ପ୍ରମୂଖ ଖବର
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା: ଆଉ ୨ ଗିରଫ
  • ||
  • ମାଲକାନଗିରି : ନଈ ପାରି ହେବା ସମୟରେ ପାଣିରେ ଭାସି ଯାଇ ଦୁଇ ଯୁବକ ମୃତ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ମାମଲାରେ ଆକ୍ସନ୍‌, ୫ ଜଣଙ୍କୁ ନିଲମ୍ବନ କଲା ରାଜ୍ୟ ବିଜେପି
  • ||
  • ଜୁଲାଇ ୧୪​‌ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଏମ୍‌ସ ସମାବର୍ତ୍ତନ ଉତ୍ସବରେ ଦେବେ ଯୋଗ
  • ||
  • କେମିକାଲ ଫ୍ୟାକ୍ଟ୍ରିରେ ବିସ୍ଫୋରଣ ଘଟଣା: ମୃତ୍ୟୁ ସଂଖ୍ୟା ୩୮କୁ ବୃଦ୍ଧି, ଆହୁରି ବଢ଼ିପାରେ
  • ||
  • ତେଲେଙ୍ଗାନା ରାସାୟନିକ ଫ୍ୟାକ୍ଟ୍ରିରେ ବିସ୍ଫୋରଣ; ୩୫କୁ ବଢିଲା ମୃତ୍ୟୁସଂଖ୍ୟା
  • ||
  • ବୁଧବାରଠୁ ଇଂଲଣ୍ଡ- ଭାରତ ଦ୍ୱିତୀୟ ଟେଷ୍ଟ: ଆର୍ଚରଙ୍କୁ ମିଳିଲାନି ସ୍ଥାନ, ଅପରିବର୍ତ୍ତିତ ବେନ୍‌ ସେନା
  • ||
  • ପୁରୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଅପରାହ୍ନରେ ସେବାୟତଙ୍କ ସହ ଆଲୋଚନା
  • ||
  • ମଙ୍ଗଳବାର ହେରାପଞ୍ଚମୀ: ନନ୍ଦିଘୋଷ ଭାଙ୍ଗିବେ ମାଆ ଲକ୍ଷ୍ମୀ ସାଆନ୍ତାଣୀ, ରାତି ସାଢ଼େ ୯ଟାରେ ଶରଧାବାଲିକୁ ବିଜେ କରିବେ
  • ||
  • ଆସନ୍ତା ୫ ଦିନ ଯାଏ ବର୍ଷା ସମ୍ଭାବନା, ଉତ୍ତର-ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷିବ: ୧୨ ଜିଲ୍ଲାରେ ଅଧିକ, ୧୫ରେ ସ୍ୱାଭାବିକ
  • ||
  • ପାରାଦୀପ: ତେଲ ଟ୍ୟାଙ୍କର -କାର୍ ମୁହାଁମୁହିଁ ଧକ୍କା, ଘଟଣାସ୍ଥଳରେ କାର୍ ଡ୍ରାଇଭରଙ୍କ ମୃତ୍ୟୁ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା , ସମୂହ ଛୁଟି ନିଷ୍ପତ୍ତିରୁ ଓହରିଲା ଓଏଏସ ସଂଘ
  • ||

ପ୍ରଶ୍ନପତ୍ର ଲିକ୍‌ ରୋକିବ ଡିଜି ଲକର, ପ୍ରଥମେ OSSTET ପରୀକ୍ଷାରେ ହେବ ବ୍ୟବହାର

Published By : Rasmita Pradhan | January 15, 2025 1:37 PM

କଟକ, ୧୫/୦୧: ପ୍ରଶ୍ନପତ୍ର ଲିକ୍‌ ରୋକିବ ଡିଜି ଲକର। ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଏହି ବ୍ୟବସ୍ଥା ଆରମ୍ଭ କରାଯାଇଛି। ଆସନ୍ତା୧୭ ତାରିଖରେ ଓଡ଼ିଶା ମାଧ୍ୟମିକ ଶିକ୍ଷକ ଯୋଗ୍ୟତା ପରୀକ୍ଷା ବା OSSTETରେ ପ୍ରଥମ ଥର ପାଇଁ ଡିଜି ଲକର ବ୍ୟବହାର ହେବ। ପ୍ରଥମେ ୧୮୩ ଟି ପରୀକ୍ଷା କେନ୍ଦ୍ରରେ ଲାଗିବ। ଏନେଇ ମାଧ୍ୟମିକ ଶିକ୍ଷା ପରିଷଦର ଉପସଭାପତି ଡକ୍ଟର ନିହାର ରଞ୍ଜନ ମହାନ୍ତି ସୂଚନା ଦେଇଛନ୍ତି।

ଅଧିକ ପଢନ୍ତୁ-ମାଟ୍ରିକ୍‌ ପ୍ରଶ୍ନପତ୍ରରେ ରହିବ ୱାଟର୍‌ ମାର୍କ କୋଡ୍‌, ଭାଇରାଲ୍‌ ରୋକିବାକୁ ବୋର୍ଡର ପଦକ୍ଷେପ

ସୂଚନାନୁଯାୟୀ, ଗୋଟିଏ ଲକରର ଭଡା ୫୨୦୦ ଟଙ୍କା ରହିଛି। ପ୍ରଶ୍ନପତ୍ର ନିଆଯାଉଥିବା ବାକ୍ସରେ ଏହି ଡିଜି ଲକର ବ୍ୟବହାର କରାଯିବ।ଏହାଦ୍ଵାରା ପ୍ରଶ୍ନପତ୍ର ଯାଉଥିବା ବାକ୍ସର ଲୋକେସନ୍ କୁ ଜାଣିହେବ। ଏମିତିକି ବାକ୍ସ ଖୋଲିବା ପାଇଁ କୋଡ ମଧ୍ୟ ଦେବାକୁ ପଡ଼ିବ। ଏହାଦ୍ଵାରା ପ୍ରଶ୍ନପତ୍ରକୁ ଭାଇରାଲ୍ ହେବାକୁ ରୋକାଯାଇ ପାରିବ। ଯଦି ଏଥିରେ ସଫଳତା ମିଳେ ତେବେ ଆଗାମୀ ଦିନରେ ଏହି ଡିଜି ଲକରକୁ ବୋର୍ଡ ପରୀକ୍ଷାରେ ବ୍ୟବହାର କରାଯାଇ ପାରେ ବୋଲି ସୂଚନା ଦେଇଛନ୍ତି ବୋର୍ଡ ଉପସଭାପତି।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.