ପ୍ରମୂଖ ଖବର
  • ୫୦୦୦ ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ ୨ କୃଷି ଅଧିକାରୀ, ଏକକାଳୀନ ୫ ଟି ସ୍ଥାନରେ ଭିଜିଲାନ୍ସ ଚଢାଉ
  • ||
  • ଭୋଗରାଇରେ ପାଗଳା କୁକୁର ଆତଙ୍କ,ଗୋଡ଼ାଇ ଗୋଡ଼ାଇ ୬ ଜଣକୁ କାମୁଡ଼ିଲା
  • ||
  • ବଡ଼ମ୍ବା ପୋଲିସକୁ ସଫଳତା, ବିଭିନ୍ନ ସ୍ଥାନରୁ ଚୋରି ଘଟଣାରେ ୫ ଅଭିଯୁକ୍ତ ଗିରଫ
  • ||
  • ଦାରିଙ୍ଗବାଡ଼ି : ପାଇପ୍‌ ଫାଟି ଡ୍ରେନ୍‌ରେ ଭାସୁଛି ପାଣି, ଜଳ ଯୋଗାଣ ବିଭାଗ ନୀରବ
  • ||
  • ବଲାଙ୍ଗୀର : ବଲା ବାଇକ୍‌ ଧକ୍କାରେ ଚାଲିଗଲା ବୃଦ୍ଧଙ୍କ ଜୀବନ, ପୋଲିସର ତଦନ୍ତ ଆରମ୍ଭ
  • ||
  • ମହାକୁମ୍ଭରେ ବୁଡ଼ ପକାଇବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କାଲି ରାମଲାଲାଙ୍କୁ କରିବେ ଦର୍ଶନ
  • ||
  • ଢେଙ୍କାନାଳରେ ଫାର୍ମ ହାଉସ୍‌ ମାଲିକଙ୍କୁ ଗୁଳି କରି ହତ୍ୟା କଲେ ତିନି ଦୁର୍ବୃତ୍ତ ,କାରଣ ଅସ୍ପଷ୍ଟ
  • ||
  • ଭୁବନେଶ୍ୱର : ଟ୍ରକ୍‌ ଧକ୍କାରେ ସାଇକେଲ ଆରୋହୀ ମୃତ, ପରିଚୟ ଅସ୍ପଷ୍ଟ
  • ||
  • ଚାମ୍ପିଅନ୍ସ ଟ୍ରଫିରେ ବିଗ୍ ଫାଇଟ୍, ସୁପର ସନଣ୍ଡେରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମୁକାବିଲା
  • ||
  • ରାଜ୍ୟରେ ଆଉ ଦୁଇ ଦିନ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି
  • ||

ପରିତ୍ୟକ୍ତ ଘରୁ ଯୁବକଙ୍କ ମୃତଦେହ ଉଦ୍ଧାର, ପୋଲିସର ତଦନ୍ତ ଆରମ୍ଭ

Published By : Harapriya Sethi | January 24, 2025 12:21 PM

ବାଲିପାଟଣା,୨୪/୦୧: ପରିତ୍ୟକ୍ତ ଘରେ ପଡିଛି ଯୁବକଙ୍କ ମୃତଦେହ । ମୃତକ ବିଶ୍ଵନାଥପୁର ଗ୍ରାମର କୁନିଲ ପାଣିଗ୍ରାହୀ । ଯୁବକଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ଥିବା ବେଳେ ଘଟଣା ସ୍ଥଳରେ ବାଲିପାଟଣା ପୋଲିସ ତଦନ୍ତ ଚଳାଇଛି । ଖୋର୍ଦ୍ଧା ଜିଲ୍ଲା ବାଲିପାଟଣା ଥାନା ଅନ୍ତର୍ଗତ ବିଶ୍ଵନାଥପୁର ଛକ ନିକଟସ୍ଥ ଏକ ପରିତ୍ୟକ୍ତ ଘରେ ଏଭଳି ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି । 

ସୂଚନା ମୁତାବକ, ବିଶ୍ଵନାଥପୁର ଛକ ନିକଟରେ ଥିବା ଏକ ପରିତ୍ୟକ୍ତ ଘରେ ଜଣେ ଯୁବକଙ୍କ ମୃତଦେହ ଦେଖିବାକୁ ପାଇଥିଲେ ସ୍ଥାନୀୟଲୋକେ । ଏହା ଦେଖି ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣା ସ୍ଥଳରେ ବାଲିପାଟଣା ପୋଲିସ ପହଞ୍ଚି ଯୁବକଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି ପୋଲିସ । ଏହା ସହ ଯୁବକଙ୍କ ମୃତ୍ୟୁର କାରଣ ଖୋଜି ଘଟଣାର ତଦନ୍ତ ଚଳାଇଛି ପୋଲିସ ।   

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.