ପ୍ରମୂଖ ଖବର
  • ଭୁବନେଶ୍ୱରରେ ନୂଆ ରାଜ୍ୟପାଳ ଡ. ହରିବାବୁ କମ୍ଭମପତି, ଏୟାରପୋର୍ଟରେ ଦିଆଗଲା ଗାର୍ଡ ଅଫ୍ ଅନର୍‌
  • ||
  • ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ବଢିଲା ସ୍ୱାଧୀନତା ସଂଗ୍ରାମୀଙ୍କ ଭତ୍ତା
  • ||
  • ରାଜଧାନୀରେ ନକଲି ସିମେଣ୍ଟ୍ ଫ୍ୟାକ୍ଟ୍ରି ଠାବ, ପାଉଁଶ ମିଶାଇ ଲୋକଙ୍କୁ କରୁଥିଲେ ବିକ୍ରି
  • ||
  • କରଞ୍ଜିଆ : ସ୍କୁଟିକୁ ଧକ୍କା ଦେଲା ଲୁହା ପଥର ବୋଝେଇ ଟ୍ରକ୍, ମାଆ ଆଗରେ ଚାଲିଗଲା ପୁଅର ଜୀବନ
  • ||
  • ଆନନ୍ଦପୁର : ଜଙ୍ଗଲରୁ ୨ ଶିକାରୀ ଗିରଫ, ମାରଣାସ୍ତ୍ର ସହ ଫାସ ଜବତ
  • ||
  • ବୋରିଗୁୁମ୍ମା : ନୂଆବର୍ଷରେ ଭୋଜି କରି ଯୁବକଙ୍କୁ ନିର୍ମମ ହତ୍ୟା, କାରଣ ଅସ୍ପଷ୍ଟ
  • ||
  • ବୌଦ୍ଧ : ୨୧୬ ଲିଟର ବିଦେଶୀ ମଦ ଜବତ, ଜଣେ ଗିରଫ
  • ||
  • ଅପରାହ୍ନରେ ଝାରସୁଗୁଡ଼ା ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ‘ଦୁଲ୍‌ଦୁଲି' କାର୍ଯ୍ୟକ୍ରମରେ ଦେବେ ଯୋଗ
  • ||
  • କଳାହାଣ୍ଡି : ଟ୍ୟାଙ୍କର ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟଣା, କ୍ଷତି ପୂରଣ ଦାବିରେ ଶବ ରଖି ରାସ୍ତା ଅବରୋଧ
  • ||
  • ଜଗା ଦର୍ଶନ ପାଇଁ ପୁରୀରେ ପ୍ରବଳ ଭିଡ଼, ବଡ଼ଦାଣ୍ଡରେ ଲାଗିଛି ଲମ୍ବା ଲାଇନ୍
  • ||
  • ସମ୍ୱଲପୁରରେ ଜବରଦଖଲ ଉଚ୍ଛେଦ, ୧୬୩ ଧାରା ଲାଗୁ
  • ||
  • ଘଟଗାଁରେ ଉଦ୍‌ଘାଟନ ହେବ ଅଟେଇ ଜଙ୍ଗଲ ସଫାରୀ, ବନ୍ୟଜନ୍ତୁ ଦେଖିବାର ମଜା ନେବେ ପର୍ଯ୍ୟଟକ
  • ||
  • ଆଜି ଓଡ଼ିଶାରେ ପହଞ୍ଚିବେ ନୂଆ ରାଜ୍ୟପାଳ, ପୁରୀ ଯାଇ ଶ୍ରୀଜିଉଙ୍କୁ କରିବେ ଦର୍ଶନ
  • ||
  • ସାଲେପୁର : ବାଇକ୍‌କୁ ପଛପଟୁ ଧକ୍କା ଦେଲା ବାଇକ୍: ଜଣେ ସଙ୍କଟାପନ୍ନ, ଦୁଇ ଗୁରୁତର
  • ||
  • ସୋର : ଇଶାନ ଗାଁରେ ଅଗ୍ନିକାଣ୍ଡ: ଜଳିଗଲା ୪ ବଖରା ଘର, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ
  • ||
  • ଜାନୁଆରୀରେ ଶୀତ କମ୍‌, ମାର୍ଚ୍ଚ ଯାଏଁ ଅଧିକ ବର୍ଷା, ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ
  • ||

ଓଡିଶାର ଯୋଗାଯୋଗ କ୍ଷେତ୍ରରେ ଯୋଡି ହେବ ନୂଆ ଅଧ୍ୟାୟ, ନୂଆ ବର୍ଷରୁ ଦେଶର ବିଭିନ୍ନ ସହରକୁ ସିଧାସଳଖ ମିଳିବ ବିମାନସେବା

Published By : Prameya | December 30, 2024 10:55 PM

ଭୁବନେଶ୍ୱର,୩୦।୧୨:  ନୂଆ ବର୍ଷରୁ ଓଡିଶାର ଯୋଗାଯୋଗ କ୍ଷେତ୍ରରେ ନୂଆ ଅଧ୍ୟାୟ ଯୋଡି ହେବାକୁ ଯାଉଛି। ରାଜ୍ୟରୁ ଦେଶର ବିଭିନ୍ନ ସହରକୁ ନୂଆ କରି ଆରମ୍ଭ ହେବ ବିମାନ ଉଡ଼ାଣ। ଭୁବନେଶ୍ୱର ଓ ଝାରସୁଗୁଡା ବିମାନ ବନ୍ଦରରୁ   ଅଧିକ ସହରକୁ ସିଧାସଳଖ ଯୋଡି ହେବ ବିମାନସେବା । ଜାନୁଆରୀ ୧ରୁ ଝାରସୁଗୁଡା ବିମାନ ବନ୍ଦରରୁ ଆଉ ୪ଟି ସହରକୁ ଏବଂ ଜାନୁଆରୀ ୩ରୁ ଭୁବନେଶ୍ୱର ବିମାନ ବନ୍ଦରରୁ ଆଉ ୫ଟି ସହରକୁ ସିଧାସଳଖ ବିମାନ ସେବା ଯୋଡି ହେବ।

ନୂଆବର୍ଷରୁ ଝାରସୁଗୁଡ଼ାରୁ ହାଇଦ୍ରାବାଦ, ରାୟପୁର, ଲକ୍ଷ୍ନୌ, ମୁମ୍ବାଇକୁ ସିଧାସଳଖ ବିମାନ ସେବା ମିଳବ। ସେହିପରି ଜାନୁୟାରୀ ୩ରୁ ଭୁବନେଶ୍ବରରୁ ଇନ୍ଦୋର, ଡେରାଡୁନ, କୋଚି, ଜୟପୁର, ଲକ୍ଷ୍ନୌକୁ ସିଧାସଳଖ ବିମାନ  ଉଡ଼ିବ। ଏ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଏକ୍ସରେ  ସୂଚନା ଦେଇଛନ୍ତି । ଏହା ରାଜ୍ୟର ଅର୍ଥନୈତିକ ବିକାଶ କ୍ଷେତ୍ରରେ ମାଇଲଖୁଣ୍ଟ ସାବ୍ୟସ୍ତ ହେବ। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.