ପ୍ରମୂଖ ଖବର
  • ଭୁବନେଶ୍ୱର : ବିଦେଶୀ ମଦ ଦୋକାନ ଉପରେ ଅବକାରୀ ବିଭାଗର ରେଡ୍‌, ପାଣି ମିଶା ମଦ ଜବତ
  • ||
  • ତେଲକୋଇ : ବେଣା ଗାଁରେ ହାତୀପଲଙ୍କ ଉତ୍ପାତ; ଧାନ ସହ ଖାଇଗଲେ ଟଙ୍କା, ସରକାରୀ ସହାୟତା ପାଇଁ ଗ୍ରାମବାସୀଙ୍କ ଦାବି
  • ||
  • ପାଟଣା : ଚମ୍ପୁଆ ରେଞ୍ଜରେ ଦନ୍ତା ଆହତ, ସ୍ବାସ୍ଥ୍ୟାବସ୍ଥା ଅନୁଧ୍ୟାନ କରୁଛି ବିଶେଷଜ୍ଞ ଟିମ୍
  • ||
  • ମାର୍ଶାଘାଇ : ରେଳ ପୋଲ ଉପରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ଭଞ୍ଜନଗର : ବଚସାକୁ କେନ୍ଦ୍ର କରି ଦୁଇ ଭାଇଙ୍କୁ ମରଣାନ୍ତକ ଆକ୍ରମଣ; ବଡ଼ ଭାଇ ମୃତ, ସାନ ଭାଇ ଗୁରୁତର
  • ||
  • ପୁରୁଷ ହକି ଏସିଆନ ଚାମ୍ପିଅନ୍ସ ଟ୍ରଫି: ଆଜି ଚୀନ-ପାକିସ୍ତାନ୍, ଭାରତ-କୋରିଆ ସେମି ଫାଇନାଲ୍‌ ଲଢ଼େଇ
  • ||
  • କରଞ୍ଜିଆ : ଶିମିଳିପାଳ ଅଭୟାରଣ୍ୟରେ ପ୍ରବଳ ବର୍ଷା, ୧୨ ଘଣ୍ଟାରେ ୧୮୩.୮୯୬ ମିମି ବର୍ଷା ରେକର୍ଡ
  • ||
  • ଜଳେଶ୍ବର : ବିପଦ ସଙ୍କେତ ପାର୍‌ କଲା ଜଳକା ନଦୀ, ତଳିଆ ଅଞ୍ଚଳବାସୀ ଭୟଭୀତ
  • ||
  • ଶ୍ରୀମନ୍ଦିରରେ ବଳିବାମନ ବେଶ ନୀତି, ବାମନରୂପି ବାଳକ ରୂପରେ ମହାପ୍ରଭୁ ରତ୍ନ ସିଂହାସନରେ ଉଭା ହେବେ
  • ||
  • ପାଟଣା : ତେଲ ନଦୀ ପୋଲ ଉପରେ ୩ ଫୁଟର ବନ୍ୟାଜଳ ପ୍ରବାହିତ, କେନ୍ଦୁଝର ଓ ମୟୁରଭଞ୍ଜ ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ
  • ||
  • ଆଜି ବି ପ୍ରବଳ ଢାଳିବ ବର୍ଷା: ଦୁଇ ଜିଲ୍ଲାକୁ ଆଲର୍ଟ, ସତର୍କ ରହିବାକୁ ନିର୍ଦ୍ଦେଶ ଦେଲେ ଏସ୍‌ଆରସି
  • ||
  • ବୌଦ୍ଧ : ବାଟୋଇଙ୍କୁ ଧକ୍କା ଦେଇ ଗଛକୁ ପିଟିଲା ପିକ୍ଅ‌ପ୍ ଭ୍ୟାନ୍‌, ୯ ଗୁରୁତର
  • ||

ନଭେମ୍ବର ୧୫ରୁ ଆରମ୍ଭ ହେବ କଟକ ବାଲିଯାତ୍ରା, ପ୍ରଥମ ଥର ପଡିଆରେ ରହିବ ଗ୍ରୀନ କରିଡର

କଟକ, ୪।୯ :   ନଭେମ୍ବର ୧୫ ତାରିଖରୁ ଆରମ୍ଭ ହେବ  ଐତିହାସିକ  କଟକ ବାଲିଯାତ୍ରା। ଚଳିତ ବର୍ଷ ବୃଦ୍ଧି ପାଇବ ବାଲିଯାତ୍ରାର କଳେବର  । ପ୍ରଥମ ଥର ଲାଗି ବାଲିଯାତ୍ରା ପଡିଆରେ ରହିବ ଗ୍ରୀନ କରିଡର  ବୋଲି କଟକ ଜିଲ୍ଲାପାଳ ଦତ୍ତାତ୍ରେୟ ଭାଓ ସାହେବ୍ ସିନ୍ଧେ ସୂଚନା ଦେଇଛନ୍ତି। 

ଐତିହାସିକ ବାଲିଯାତ୍ରା ପାଇଁ  କଟକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଗୁରୁତ୍ୱପୂର୍ଣ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ  ନଭେମ୍ବର ୧୫ ତାରିଖରୁ ବାଲିଯାତ୍ରା ଆରମ୍ଭ ହେବ ବୋଲି ନିଷ୍ପତ୍ତି ନିଆଯାଇଛି।   ଚଳିତ ବର୍ଷ  ବାଲିଯାତ୍ରାର କଳେବର ବୃଦ୍ଧି ପାଇବ । ବୁଧବାର, ଶୁକ୍ରବାର ଓ ରବିବାର ଭିଡ଼କୁ ନେଇ ସ୍ୱତନ୍ତ୍ର ବ୍ୟବସ୍ଥା ହେବ ।  ଯାନବାହନ ରଖିବା ପାଇଁ ପାର୍କିଂ ସ୍ଥଳ ଅଧିକ ହେବ । ପ୍ରଥମ ଥର ଲାଗି ବାଲିଯାତ୍ରା ପଡିଆରେ  ଗ୍ରୀନ କରିଡର ରହିବ । ବାଲିଯାତ୍ରା ସମୟରେ ପଡିଆରେ ୫ ଟି ଆମ୍ବୁଲାନ୍ସ ରହିବ  ।  ସେହିପରି ଓରମାସ ଷ୍ଟଲ ସଂଖ୍ୟା ୫୦୦ କୁ ବୃଦ୍ଧି ପାଇବ। ଭାରତୀୟ ନେଭି ସ୍ୱତନ୍ତ୍ର କଳା କୌଶଳ ବାଲିଯାତ୍ରା ପଡିଆରେ ପ୍ରଦର୍ଶନ କରିବେ। ବୈଠକ ପରେ ଜିଲ୍ଲାପାଳ ଦତ୍ତାତ୍ରେୟ ଭାଓ ସାହେବ୍ ସିନ୍ଧେ  ଏ ସମ୍ପର୍କରେ ସୂଚନା ଦେଇଛନ୍ତି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.