ପ୍ରମୂଖ ଖବର
  • ମୟୂରଭଞ୍ଜରୁ ଅପହରଣ ଯାଜପୁରରୁ ୪ ବର୍ଷର ଶିଶୁକନ୍ୟା ଉଦ୍ଧାର, ଠକ କିନ୍ନର ଏବଂ ସହଯୋଗୀ ଗିରଫ
  • ||
  • ସୋମବାର ହେବ ମହାପ୍ରଭୁଙ୍କ ପଇତାଲାଗି ନୀତି, ୫ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ
  • ||
  • ଦେବଗଡ଼ : ଝୁଲନ୍ତା ଅବସ୍ଥାରେ ଅଜଣା ଶବ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ଅର୍ଚ୍ଚନା-ଜଗବନ୍ଧୁ ସମ୍ପର୍କରେ ନୂଆ ମୋଡ଼, ଛାଡପତ୍ର ପାଇଁ ଫ୍ୟାମିଲି କୋର୍ଟରେ ଆବେଦନ
  • ||
  • ୨୧ରେ ମହାପ୍ରଭୁଙ୍କ ପଇତା ଲାଗି ଓ ୨୩ରେ ବନକଲାଗି ନୀତି, ଶ୍ରୀମନ୍ଦିରରେ ଦର୍ଶନ କଟକଣା
  • ||
  • କଟକ : ଦୋକାନକୁ ମାଡ଼ିଗଲା ଟ୍ରାକ୍ଟର, ଅଳ୍ପକେ ବଞ୍ଚିଗଲେ ପାନ ଦୋକାନୀ
  • ||
  • ଭୁବନେଶ୍ୱର : ପୂର୍ବ ଶତ୍ରୁତାକୁ ନେଇ ଫୁଟିଲା ଗୁଳି, ଯୁବକ ଆହତ
  • ||
  • ଆସନ୍ତା ୨୪ ଯାଏ ଦକ୍ଷିଣ ଓଡ଼ିଶାରେ କାଳବୈଶାଖୀ ବର୍ଷା ସମ୍ଭାବନା, ଆଜି ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ||

ଜଙ୍ଗଲରୁ ଅଚିହ୍ନା ଯୁବତୀର ଗଳିତ ମୃତଦେହ ଉଦ୍ଧାର

Published By : Prameya | April 12, 2025 10:22 PM

ମାଲକାନଗିରି,୧୨।୪ (ଆପ୍ର ): ମାଲକାନଗିରି ଥାନା ଅନ୍ତର୍ଗତ ରେଙ୍ଗାବନ୍ଧ ଗ୍ରାମ ଜଙ୍ଗଲ ନିକଟରେ ଜଣେ  ଯୁବତୀଙ୍କ ଗଳିତ ମୃତ ଦେହ ଉଦ୍ଧାର କରିଛି ପୁଲିସ। ଯୁବତୀଙ୍କ ବୟସ ୩୦ ବର୍ଷ ମଧ୍ୟରେ ହେବ। ଯୁବତୀଙ୍କ ପରିଚୟ ଜଣାପଡି ନାହିଁ। 

ଜରେ ଯୁବତୀର ଗଳିତ ମୃତ ଦେହ ରେଙ୍ଗାବନ୍ଧ ଗ୍ରାମ ନିକଟରେ ଥିବା ଜଙ୍ଗଲ ମଧ୍ୟରେ ପଡି ରହିଥିବା ନେଇ ପୋଲିସକୁ କିଛି ଗ୍ରାମବାସୀ ଖବର ଦେଇଥିଲେ। ଏନେଇ ଖବର ପାଇଁ ମାଲକାନଗିରି ଥାନା ଅଧିକାରୀ ରିଗାନ କିଣ୍ଡୋଙ୍କ ନିର୍ଦେଶ ଅନୁଯାୟୀ ଏକ ଟିମ ସେଠାରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିବା ସହ ମର ଶରୀରକୁ ଜବତ କରିଛି। ଘଟଣା ସ୍ଥଳରୁ କିଛି ପୋଷାକ, ଚପଲ ମଧ୍ୟ ଜବତ କରଯାଇଥିବା ବେଳେ ମର ଶରୀରଟି ପଚି ନଷ୍ଟ ହୋଇଯାଇଥିବା ଦେଖିବାକୁ ମିଳିଛି। ଏନେଇ ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜ୍ଜୁ କରାଯାଇ ଘଟଣାର ତଦନ୍ତ ଜାରି ରହିଛି। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.