ପ୍ରମୂଖ ଖବର
  • ଭୁବନେଶ୍ୱର : ବିଦେଶୀ ମଦ ଦୋକାନ ଉପରେ ଅବକାରୀ ବିଭାଗର ରେଡ୍‌, ପାଣି ମିଶା ମଦ ଜବତ
  • ||
  • ତେଲକୋଇ : ବେଣା ଗାଁରେ ହାତୀପଲଙ୍କ ଉତ୍ପାତ; ଧାନ ସହ ଖାଇଗଲେ ଟଙ୍କା, ସରକାରୀ ସହାୟତା ପାଇଁ ଗ୍ରାମବାସୀଙ୍କ ଦାବି
  • ||
  • ପାଟଣା : ଚମ୍ପୁଆ ରେଞ୍ଜରେ ଦନ୍ତା ଆହତ, ସ୍ବାସ୍ଥ୍ୟାବସ୍ଥା ଅନୁଧ୍ୟାନ କରୁଛି ବିଶେଷଜ୍ଞ ଟିମ୍
  • ||
  • ମାର୍ଶାଘାଇ : ରେଳ ପୋଲ ଉପରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ଭଞ୍ଜନଗର : ବଚସାକୁ କେନ୍ଦ୍ର କରି ଦୁଇ ଭାଇଙ୍କୁ ମରଣାନ୍ତକ ଆକ୍ରମଣ; ବଡ଼ ଭାଇ ମୃତ, ସାନ ଭାଇ ଗୁରୁତର
  • ||
  • ପୁରୁଷ ହକି ଏସିଆନ ଚାମ୍ପିଅନ୍ସ ଟ୍ରଫି: ଆଜି ଚୀନ-ପାକିସ୍ତାନ୍, ଭାରତ-କୋରିଆ ସେମି ଫାଇନାଲ୍‌ ଲଢ଼େଇ
  • ||
  • କରଞ୍ଜିଆ : ଶିମିଳିପାଳ ଅଭୟାରଣ୍ୟରେ ପ୍ରବଳ ବର୍ଷା, ୧୨ ଘଣ୍ଟାରେ ୧୮୩.୮୯୬ ମିମି ବର୍ଷା ରେକର୍ଡ
  • ||
  • ଜଳେଶ୍ବର : ବିପଦ ସଙ୍କେତ ପାର୍‌ କଲା ଜଳକା ନଦୀ, ତଳିଆ ଅଞ୍ଚଳବାସୀ ଭୟଭୀତ
  • ||
  • ଶ୍ରୀମନ୍ଦିରରେ ବଳିବାମନ ବେଶ ନୀତି, ବାମନରୂପି ବାଳକ ରୂପରେ ମହାପ୍ରଭୁ ରତ୍ନ ସିଂହାସନରେ ଉଭା ହେବେ
  • ||
  • ପାଟଣା : ତେଲ ନଦୀ ପୋଲ ଉପରେ ୩ ଫୁଟର ବନ୍ୟାଜଳ ପ୍ରବାହିତ, କେନ୍ଦୁଝର ଓ ମୟୁରଭଞ୍ଜ ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ
  • ||
  • ଆଜି ବି ପ୍ରବଳ ଢାଳିବ ବର୍ଷା: ଦୁଇ ଜିଲ୍ଲାକୁ ଆଲର୍ଟ, ସତର୍କ ରହିବାକୁ ନିର୍ଦ୍ଦେଶ ଦେଲେ ଏସ୍‌ଆରସି
  • ||
  • ବୌଦ୍ଧ : ବାଟୋଇଙ୍କୁ ଧକ୍କା ଦେଇ ଗଛକୁ ପିଟିଲା ପିକ୍ଅ‌ପ୍ ଭ୍ୟାନ୍‌, ୯ ଗୁରୁତର
  • ||

ନିଜ ଘରୁ ମିଳିଲା ଶିକ୍ଷକଙ୍କ ମୃତଦେହ, କାରଣ ଖୋଜୁଛି ପୋଲିସ

ଭୁବନ,୨୪/୦୮: ଘରୁ ମିଳିଲା ଶିକ୍ଷକଙ୍କ ମୃତଦେହ । ମୃତକ ଜଣକ ହେଉଛନ୍ତି ମାନସ ରଞ୍ଜନ ପାଲ (୩୨ ବର୍ଷ) ।  ଭୁବନ ବିଜ୍ଞାପିତ ଅଞ୍ଚଳ ପରିଷଦର ଲତାବିଲ ସାହିରେ ଏଭଳି ଦୁଃଖଦ ଘଟଣା ଦେଖିବାକୁ ମିଳିଛି । ଯୁବ ଶିକ୍ଷକଙ୍କ ମୃତ୍ୟୁ ଖବର ପାଇ ଲତାବିଲ ସାହିରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି । 

ସୂଚନା ମୁତାବକ, ମାନସ ରଞ୍ଜନ ପାଲ ଏବଂ ତାଙ୍କ ସ୍ତ୍ରୀ ସରକାରୀ ଶିକ୍ଷକ ଭାବେ କାର୍ଯ୍ୟରତ। ସ୍ୱାମୀ-ସ୍ତ୍ରୀ ତାଙ୍କର ତିନି ବର୍ଷର ଝିଅକୁ ନେଇ ଢେଙ୍କାନାଳରେ ଏକ ଭଡା ଘରେ ରହୁଥିଲେ । ତେବେ ମାନସ ପ୍ରତି ଶୁକ୍ରବାର ନିଜ ଘର ଲତାବିଲକୁ ଆସି ବାପାମାଆଙ୍କ କଥା ବୁଝି ଶନିବାର ଢେଙ୍କାନାଳ ଫେରି ଯାଆନ୍ତି । କିନ୍ତୁ ସବୁଥର ପରି ଶୁକ୍ରବାର ଆସି ଆଉ ଫେରି ପାରି ନଥିଲେ । ତେବେ ଶନିବାର ସକାଳୁ ଘର ଭିତରୁ ମାନସଙ୍କ ମୃତ ଦେହ ଉଦ୍ଧାର ହୋଇଛି । ପରିବାର ଲୋକେ ମାନସଙ୍କୁ ଉଦ୍ଧାର କରି ଭୁବନ ମେଡିକାଲରେ ଭର୍ତ୍ତି କରାଇଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଏନେଇ ପରିବାର ଲୋକେ ଭୁବନ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଭୁବନ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ଏଥି ସହିତ ତଦନ୍ତ ଆରମ୍ଭ କରି ମୃତ୍ୟୁର କାରଣ ଖୋଜୁଛି ପୋଲିସ। 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.