ପ୍ରମୂଖ ଖବର
  • କୁଜଙ୍ଗ କୋଠିଆସାହି ନିକଟରେ ମର୍ମନ୍ତୁଦ ଦୁର୍ଘଟଣା , ହାଇଓ୍ବା ମାଡିଯିବାରୁ ବାପା-ଝିଅ ମୃତ
  • ||
  • ରାୟଗଡ଼ା : ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଠେଙ୍ଗାରେ ପିଟି ହତ୍ୟା କଲା ସ୍ୱାମୀ
  • ||
  • ବଲାଙ୍ଗୀର : ଜାମପଡା ଜଙ୍ଗଲରୁ ଯୁବକଙ୍କ ମୃତଦେହ ଠାବ, ହତ୍ୟା ଅଭିଯୋଗ
  • ||
  • ରାଜସ୍ଥାନରେ ଭୂକମ୍ପ ଝଟକା,ରିକ୍ଟର ସ୍କେଲରେ ତୀବ୍ରତା ୩.୯ ରେକର୍ଡ଼
  • ||
  • ଜଷ୍ଟିସ୍‌ ଯଶୱନ୍ତ ବର୍ମାଙ୍କୁ ଶକ୍ତ ଝଟକା; ସର୍ବୋଚ୍ଚ ଅଦାଲତରେ ଚ୍ୟାଲେଞ୍ଜ ଆବେଦନ ଖାରଜ୍
  • ||
  • କଟକ : ଅସହ୍ୟ ହେଲା ପ୍ରେମିକଙ୍କ ବ୍ଲାକମେଲ୍! ଫ୍ୟାନ୍‌ରେ ଝୁଲିପଡ଼ିଲେ ଯୁବତୀ
  • ||
  • କଟକ ଏସ୍‌ସିବି ମେଡିକାଲରେ ପହଞ୍ଚିଲା ପଟ୍ଟାମୁଣ୍ଡାଇ ଛାତ୍ରୀଙ୍କ ମୃତଦେହ, କରାଯିବ ବ୍ୟବଚ୍ଛେଦ
  • ||
  • ପଟ୍ଟାମୁଣ୍ଡାଇ ଛାତ୍ରୀ ଆତ୍ମହୁତି ଘଟଣାରେ ଆକ୍ସନ୍, ASI ଶୈଳେନ୍ଦ୍ର ନାରାୟଣ ପଲେଇଙ୍କୁ ବଦଳି ନିର୍ଦ୍ଦେଶ
  • ||
  • ବଳଙ୍ଗା ପୀଡ଼ିତାଙ୍କୁ ନ୍ୟାୟ ଦାବିରେ ବିଜେଡ଼ି ପକ୍ଷରୁ ପୁରୀ ବନ୍ଦ ଡାକରା, ସକାଳ ୬ଟାରୁ ଦିନ ୧୨ଟା ଯାଏ ଚାଲିବ
  • ||
  • ଜଗତସିଂହପୁର ରଘୁନାଥପୁର ଥାନା ଅଞ୍ଚଳରେ ମହିଳାଙ୍କୁ ଦୁଷ୍କର୍ମ ଉଦ୍ୟମ, ପ୍ରତିରୋଧ କରିବାରୁ ଲହୁ ଲୁହାଣ କଲେ ଦୁର୍ବୃତ୍ତ
  • ||
  • ଆସନ୍ତା ୮ରେ ବାଂଲାଦେଶ ଉପରେ ଘୂର୍ଣ୍ଣିବଳୟ, ଉପକୂଳ, ଆଭ୍ୟନ୍ତରୀଣ ଓଡ଼ିଶାରେ କାଁ ଭାଁ ବର୍ଷା ସମ୍ଭାବନା
  • ||
  • ନୟାଗଡ଼: ପୂର୍ବତନ ମନ୍ତ୍ରୀ ବିଭୂତି ଭୂଷଣ ସିଂହ ମର୍ଦ୍ଦରାଜଙ୍କ ପରଲୋକ, ଚିକିତ୍ସାଧିନ ଅବସ୍ଥାରେ ୭୦ ବର୍ଷ ବୟସରେ କଲେ ଶେଷ ନିଶ୍ବାସ ତ୍ୟାଗ
  • ||

ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର

Published By : Anindita Ratha | August 5, 2025 12:40 PM

ସାଲେପୁର,୦୫/୦୮:ପାଣି ଉଠାଇବାକୁ ଯିବା ହେଲା କାଳ । ନଦୀରେ ଭାସିଯାଇ ନିଖୋଜ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର। କଟକ ସାଲେପୁର ବଟେଶ୍ବର ଗ୍ରାମ ନିକଟସ୍ଥ ଚିତ୍ରୋପଳାରୁ ସାମ୍ନାକୁ ଆସିଛି ଏହି ଘଟଣା। ମୃତ ବ୍ୟକ୍ତି ଜଣକ ହେଲେ କାସିପୁର ଗ୍ରାମର ରବିନ୍ଦ୍ରନାଥ କରଙ୍କ ପୁଅ ଅମୃତ କୁମାର କର ବୋଲି ଜଣାପଡ଼ିଛି। 

ସୂଚନା ମୁତାବକ,  ଗତକାଲି ଶ୍ରାବଣ ମାସର ଶେଷ ସୋମବାର ମହାଦେବଙ୍କ ନିକଟରେ ଜଳାଅଭିଷେକ କରିବା ପାଇଁ ଅମୃତ କୁମାର ଚିତ୍ରୋପଳା ନଦୀକୁ ପାଣି ଉଠାଇବାକୁ ଯାଇଥିଲେ ।  ସେହି ସମୟରେ ନଦୀର ପ୍ରଖର ସ୍ରୋତରେ ଅମୃତ କୁମାର କର ଭାସି ନିଖୋଜ ହୋଇଯାଇଥିଲେ । ଏନେଇ ମୃତଦେହ ନଦୀ ପାଣିରେ ଭାସୁଥିବା ଦେଖି  ଅଗ୍ନିଶମ ବାହିନୀ ଚିତ୍ରୋପଳା ନଦୀରୁ ମୃତଦେହ ଉଦ୍ଧାର କରିଛି। ସେପଟେ ସାଲେପୁର ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ କଟକ ପଠାଇଦେଇଛି। 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.