ପ୍ରମୂଖ ଖବର
  • କଟକ : ଗୁଡ଼ି ଦୋକାନରେ ପୋଲିସର ରେଡ୍‌, ଜବତ ହେଲା ଚାଇନିଜ୍‌ ମାଞ୍ଜା ସୂତା
  • ||
  • ହିନ୍ଦୋଳ : ଘରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ସ୍ୱାମୀ ଅଟକ
  • ||
  • ହିନ୍ଦୋଳ : କ୍ରିକେଟ୍‌ ଖେଳକୁ ନେଇ ବେଡ଼ାପଡ଼ା ଗାଁରେ ଗୋଷ୍ଠୀ ସଂଘର୍ଷ, ଜଣେ ଗୁରୁତର
  • ||
  • ଡମଣା ଛକ ନିକଟରେ ସିରିଜ ଦୁର୍ଘଟଣା, ଅଳ୍ପକେ ବର୍ତ୍ତିଲେ ସ୍କୁଟି ଚାଳକ
  • ||
  • ସୋମବାର ଆୟୁଷ୍ମାନ୍‌ ଭାରତ ପାଇଁ ହେବ ବୁଝାମଣା ପତ୍ର ସ୍ୱାକ୍ଷର, ଦିଲ୍ଲୀରେ ଉପସ୍ଥିତ ରହିବେ ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ
  • ||
  • ଶ୍ରୀଲିଙ୍ଗରାଜଙ୍କ ପୁଷ୍ୟାଭିଷେକ ନୀତି: ୧୦୮ ଗରା ତୀର୍ଥ ଜଳରେ ସ୍ନାନ କରିବେ ମହାପ୍ରଭୁ
  • ||
  • ଘନ କୁହୁଡିରେ ଲୁଚିଗଲା ସୂର୍ଯ୍ୟମନ୍ଦିର, ସୂକ୍ଷ୍ମ କାରୁକାର୍ଯ୍ୟ ଦେଖି ପାରିଲେନି ପର୍ଯ୍ୟଟକ
  • ||
  • କରଞ୍ଜିଆ : ଚିକିତ୍ସାଧିନ ଅବସ୍ଥାରେ ପ୍ରାଣ ହରାଇଲା ‘ମହେନ୍ଦ୍ର’ ହାତୀ, ବ୍ୟବଚ୍ଛେଦ ପରେ ହେବ ଶବ ସଂସ୍କାର
  • ||
  • ଶ୍ରୀମନ୍ଦିରରେ ଦେବାଭିଷେକ ନୀତି: ଆଜି ମହାପ୍ରଭୁଙ୍କ ରାଜାଧିରାଜ ଓ ନବାଙ୍କ ବେଶ
  • ||
  • ସୁବର୍ଣ୍ଣପୁର : ଇଥାନଲ ପ୍ଲାଣ୍ଟ ମେସିନରେ ଚାପି ହୋଇ ଶ୍ରମିକଙ୍କ ମୃତ୍ୟୁ
  • ||

ଭୁବନେଶ୍ଵର ସ୍ଥିତ ସପ୍ତମ ବାଟାଲିୟନରୁ ସିପାହୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଆତ୍ମହତ୍ୟା କରିଥିବା ସନ୍ଦେହ

Published By : Prameya | July 12, 2024 11:25 AM

ଭୁବନେଶ୍ଵର, ୧୨/୦୭ : ଭୁବନେଶ୍ଵର ସ୍ଥିତ ସପ୍ତମ ବାଟାଲିୟନରୁ ସିପାହୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର। ଏକ ଗଛରୁ ସିପାହୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ସିପାହୀ ଜଣଙ୍କ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି।

ସୂଚନାନୁଯାୟୀ, ସପ୍ତମ ବାଟାଲିୟନର ସିପାହୀ ଦୁର୍ଯୋଧନ ମହାନ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ସେ ୨୦୦୨ ବ୍ୟାଚ୍‌ର ସିପାହୀ ଥିଲେ। ଗଛରେ ଦଉଡି ଲଗାଇ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ଘଟଣାକୁ ନେଇ ମୈତ୍ରୀ ବିହାର ଥାନା ପୋଲିସ ଛାନଭିନ୍ ଚଳାଇଛି। ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇଛି। ପୋଷ୍ଟମର୍ଟମ ପରେ ସବିଶେଷ ତଥ୍ୟ ମିଳିପାରିବ ବୋଲି ପୋଲିସ କହିଛି। ସେପଟେ ପାରିବାରିକ କନ୍ଦଳ ଓ କିଛି ବକେୟା ଟଙ୍କା ପାଇଁ ଦୁର୍ଯୋଧନ ଏଭଳି ଚରମ ନିଷ୍ପତ୍ତି ନେବା କଥା ଜଣାପଡିଛି।

  • prameyanews
  • PrameyaOdia
  • prameya
  • Prameya Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.