ପ୍ରମୂଖ ଖବର
  • ଲର୍ଡସ୍ ଟେଷ୍ଟ: ଦ୍ୱିତୀୟ ଇନିଂସରେ ଇଂଲଣ୍ଡ ଅଲଆଉଟ୍, ଭାରତ ଆଗରେ ୧୯୩ ରନର ବିଜୟ ଲକ୍ଷ୍ୟ
  • ||
  • ନିର୍ବାଚନ ପୂର୍ବରୁ ନୀତୀଶ କୁମାରଙ୍କ ବଡ଼ ଘୋଷଣା, ଆସନ୍ତା ୫ ବର୍ଷ ମଧ୍ୟରେ ଏକ କୋଟି ଚାକିରି ଦେବେ ସରକାର
  • ||
  • ଆଇପିଏସ୍ ସୋନାଲି ମିଶ୍ର ଆରପିଏଫର ପ୍ରଥମ ମହିଳା ମହାନିର୍ଦ୍ଦେଶକ
  • ||
  • କୋଲାକାତା ଆଇଆଇଏମରେ ଦୁଷ୍କର୍ମ ମାମଲା, ତଦନ୍ତ ଲାଗି ଏସ୍ଆଇଟି ଗଠିତ
  • ||
  • ଭୁବନେଶ୍ୱର : ଏମ୍ସରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ; ଏମ୍ସର ନିର୍ଦ୍ଦେଶକଙ୍କ ସହ କରିଲେ ଆଲୋଚନା
  • ||
  • FM କଲେଜରେ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣା; ପୀଡ଼ିତାଙ୍କ ପରିବାରକୁ ଭେଟିବେ ମୁଖ୍ୟମନ୍ତ୍ରୀ
  • ||
  • ରାଜ୍ୟସଭାକୁ ୪ ମନୋନୀତ, ମନୋନୀତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ବାଲେଶ୍ବର: ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌, ୨୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା, ଆଜି ରାଜ୍ୟର ୪୪ କେନ୍ଦ୍ରରେ ୨୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
  • ||
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

ବିଲରୁ ହାତୀର ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ

Published By : Harapriya Sethi | January 29, 2025 11:41 AM

ଭୁବନେଶ୍ୱର,୨୯/୦୧: ଯୁଯୁମୁରା ରେଞ୍ଜ ଯାଦୁ ଲୋଇସିଂହରେ ପୁଣି ଜୀବନ ହାରିଲା ହାତୀ । ଗାଁ ପାଖ ବିଲରୁ ଉଦ୍ଧାର ହେଲା ହାତୀର ମୃତଦେହ । ହାତୀର ଆନୁମାନିକ ବୟସ ୨୦ ବର୍ଷ ହୋଇଥିବାବେଳେ ଏହା ଏକ ଦନ୍ତା ହାତୀ ବୋଲି ଜଣାପଡିଛି । ସମ୍ୱଲପୁରରେ ଏଭଳି ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି ।

ସୂଚନା ମୁତାବକ,  ଯାଦୁ ଲୋଇସିଂହ ଗାଁ ବିଲ ପାଖରେ ଏକ ଦନ୍ତା ହାତୀର ମୃତଦେହ ପଡ଼ିଥିବାର ଦେଖିବାକୁ ପାଇଥିଲେ ସ୍ଥାନୀୟଲୋକେ । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ବନ ବିଭାଗର କର୍ମଚାରୀଙ୍କୁ ଖବର ଦେଇଥିଲେ । ଖବର ପାଇ ଘଟଣା ସ୍ଥଳରେ ବିଭାଗର କର୍ମଚାରୀ ପହଞ୍ଚି ହାତୀଟିର ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛନ୍ତି । ଏହା ସହ ହାତୀର ମୃତ୍ୟୁର କାରଣ ଖୋଜି, ତାର ତଦନ୍ତ ଚଳାଇଛି ବନ ବିଭାଗର ଟିମ୍‌ । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.