ପ୍ରମୂଖ ଖବର
  • କାମାକ୍ଷାନଗର : ସ୍ତ୍ରୀ ସମ୍ମୁଖରେ ସ୍ୱାମୀକୁ ପଥରରେ ଛେଚି ହତ୍ୟା, ୩ ଅଭିଯୁକ୍ତ ଫେରାର
  • ||
  • ଗଞ୍ଜାମ ଏସପି ଭାବେ ଦାୟିତ୍ୱ ନେଲେ ଶୁଭେନ୍ଦୁ ପାତ୍ର, ଅପରାଧ ନିୟନ୍ତ୍ରଣ ଏବଂ ଅପରାଧୀ ଦମନ ରହିବ ଲକ୍ଷ
  • ||
  • ବଦଳିଲେ ଭଦ୍ରକ ଏସପି; କାର୍ଯ୍ୟଭାର ଗ୍ରହଣ କଲେ ସନ୍ଦୀପ ସମ୍ପଦ, ନୂତନ ଏସପିଙ୍କୁ ଜିଲ୍ଲା ପୋଲିସ କାର୍ଯ୍ୟାଳୟରେ ସ୍ୱାଗତ
  • ||
  • ଟ୍ୱିନ୍‌ସିଟି ଅତିରିକ୍ତ ପୋଲିସ କମିଶନର ଭାବେ ଦାୟିତ୍ୱ ଗ୍ରହଣ କଲେ ଉମାଶଙ୍କର ଦାସ
  • ||
  • ଭୋଗରାଇ : ଶିକ୍ଷକ ବଦଳି ପ୍ରତିବାଦରେ ବିଦ୍ୟାଳୟରେ ପଡିଲା ତାଲା, ରାସ୍ତାରେ ଧାରଣା ଦେଲେ ଛାତ୍ରଛାତ୍ରୀ ଓ ଅଭିଭାବକ
  • ||
  • ବାଲିଗୁଡା : ଦୁର୍ଗାପାଙ୍ଗାରେ ମହାମାରୀ ରୂପ ନେଉଛି ଝାଡାବାନ୍ତି; ୬ ମୃତ,୧୫ରୁ ଉର୍ଦ୍ଧ୍ୱ ଆକ୍ରାନ୍ତ
  • ||
  • ହିନ୍ଦୋଳ : ପୋଖରୀରେ ବୁଡି ମହିଳା ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଭୁବନ : ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ହତ୍ୟା କରି କୂଅରେ ପକାଇଲା ସ୍ୱାମୀ
  • ||
  • ସାଲେପୁର : ଅନଲାଇନ୍ ଗେମ୍ ଖେଳିବା ପଡ଼ିଲା ମହଙ୍ଗା, ଲକ୍ଷାଧିକ ଟଙ୍କା ହାରି ଜୀବନ ହାରିଲେ ଯୁବକ
  • ||
  • ନୟାଗଡ : ବନ୍ଧୁକ ଦେଖାଇ କେନ୍ଦୁପତ୍ର ଫଡି ଘରୁ ଲୁଟ୍‌, ଲକ୍ଷାଧିକ ଟଙ୍କାର କେନ୍ଦୁପତ୍ର ସହ ଟଙ୍କା ଏବଂ ମୋବାଇଲ୍ ଲୁଟି ନେଲେ ଦୁର୍ବୃତ୍ତ
  • ||
  • ଜଳେଶ୍ବର : ବନ୍ଧୁକ ମୁନରେ ଲକ୍ଷାଧିକ ଟଙ୍କାର ସୂନା ଗହଣା ଏବଂ ନଗଦ ଟଙ୍କା ଲୁଟ୍‌, ଜଣେ ଅଟକ
  • ||
  • ଶୁକ୍ରବାର ମୁଖ୍ୟମନ୍ତ୍ରୀ ନିବାସ ଖାଲି କରିବେ ଅରବିନ୍ଦ କେଜରିୱାଲ, ଆପ୍‌ ମୁଖ୍ୟାଳୟ ନିକଟରେ ଚୂଡ଼ାନ୍ତ ହୋଇଛି ଘର
  • ||
  • ଭରତପୁର ଥାନାରେ ହଙ୍ଗାମା ମାମଲା, ଆଜି ୫ ପୁଲିସ ଅଧିକାରୀଙ୍କ ପଲିଗ୍ରାଫ୍‌ ପରୀକ୍ଷା
  • ||
  • କାମାକ୍ଷାନଗର : ଶୌଚ ହେବାକୁ ଯାଇଥିବାବେଳେ ଧକ୍କା ଦେଲା ଟ୍ରେନ୍, କଟିଗଲା ଯୁବକଙ୍କ ବାମ ଗୋଡ଼
  • ||
  • ବାଲେଶ୍ୱର : ରାଇସ୍‌ ମିଲ୍‌ ମାଲିକଙ୍କ ଦବଙ୍ଗଗିରି, ଖବର ସଂଗ୍ରହ ବେଳେ ସାମ୍ୱାଦିକଙ୍କୁ ଆକ୍ରମଣ
  • ||
  • UAEରେ ବାଜିବ ମହିଳା ଟି-ଟ୍ୱେଣ୍ଟି ୨୦୨୪ ବିଶ୍ୱକପ୍ ବିଗୁଲ, ୧୦ ଦଳ, ୨୩ ମ୍ୟାଚ୍‌, ୨ ଭେନ୍ୟୁରେ ଖେଳାଯିବ
  • ||
  • ଦକ୍ଷିଣ ପୂର୍ବ ବାଂଲାଦେଶ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟ, ୪ରେ ସୁଦ୍ଧା ଲଘୁଚାପ: ଆଇଏମ୍‌ଡି ଡିଜି
  • ||

ଧାମନଗରରେ ସମୀକ୍ଷା କଲେ ଡିଜିପି, କହିଲେ ଭଦ୍ରକରେ ସ୍ଥିତି ନିୟନ୍ତ୍ରଣ ଅଛି...

ଭଦ୍ରକ ୧।୧୦: ଭଦ୍ରକ ହିଂସା ଘଟଣାରେ ଧାମନଗର ଥାନାରେ ପୋଲିସ ଡିଜି ୱାଈ.ବି. ଖୁରାନିଆ ଓ ଆଇନଶୃଙ୍ଖଳା ଏଡିଜି ସଞ୍ଜୟ କୁମାର ସମୀକ୍ଷା କରିଛନ୍ତି । ଭଦ୍ରକ ଓ ଧାମନଗରରେ ଉଭୟ ସ୍ଥିତି ସମୀକ୍ଷା କରିଛନ୍ତି । ସମୀକ୍ଷା ବୈଠକରେ ଡିଆଜି ଡ. ସତ୍ୟଜିତ ନାୟକ, ଏସ୍‌ପି ବରୁଣ ଗୁଣ୍ଠୁପାଲି ପ୍ରମୁଖ ବରିଷ୍ଠ ପ୍ରଶାସକ ଉପସ୍ଥିତ ଥିଲ। ଭଦ୍ରକ ସ୍ଥିତି ଉପରେ ନଜର ରଖାଯାଇଛି । ଧାମନଗରରେ କିଛି ସ୍ଥାନରେ କଟକଣା ଆଂଶିକ କୋହଳ କରାଯାଇଛି।

ସମୀକ୍ଷା ପରେ ଡିଜିପି ୱାଈ.ବି. ଖୁରାନିଆ କହିଛନ୍ତି, ସ୍ଥିତି ନିୟନ୍ତ୍ରଣରେ ଅଛି । ଦିନେ ଦୁଇ ଦିନରେ ସ୍ଵାଭାବିକ ହେବ । ଅଧିକାରୀଙ୍କ ସହ ଆଲୋଚନା କରାଯାଇଛି।  ୨୨ ତାରିଖରେ ଘଟଣା ପରେ ପୋଲିସ ସଜାଗ ହୋଇଛି । ୫ଟି ଥାନା ଅଞ୍ଚଳ ପ୍ରଭାବିତ ହୋଇଥିଲା ଏବେ ସେଠାରେ ଶାନ୍ତି ଫେରିଛି। ଜିଲ୍ଲାରେ ସୁରକ୍ଷା ଦୃଷ୍ଟିରୁ ପୋଲିସ ଓ ରାପିଡ ଆକ୍ସନ ଫୋର୍ସ ନିୟମିତ ପାଟ୍ରୋଲିଂ କରୁଛନ୍ତି । ସୋସିଆଲ ମିଡ଼ିଆରେ ଭୁଲ୍ ପୋଷ୍ଟ ହେଉଥିବା ଆମ ନଜରକୁ ଆସୁଛି । ଆପତ୍ତିଜନକ ପୋଷ୍ଟ ଦେଖିଲେ ପୋଲିସକୁ ଜଣାନ୍ତୁ । ପୋଲିସ କାର୍ଯ୍ୟାନୁଷ୍ଠାନ ନେବ ବୋଲି ଡିଜିପି କହିଛନ୍ତି ।

ଅନ୍ୟପଟେ ଭଦ୍ରକ ହିଂସାକାଣ୍ଡ ଘଟଣାରେ ସୋମବାର ସୁଦ୍ଧା ୨୭ ଜଣ ଗିରଫ ହୋଇଛନ୍ତି । ସ୍ୱତନ୍ତ୍ର ଟିମ୍‌ ଘଟଣାର ତଦନ୍ତ ଜାରି ରଖିଥିବା ବେଳେ ଗିରଫ ସଂଖ୍ୟା ଆହୁରି ବଢ଼ିବ ।


News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.