ପ୍ରମୂଖ ଖବର
  • କୋଏଲ ନଦୀରେ ବୁଡି ଛାତ୍ର ମୃତ
  • ||
  • ଭିଜିଲାନ୍ସ ଜାଲରେ ପୁଣି ଜଣେ ଯନ୍ତ୍ରୀ, ୧୦ ହଜାର ଲାଞ୍ଚ ନେବା ବେଳେ କନିଷ୍ଠ ଯନ୍ତ୍ରୀ ଅଶୋକ ଦାସଙ୍କୁ ଧରିଲା ଭିଜିଲାନ୍ସ ଟିମ୍
  • ||
  • ଆସନ୍ତା ୧୯ରୁ ହାଇକୋର୍ଟଙ୍କ ଗ୍ରୀଷ୍ମ ଅବକାଶ, ୮ ଦିନ ବସିବ ଅବକାଶକାଳୀନ ଅଦାଲତ
  • ||
  • ଆସନ୍ତା ୩୧ରେ ଆଇଟିଆଇ ନାମଲେଖା ଆବେଦନ ଶେଷ, ଜୁନ୍‌ ୬ରେ ପ୍ରଥମ ମେଧା ତାଲିକା
  • ||
  • ନିଶ୍ଚିନ୍ତକୋଇଲି ବ୍ଲକ୍‌ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ଭୋଟ୍‌ ରାଜନୀତି, ୩୦ରେ ଆସ୍ଥା ପ୍ରମାଣିତ କରିବେ ରୋଜି
  • ||
  • ଯାଜପୁରରେ ଟାଟା କରିବ ୬୩ ହଜାର କୋଟିର ପ୍ରକଳ୍ପ, ୩୪ ହଜାର ଲୋକଙ୍କୁ ମିଳିବ ନିଯୁକ୍ତି
  • ||
  • କନ୍ଧମାଳ : ଗାଧେଇବା ବେଳେ ଅଘଟଣ, ପୋଖରୀରେ ବୁଡି ଶିଶୁ ମୃତ
  • ||
  • କେନ୍ଦୁଝର : ନଦୀରେ ବୁଡି ଯୁବକଙ୍କ ମୃତ୍ୟୁ, କ୍ଷତିପୂରଣ ପାଇଁ ସ୍ଥାନୀୟଲୋକଙ୍କ ଦାବି
  • ||
  • Operation Sindoor; ଖୋଲିବ ପାକିସ୍ତାନ ପୋଲ୍, ୭ ସାଂସଦଙ୍କୁ ନେଇ ସର୍ବଦଳୀୟ ଟିମ୍‌ ଗଠନ
  • ||
  • ନୂଆପଡ଼ା: ଜୁଆ ଆଡ୍ଡା ଉପରେ ଚଢ଼ାଉ ବେ​‌ଳେ​‌ ୧୫ ଗିରଫ, ୨୭ ହଜାରୁ ଉର୍ଦ୍ଧ୍ୱ ଟଙ୍କା ଜବତ
  • ||
  • ବରଗଡ଼: ଅନୁପ ଶତପଥି ହେଲେ ବରଗଡ ଜିଲ୍ଲା ଅଦାଲତର ଭାରପ୍ରାପ୍ତ ପିପି
  • ||
  • ଗଞ୍ଜାମ : ସିନ୍ଦୂରାପଲ୍ଲୀରେ ବୁଲିଲା ଖଣ୍ଡା ଏବଂ ଠେଙ୍ଗା, ୨୦ରୁ ଉର୍ଦ୍ଧ୍ୱ ଆହତ
  • ||
  • କଟକ: ବିସ୍କୁଟ୍ କାରଖାନାରେ ଭୟଙ୍କର ଅଗ୍ନିକାଣ୍ଡ, କୋଟିଏ ଟଙ୍କାର କ୍ଷୟକ୍ଷତି, ବହୁ ଅତ୍ୟାଧୁନିକ ମେସିନ୍ ପୋଡ଼ି ପାଉଁଶ
  • ||
  • ଉପକୂଳରେ କଲବଲ କରୁଛି ଅସମ୍ଭାଳ ଗୁଳୁଗୁଳି, ୫ ଦିନ ଯାଏଁ ନିସ୍ତାର ନାହିଁ
  • ||
  • ଅନୁପ ଶତପଥି ହେଲେ ବରଗଡ ଜିଲ୍ଲା ଅଦାଲତର ଭାରପ୍ରାପ୍ତ ପିପି
  • ||
  • କଟକ : ଧାନ ବିଲକୁ ଯାଇଥିଲେ ବୃଦ୍ଧ, ବିଦ୍ୟୁତ ଆଘାତରେ ଚାଲିଗଲା ଜୀବନ
  • ||
  • କେନ୍ଦୁଝର : ହାଇୱାକୁ ପଛରୁ ପିଟିଲା ମିନି ଟ୍ରକ୍‌, ଦୁଇ ଗୁରୁତର
  • ||
  • ସମ୍ବଲପୁର: ତପସ୍ବନୀ ଏକ୍ସପ୍ରେସ୍‌କୁ ପଥର ମାଡ଼, ଭାଙ୍ଗିଲା ଟ୍ରେନ୍ କାଚ୍
  • ||
  • ରାତି ୨ଟା ୩୦ରେ ମୁନିର ଫୋନ୍ କରିଥିଲେ; କହିଲେ ଭାରତ ହମଲା କରିଦେଲା...ନୂର ଏୟାରବେସ୍‌ରେ ମିସାଇଲ ମାଡ଼କୁ ମାନିଲେ ଶେହବାଜ
  • ||
  • ରବିବାର ଇସ୍ରୋର ୧୦୧ତମ ଉତ୍‌କ୍ଷେପଣ, ଶ୍ରୀହରିକୋଟାରୁ ଲଞ୍ଚ୍‌ ହେବ ଇସ୍ରୋର ଇଓଏସ୍‌-୯ ମିଶନ
  • ||
  • IPL 2025: ୧୦ ଦିନ ପରେ ଫେରିଲା ଫଟାଫଟ୍ କ୍ରିକେଟ୍, ଆଜି ରୟାଲ ଚ୍ୟାଲେଞ୍ଜର୍ସକୁ ଭେଟିବ ନାଇଟ୍‌ ରାଇଡର୍ସ
  • ||
  • ଭୁବନେଶ୍ୱର : ବାଇକ୍‌ରେ ଆସି କାର୍‌ କାଚ ଭାଙ୍ଗିଲେ ଦୁର୍ବୃତ୍ତ, ଅଭିଯୁକ୍ତ ଫେରାର
  • ||
  • ବାସୁଦେବପୁର : ଭୋଜି ଖାଇ ଫେରିବା ବେଳେ ଓଲଟିଲା ଚାରି ଚକିଆ ଗାଡି, ୧୦ରୁ ଉର୍ଦ୍ଧ୍ଵ ଗୁରୁତର
  • ||
  • ମେ' ୨୦ ସୁଦ୍ଧା ଯୁକ୍ତ ଦୁଇ ପରୀକ୍ଷା ଫଳ, ଏବେ ଚୂଡ଼ାନ୍ତ ପର୍ଯ୍ୟାୟରେ ପ୍ରକ୍ରିୟା
  • ||

ଦିଲ୍ଲୀରେ ଆପ୍‌କୁ ବଡ଼ ଝଟକା : ଏମ୍‌ସିଡିରୁ ୧୫ କାଉନସିଲରଙ୍କ ଇସ୍ତଫା, ଘୋଷଣା କଲେ ନୂଆ ପାର୍ଟି

Published By : Prameya | May 17, 2025 3:51 PM

ନୂଆଦିଲ୍ଲୀ,୧୭।୫: ଦିଲ୍ଲୀରେ ଆମ୍ ଆଦମୀ ପାର୍ଟିକୁ ବଡ଼ ଝଟକା। ଦଳର  ୧୫ ବରିଷ୍ଠ ନେତା ଦିଲ୍ଲୀ ନଗର ନିଗମରୁ ଦେଇଛନ୍ତି ଇସ୍ତଫା।ଏହାସହ ଅଲଗା ପାର୍ଟି ତିଆରି କରିବାର କରିଛନ୍ତି ଘୋଷଣା । ଅର୍ଥାତ ଏମସିଡିରେ ତୃତୀୟ ସାମୁଖ୍ୟ ତିଆରି ହେବ।ଏହାର ନେତା ରହିବେ ମୁକେଶ ଗୋୟଲ।

ଦିଲ୍ଲୀ ନଗର ନିଗମରେ ବଡ଼ ଧରଣର ପରିବର୍ତ୍ତନ। ଏମ୍‌ସିଡି ନିର୍ବାଚନରେ ବିଜେପି କାଉନସିଲର ରାଜା ଇକବାଲ ସିଂହ ନୂଆ ମେୟର ହୋଇଥିଲେ। ତାଙ୍କୁ ୧୩୩ ଖଣ୍ଡ ଭୋଟ ମିଳିଥିଲା। କଂଗ୍ରେସ ପ୍ରାର୍ଥୀ ମନଦୀପଙ୍କୁ ମାତ୍ର ୮ଟି ଭୋଟ୍ ମିଳିଥିଲା। ଆପ୍ ମେୟର ନିର୍ବାଚନ ବହିଷ୍କାର କରିଥିଲା ଓ ନିଜର ପ୍ରାର୍ଥୀ ମଧ୍ୟ ଓହ୍ଲାଇନଥିଲା।  ଏହି ପୁରା ଘଟଣାକ୍ରମ ପରେ ଆପ୍‌ ନେତାଙ୍କ ମଧ୍ୟରେ ଅସନ୍ତୋ‌ଷ ଦେଖିବାକୁ ମିଳିଥିଲା। ଆପ୍‌ର ବରିଷ୍ଠ ନେତା ଓ ଏମ୍‌ସିଡିରେ ଗୃହର ପୂର୍ବତନ ନେତା ମୁକେଶ ଗୋହଲଙ୍କ ନେତୃତ୍ବରେ ଆପ୍‌ରେ ଫାଟ। ଗୋୟଲ ଘୋଷଣା କରିଛନ୍ତି ସେ ଓ ତାଙ୍କ ସମର୍ଥକ କାଉନସିଲର ଅଲଗା ପାର୍ଟି ତିଆରି କରିବାର ନିଷ୍ପତ୍ତି ନେଇଛନ୍ତି। ଏହି ପାର୍ଟିର ନାଁ ରହିଛି ‘ଇନ୍ଦ୍ରପ୍ରସ୍ତ ବିକାଶ ପାର୍ଟି’। ମୁକେଶଙ୍କ କହିବା ଅନୁସାରେ, ଏହି ଗୋଷ୍ଠୀ ସହ ସମସ୍ତ ୧୫ କାଉନସିଲର ଆମ ସହ ଅଛନ୍ତି। ସେମାନେ ‘ଇନ୍ଦ୍ରପ୍ରସ୍ତ ବିକାଶ ପାର୍ଟି’ର ଅଂଶ ହେବେ।  ଏହି ପଦକ୍ଷେପ ଏବେ ଆପ୍ ପାଇଁ ବଡ଼ ଚ୍ୟାଲେଞ୍ଜ ବୋଲି କୁହାଯାଉଛି। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.