ପ୍ରମୂଖ ଖବର
  • ଭୁବନେଶ୍ୱର : ବିଦେଶୀ ମଦ ଦୋକାନ ଉପରେ ଅବକାରୀ ବିଭାଗର ରେଡ୍‌, ପାଣି ମିଶା ମଦ ଜବତ
  • ||
  • ତେଲକୋଇ : ବେଣା ଗାଁରେ ହାତୀପଲଙ୍କ ଉତ୍ପାତ; ଧାନ ସହ ଖାଇଗଲେ ଟଙ୍କା, ସରକାରୀ ସହାୟତା ପାଇଁ ଗ୍ରାମବାସୀଙ୍କ ଦାବି
  • ||
  • ପାଟଣା : ଚମ୍ପୁଆ ରେଞ୍ଜରେ ଦନ୍ତା ଆହତ, ସ୍ବାସ୍ଥ୍ୟାବସ୍ଥା ଅନୁଧ୍ୟାନ କରୁଛି ବିଶେଷଜ୍ଞ ଟିମ୍
  • ||
  • ମାର୍ଶାଘାଇ : ରେଳ ପୋଲ ଉପରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ଭଞ୍ଜନଗର : ବଚସାକୁ କେନ୍ଦ୍ର କରି ଦୁଇ ଭାଇଙ୍କୁ ମରଣାନ୍ତକ ଆକ୍ରମଣ; ବଡ଼ ଭାଇ ମୃତ, ସାନ ଭାଇ ଗୁରୁତର
  • ||
  • ପୁରୁଷ ହକି ଏସିଆନ ଚାମ୍ପିଅନ୍ସ ଟ୍ରଫି: ଆଜି ଚୀନ-ପାକିସ୍ତାନ୍, ଭାରତ-କୋରିଆ ସେମି ଫାଇନାଲ୍‌ ଲଢ଼େଇ
  • ||
  • କରଞ୍ଜିଆ : ଶିମିଳିପାଳ ଅଭୟାରଣ୍ୟରେ ପ୍ରବଳ ବର୍ଷା, ୧୨ ଘଣ୍ଟାରେ ୧୮୩.୮୯୬ ମିମି ବର୍ଷା ରେକର୍ଡ
  • ||
  • ଜଳେଶ୍ବର : ବିପଦ ସଙ୍କେତ ପାର୍‌ କଲା ଜଳକା ନଦୀ, ତଳିଆ ଅଞ୍ଚଳବାସୀ ଭୟଭୀତ
  • ||
  • ଶ୍ରୀମନ୍ଦିରରେ ବଳିବାମନ ବେଶ ନୀତି, ବାମନରୂପି ବାଳକ ରୂପରେ ମହାପ୍ରଭୁ ରତ୍ନ ସିଂହାସନରେ ଉଭା ହେବେ
  • ||
  • ପାଟଣା : ତେଲ ନଦୀ ପୋଲ ଉପରେ ୩ ଫୁଟର ବନ୍ୟାଜଳ ପ୍ରବାହିତ, କେନ୍ଦୁଝର ଓ ମୟୁରଭଞ୍ଜ ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ
  • ||
  • ଆଜି ବି ପ୍ରବଳ ଢାଳିବ ବର୍ଷା: ଦୁଇ ଜିଲ୍ଲାକୁ ଆଲର୍ଟ, ସତର୍କ ରହିବାକୁ ନିର୍ଦ୍ଦେଶ ଦେଲେ ଏସ୍‌ଆରସି
  • ||
  • ବୌଦ୍ଧ : ବାଟୋଇଙ୍କୁ ଧକ୍କା ଦେଇ ଗଛକୁ ପିଟିଲା ପିକ୍ଅ‌ପ୍ ଭ୍ୟାନ୍‌, ୯ ଗୁରୁତର
  • ||

ରାଜ୍ୟରେ ସ୍ଥିର ରହିଛି ଡେଙ୍ଗୁ ରୋଗୀଙ୍କ ସଂଖ୍ୟା, ନିରନ୍ତର ସ୍ଥିତି ଅନୁଧ୍ୟାନ କରୁଛି ସ୍ୱାସ୍ଥ୍ୟ ବିଭାଗ ଟିମ୍‌

ଭୁବନେଶ୍ୱର,୨୯/୦୮: ରାଜ୍ୟରେ ବର୍ତ୍ତମାନ ଡେଙ୍ଗୁ ରୋଗ ସ୍ଥିର ରହିଛି । ସୁନ୍ଦରଗଡ ଓ ଖୋର୍ଦ୍ଧାରେ ଆକ୍ରାନ୍ତଙ୍କ ସଂଖ୍ୟା ଅଧିକା ରହିଥିବା ସତ୍ତ୍ୱେ ଚିନ୍ତାର କୌଣସି କାରଣ ନାହିଁ । ଚଳିତ ବର୍ଷ ୭୫ ହଜାରରୁ ଅଧିକା ଡେଙ୍ଗୁ ପରୀକ୍ଷା କରାଯାଇଛି । ପ୍ରତ୍ୟେକ ଦିନ ୩୦୦୦ ରୁ ଅଧିକା ଟେଷ୍ଟ କରାଯାଉଛି । ସେଥିରୁ ୫୦ ରୁ ୬୦ ଜଣ ଚିହ୍ନଟ ହେଉଛନ୍ତି ।

ସୂଚନା ଅନୁଯାୟୀ, କିଛି ଦିନ ତଳେ ରାଜ୍ୟରେ ବ୍ୟପିଥିଲା ଡେଙ୍ଗୁ । ବଢୁଥିବା ଡେଙ୍ଗୁ ସ୍ଥିତି ପାଇଁ ସ୍ବାସ୍ଥ୍ୟ ବିଭାଗ ବେଶ ସତର୍କ ରହିଥିଲେ । ସ୍ୱାସ୍ଥ୍ୟ ବିଭାଗର ଟିମ୍‌ ବିଭିନ୍ନ ସ୍ଥାନରେ ସ୍ଥିତି ଅନୁଧ୍ୟାନ କରିଥିଲେ । କିନ୍ତୁ ଏବେ ସ୍ଥିତି ନିୟନ୍ତ୍ରଣ ହୋଇଛି । ସୁନ୍ଦରଗଡ ଓ ଖୋର୍ଦ୍ଧାରେ ଆକ୍ରାନ୍ତଙ୍କ ସଂଖ୍ୟା ଅଧିକା ଥିଲେ ମଧ୍ୟ ଚିନ୍ତାର କୌଣସି ବିଷୟ ନାହିଁ । ସୁନ୍ଦରଗଡରେ ଏବେବି ୩ଟି ଟିମ୍‌ ପରିସ୍ଥିତିକୁ ଅନୁଧ୍ୟାନ କରୁଛନ୍ତି । ସ୍ୱାସ୍ଥ୍ୟ ବିଭାଗ ଡେଙ୍ଗୁ ପାଇଁ ଆଲର୍ଟ ରହିଥିବାରୁ ଆଉ ବିଶେଷ ବ୍ୟାପିବ ନାହିଁ ।  ସେପଟେ ଔଷଧୀୟ ମଶାରୀ ଆସିସାରିଛି ଏବଂ ପ୍ରତ୍ୟେକ ଜିଲ୍ଲାକୁ ପଠାଇ ଦିଆଯାଇଛି । ଏହା ଖୁବ ଶୀଘ୍ର ଲୋକଙ୍କୁ ବଣ୍ଟା ଯିବ । ଏନେଇ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ସୂଚନା ଦେଇଛନ୍ତି । 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.