ଯାଇଥିବାବେଳେ ଧକ୍କା ଦେଲା ଟ୍ରେନ୍, କଟିଗଲା ଯୁବକଙ୍କ ବାମ ଗୋଡ଼
  • ||
  • ବାଲେଶ୍ୱର : ରାଇସ୍‌ ମିଲ୍‌ ମାଲିକଙ୍କ ଦବଙ୍ଗଗିରି, ଖବର ସଂଗ୍ରହ ବେଳେ ସାମ୍ୱାଦିକଙ୍କୁ ଆକ୍ରମଣ
  • ||
  • UAEରେ ବାଜିବ ମହିଳା ଟି-ଟ୍ୱେଣ୍ଟି ୨୦୨୪ ବିଶ୍ୱକପ୍ ବିଗୁଲ, ୧୦ ଦଳ, ୨୩ ମ୍ୟାଚ୍‌, ୨ ଭେନ୍ୟୁରେ ଖେଳାଯିବ
  • ||
  • ଦକ୍ଷିଣ ପୂର୍ବ ବାଂଲାଦେଶ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟ, ୪ରେ ସୁଦ୍ଧା ଲଘୁଚାପ: ଆଇଏମ୍‌ଡି ଡିଜି
  • ||

ନବଗ୍ରହଙ୍କ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼, ମାନସିକ ପାଇଁ କାହିଁ କେତେ ଦୂରରୁ ଧାଇଁ ଆସିଛନ୍ତି ଭକ୍ତ

କୋଣାର୍କ,୧୫/୧୦: କାର୍ତ୍ତିକ ମାସ ପ୍ରଥମ ଶନିବାର ସୂର୍ଯ୍ୟମନ୍ଦିର ବେଢା ନିକଟସ୍ଥ ନବଗ୍ରହ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ ଲାଗି ରହିଥିଲା I ବିଭିନ୍ନ ସ୍ଥାନରୁ ଆସିଥିବା ଶ୍ରଦ୍ଧାଳୁ ଗ୍ରହ ପୀଡାରୁ ମୁକ୍ତି ନିମନ୍ତେ ଆଧ୍ୟାତ୍ମିକ ପରିବେଶରେ ପୂଜାର୍ଚ୍ଚନା ଓ ହୋମଯଜ୍ଞ କରିଥିଲେI ପିଲାମାନଙ୍କ ପାଇଁ ମାନସିକ ରଖି ନବଗ୍ରହ ପୀଠରେ ଶିଶୁ ମାନଙ୍କୁ ବାଲିରେ ଅଣ୍ଟା ପର୍ଯ୍ୟନ୍ତ ପୋତିଲେ ପୋଲିଓ, ବାତ ରୋଗ ଆଦି ଭଲ ହୋଇଥାଏ ବୋଲି ବିଶ୍ୱାସ ରହିଛି। ପ୍ରତ୍ୟେକ ବର୍ଷ ଏହିପରି ଭାବରେ ଏହି ଦେବପୀଠରେ ଭକ୍ତଙ୍କ ଭିଡ଼ ଜମେ। କାହିଁ କେତେ ଦୂରରୁ ଶ୍ରଦ୍ଧାଳୁ ଓ ମାନସିକଧାରୀ ମାନେ ଆସି ଏଠାରେ ନବଗ୍ରହଙ୍କ ପୂଜାର୍ଚ୍ଚନା କରିଥାଆନ୍ତି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.