ପ୍ରମୂଖ ଖବର
  • କଟକ : ନିଆଁ ଲାଗି ଜଳିଗଲା ୩ ବଖରା ଘର, କାରଣ ଅସ୍ପଷ୍ଟ
  • ||
  • କାଠଯୋଡି ନଦୀରେ ଗାଧୋଇବା ବେଳେ ଅଘଟଣ, ପାଣିରେ ବୁଡ଼ି ନାବାଳକ ମୃତ
  • ||
  • ଭଞ୍ଜନଗର : ବ୍ରାହ୍ମଣପଦର ଗ୍ରାମରେ ହତ୍ୟାକାଣ୍ଡ, ସଂଘବଦ୍ଧ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ
  • ||
  • ବେଗୁନିଆପଡ଼ା : ପୂର୍ବ ଶତ୍ରୁତାରୁ ୨ ଭାଇଙ୍କୁ ହତ୍ୟା, ପୋଲିସର ତଦନ୍ତ ଆରମ୍ଭ
  • ||
  • ଭାରସାମ୍ୟ ହରାଇ ଦଳବୋଝେଇ ଖାଲକୁ ଖସିଲା ଟ୍ୟାଙ୍କର୍‌, ଡ୍ରାଇଭର ମୃତ
  • ||
  • ତଣ୍ଡିକେରା ଛକରୁ ଦୁଇ ସନ୍ଦିଗ୍ଧଙ୍କୁ ଉଠାଇନେଲା ଚନ୍ଦନପୁର ପୁଲିସ, ଚାଲିଛି ପରିଚୟ ଖୋଜା
  • ||
  • IPL 2025: ଆଜି ସୁପରଜାଏଣ୍ଟ୍‌ସ- ଇଣ୍ଡିଆନ୍ ମଧ୍ୟ ହେବ କଡ଼ା ଟକ୍କର, ନଜରରେ ପନ୍ତ, ରୋହିତଙ୍କ ବ୍ୟାଟିଂ
  • ||
  • ବଦଳିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠିକଣା, ୟୁନିଟ୍‌-୨ କ୍ୟାପିଟାଲ ନର୍ସରୀ ପାଖକୁ ଉଠିଯିବ
  • ||
  • ଯାଜପୁରରେ ଚାଞ୍ଚଲ୍ୟ, କର୍ମଜୀବୀ ମହିଳାଙ୍କୁ ହାତ ମୁହଁ ବାନ୍ଧି ଗଣଦୁଷ୍କର୍ମ ଅଭିଯୋଗ
  • ||
  • ଦିନିକିଆ ଗଞ୍ଜାମ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବ୍ରହ୍ମପୁର ମା’ ବୁଢ଼ୀ ଠାକୁରାଣୀଙ୍କୁ ଅସ୍ଥାୟୀ ମଣ୍ଡପରେ ଦର୍ଶନ କରିବେ
  • ||
  • ମୟୂରଭଞ୍ଜ : ଦୋକାନୀଙ୍କୁ ଠେଙ୍ଗାରେ ପିଟି ସୁନା ବ୍ୟାଗ୍‌ ଲୁଟ୍‌, ଲକ୍ଷାଧିକ ଟଙ୍କାର ଅଳଙ୍କାର ଲୁଟିନେଲେ ୪ ଦୁର୍ବୃତ୍ତ
  • ||
  • ଭଦ୍ରକ : ଗୋରୁ ବୋଝେଇ ପିକଅପ୍‌ ଗାଡ଼ି ଦୁର୍ଘଟଣା ଗ୍ରସ୍ତ: ୩ ଗୋରୁ ମୃତ, ଡ୍ରାଇଭର ଗୁରୁତର
  • ||
  • ରବିବାରଠୁ ତାତିରେ ବିରତି: ୨ ତାରିଖ ଯାଏ ବର୍ଷା ସହ ଘଡ଼ଘଡ଼ି ସମ୍ଭାବନା, ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
  • ||

ମୈଦାନରେ ଆଶୁତୋଷ ଶର୍ମାଙ୍କ ଦର୍ଶନୀୟ ପ୍ରଦର୍ଶନ; ରୋମାଞ୍ଚକର ମୁକାବିଲାରେ ଲକ୍ଷୌ ଠାରୁ ବିଜୟ ହାସଲ କଲା ଦିଲ୍ଲୀ କ୍ୟାପିଟାଲ୍ସ

Published By : Prameya | March 24, 2025 11:37 PM

Image source: ABP Live

ବିଶାଖାପାଟନମ୍,୨୪/୦୩: ଆଇପିଏଲ୍ ୨୦୨୫ ର ଚତୁର୍ଥ ମ୍ୟାଚ୍ ଦିଲ୍ଲୀ କ୍ୟାପିଟାଲ୍ସ ଏବଂ ଲକ୍ଷ୍ନୌ ସୁପର ଜିଆଣ୍ଟସ୍ ମଧ୍ୟରେ ବିଶାଖାପାଟନମ କ୍ରିକେଟ୍ ଷ୍ଟାଡିୟମରେ ଖେଳାଯାଇଛି। ତମାମ ମୁକାବିଲାରେ ଦିଲ୍ଲୀ କ୍ୟାପିଟାଲ୍ସ ଏକ ରୋମାଞ୍ଚର ବିଜୟ ହାସଲ କରିଛି। ଆଶୁତୋଷ ଶର୍ମାଙ୍କ ଯୋଗୁ ହାରିବାକୁ ଥିବା ମ୍ୟାଚ୍‌କୁ ଜିତିନେଇଛି ଦିଲ୍ଲୀ କ୍ୟାପିଟାଲ୍ସ। ଆଶୁତୋଷ ଶର୍ମା ୩୧ ବଲ୍‌ରେ ୫ଟି ଚୌକା ଓ ୫ଟି ଛକା ମାରି ୬୬ ରନ୍‌ର ଏକ ଦର୍ଶନୀୟ ପାଳି ଖେଳିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଭିପରାଜ ନିଗମ ୩୯ ରନ୍‌, ତ୍ରିଷ୍ଟନ୍‌ ଷ୍ଟବ୍‌ସ ୩୪, ଫାପ୍‌ ଡୁ ପ୍ଳେସିସ୍‌ ୨୯ ଏବଂ ଅକ୍ଷର ପଟେଲ୍‌ ୨୨ ରନ୍‌ କରିଥିଲେ। ଅନ୍ୟ କୌଣସି ବ୍ୟାଟର ଦୁଇ ଅଙ୍କ ଛୁଇଁବାରେ ସକ୍ଷମ ହୋଇନଥିଲେ। 

ଏହି ମ୍ୟାଚରେ  ଦିଲ୍ଲୀ କ୍ୟାପିଟାଲ୍ସ ଅଧିନାୟକ ଅକ୍ଷର ପଟେଲ ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ପ୍ରଥମେ ବ୍ୟାଟିଂ କରି ଲକ୍ଷ୍ନୌ ସୁପର ଜିଆଣ୍ଟସ୍ ୨୦ ଓଭରରେ ୮ ୱିକେଟ୍ ହରାଇ ୨୦୯ ରନ୍ ସଂଗ୍ରହ କରିଥିଲେ। ଲକ୍ଷ୍ନୌ ପକ୍ଷରୁ ମିଚେଲ ମାର୍ଶ ୩୬ ଟି ବଲରେ ୭୨ ରନ୍ ସଂଗ୍ରହ କରିଥିଲେ। ନିକୋଲାସ ପୁରନ ୩୦ ବଲରେ ୭୫ ରନର ଚମତ୍କାର ଇନିଂସ ଖେଳିଥିଲେ। ମିଚେଲ ମାର୍ଶ ଦିଲ୍ଲୀ ପାଇଁ ସର୍ବାଧିକ ୩ଟି ୱିକେଟ୍ ନେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ କୁଲଦୀପ ଯାଦବ ମଧ୍ୟ ଦୁଇଟି ୱିକେଟ୍ ନେଇଥିଲେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.