ପ୍ରମୂଖ ଖବର
  • ସାରା ରାଜ୍ୟରେ ଲାଗୁ ହେବ ସୁଭଦ୍ରା ଯୋଜନା, ୧୦୦ ଦିନ ଭିତରେ ହେବ କାର୍ଯ୍ୟକାରୀ
  • ||
  • ଜନ୍ମମାଟିରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ମା' ତାରିଣୀ ପୀଠ ପାଇଁ ୫୦ କୋଟିର ଅନୁଦାନ
  • ||
  • T-20 ବିଶ୍ୱକପ୍ ସୁପର ୮ ରାଉଣ୍ଡ, ୨୧ ରନ୍‌ରେ କଙ୍ଗାରୁ ବାହିନୀ ଚିତ୍ ପଟାଙ୍ଗ, ଆଫଗାନିସ୍ତାନ ପ୍ରଥମ ବିଜୟ
  • ||
  • ଯୌନ ନିର୍ଯାତନା ମାମଲା, ପ୍ରଜ୍ବଳଙ୍କ ଭାଇ ସୂରଜ ରେଭାନ୍ନାକୁ ବାନ୍ଧିଲା ପୋଲିସ
  • ||
  • ମାଲକାନଗିରି ସହରର ଡିଏନ୍‌କେ ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଜଣେ ମହିଳା ମୃତ
  • ||
  • ସାଲେପୁର: ବାଇକ୍‌ ସହ ପୋଲରୁ ଖସି ପଡ଼ିଲେ ୨ ଆରେହୀ, ଜଣେ ମୃତ ,ଜଣେ ଗୁରୁତର
  • ||
  • ରବିବାରଠୁ ୨ ଦିନିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ମା’ ତାରିଣୀଙ୍କୁ ଦର୍ଶନ ପରେ ଜନସମାବେଶରେ ହେବେ ସାମିଲ
  • ||
  • ଶ୍ରୀମନ୍ଦିରରେ ପଟିଦିଅଁ ବିଜେ, ଜ୍ୱରରୁ ମୁକ୍ତି ପାଇଁ ମହାପ୍ରଭୁଙ୍କ ଗୁପ୍ତ ଅନବସର ସେବା ଆରମ୍ଭ
  • ||
  • ଆସନ୍ତା ଦୁଇ ଦିନ ବିକ୍ଷିପ୍ତ ସ୍ଥାନରେ ବର୍ଷା ସମ୍ଭାବନା, ୨୫ରୁ ରାଜ୍ୟରେ ପ୍ରବଳ ଛେଚିବ
  • ||

ବିଚାରଧିନ କଏଦୀଙ୍କ ମୃତ୍ୟୁ

ରାଇରଙ୍ଗପୁର, ୧୬/୬ :  ରାଇରଙ୍ଗପୁର ଉପ କାରାଗାରରେ ବିଚାରଧିନ କଏଦୀଙ୍କ ମୃତ୍ୟୁ । ମୃତ କଏଦୀ ଘଟଗାଁ ଥାନା ନୁସୁରପୋଷି ଦେହୁରୀ ସାହିର ହୋଇଥିବାବେଳେ ସେ ଖଡ଼ିଆ ଜନଜାତିର ମହିଳା ବୋଲି ଜଣାପଡ଼ିଛି ।  

ବିଳମ୍ବିତ ରାତିରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ଗତ ମେ ମାସ ୩ତାରିଖରେ ବିଶୋଇ ଥାନାର ଏକ ହତ୍ୟା ଅଭିଯୋଗରେ ସ୍ୱାମୀ ଓ ଝିଅ ସହିତ ବିଚାରଧିନ କଏଦୀ ଭାବେ ରହିଥିଲେ  । 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.