ପ୍ରମୂଖ ଖବର
  • ବାଲେଶ୍ୱର : ଯାତ୍ରା ଦେଖିବାକୁ ଯାଇ ଫେରିଲେନି ଯୁବକ, ଉଦ୍ଧାର ହେଲା ମୃତଦେହ
  • ||
  • ଖସିଲା ସୁନା ଦର, ୨୪ କ୍ୟାରେଟ୍ ୧୦ ଗ୍ରାମ ପିଛା ୮୮, ୪୦୧ ଟଙ୍କାକୁ ହ୍ରାସ , ରୂପା ଦର କିଲେ ପିଛି ୮୮, ୩୭୫ ଟଙ୍କାକୁ ଖସିଲା
  • ||
  • ଦକ୍ଷିଣ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ଉତ୍ତରପଶ୍ଚିମ ଦିଗରେ ଗତି କରିବ
  • ||
  • କଟକ : ବସ୍-ଅଟୋ ମୁହାଁମୁହିଁ ଧକ୍କା, ୩ ଗୁରୁତର
  • ||
  • ପୁରୀ : ସର୍ଟ ସର୍କିଟରୁ ଆମ୍ୱୁଲାନ୍ସରେ ଲାଗିଲା ନିଆଁ, ଅଳ୍ପରେ ବର୍ତ୍ତିଲେ ରୋଗୀ
  • ||
  • ବୌଦ୍ଧ : ୨ କୁଇଣ୍ଟାଲ ଗଞ୍ଜେଇ ସହିତ କାର୍‌ ଏବଂ ବାଇକ୍ ଜବତ, ୩ ଗିରଫ
  • ||
  • ଖୋର୍ଦ୍ଧା : ଷଢେଇଗଡ ଗାଁରେ ବୋମା ବିସ୍ଫୋରଣ: ଜଣେ ମୃତ, ଜଣେ ଗୁରୁତର
  • ||
  • ହାଇଦ୍ରାବାଦର ଚତୁର୍ଥ ପରାଜୟ, ୭ ୱିକେଟ୍‌ରେ ଜିତିଲା ଗୁଜରାଟ, ଆଜି ମୁମ୍ବାଇକୁ ଭେଟିବ ବେଙ୍ଗାଲୁରୁ
  • ||
  • ଓଡ଼ିଆ ନୂଆବର୍ଷ ପୂର୍ବରୁ ବିଜେଡି ସାଙ୍ଗଠନିକ ନିର୍ବାଚନ, ଆଜି ଶଙ୍ଖ ଭବନରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ
  • ||
  • ଗଞ୍ଜାମ : ବିଷ ପିଇ ଗୋଟିଏ ପରିବାରର ୩ ଜଣଙ୍କ ମୃତ୍ୟୁ, ଛାନଭିନ୍‌ କରୁଛି ପୋଲିସ
  • ||

ଟ୍ରକ୍‌ ଧକ୍କାରେ ସାଇକେଲ ଆରୋହୀଙ୍କ ମୃତ୍ୟୁ

Published By : Harapriya Sethi | April 4, 2025 11:55 AM

ସୋର, ୦୪/୦୪: ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ବାରିକପୁର ପେଟ୍ରୋଲପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣା । ଟ୍ରକ୍‌ ଧକ୍କାରେ ଜଣେ ସାଇକେଲ ଚାଳକଙ୍କର ମୃତ୍ୟୁ ହୋଇଛି । ମୃତକ ଦାଣ୍ଡ ହରିପୁର ଗ୍ରାମର ଅଭିରାମ ମଳିକ ବୋଲି ଜଣାପଡ଼ିଛି ।

ସୂଚନା ମୁତାବକ, ଶୁକ୍ରବାର ସକାଳେ ଦାଣ୍ଡ ହରିପୁର ଗ୍ରାମର ଅଭିରାମ ମଳିକ ସାଇକେଲ ଯୋଗେ ବାରିକପୁର ହାଟକୁ ଯାଉଥିଲେ। ଆଦିରୂପା ପେଟ୍ରୋଲ ପମ୍ପ ସମ୍ମୁଖରେ ସେ ଯାଉଥିବା ବେଳେ ଟାଙ୍କିରୁ ଏକ ଟ୍ରକ୍‌ ବାହାରି ସାଇକେଲ ସହ ଅଭିରାମଙ୍କୁ ଧକ୍କା ଦେଇଥିଲା। ଫଳରେ ଘଟଣା ସ୍ଥଳରେ ଅଭିରାମଙ୍କର ମୃତ୍ୟୁ ହୋଇଯାଇଥିଲା । ଖବର ପାଇ ସୋର ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ସୋର ମେଡିକାଲକୁ ପଠାଇଛି । ଏହା ସହ ଟ୍ରକ୍‌କୁ ଜବତ କରି ଥାନାକୁ ଆଣି ତଦନ୍ତ ଆରମ୍ଭ କରିଛି ପୋଲିସ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.