ପ୍ରମୂଖ ଖବର
  • ଅନ୍ନଦାତାଙ୍କୁ ପିଏମ୍ କିଷାନ ଟଙ୍କା, ୯ କୋଟି ୭୧ ଲକ୍ଷରୁ ଅଧିକ ଚାଷୀଙ୍କ ଖାତାକୁ ଗଲା ୨୦ତମ କିସ୍ତି
  • ||
  • ଅପରେସନ୍ ଅଖଲ; କୁଲଗାମରେ ଏନକାଉଣ୍ଟର, ଆତଙ୍କୀ ନିପାତ
  • ||
  • କରଞ୍ଜିଆ: ବିଲ ମଝିରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଆତ୍ମାହୁତି ଉଦ୍ୟମ; ମହିଳା ମୃତ, ପୁରୁଷ ଗୁରୁତର
  • ||
  • ଅପରେସନ୍ ଅଖଲ, ଜମ୍ମୁ କାଶ୍ମୀର କୁଲଗାମରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟର, ଜଣେ ଆତଙ୍କୀ ନିପାତ
  • ||
  • ଢେଙ୍କାନାଳ : ଚାଷୀଙ୍କୁ ଦଳିଦେଲା ଦନ୍ତା, ମୁଣ୍ଡରୁ ଅଲଗା ହେଲା ଗଣ୍ଡି
  • ||
  • ବିଜେଡି ନେତା ରାଜା ଚକ୍ରଙ୍କୁ ୧୫ ଦିନ ଜାମିନ୍‌, ଶଶୁରଙ୍କ ଦଶାହ କର୍ମରେ ଯୋଗ ଦେବାକୁ ମିଳିଛି ଅନ୍ତରୀଣ ବେଲ୍
  • ||
  • ମହାନଦୀ ଜଳ ବିବାଦ, ଶନିବାର ଟ୍ରିବ୍ୟୁନାଲରେ ଶୁଣାଣି, ନିଷ୍ପତ୍ତି ଉପରେ ରହିଛି ଉଭୟ ରାଜ୍ୟର ନଜର
  • ||
  • ବ୍ରହ୍ମପୁର: ପୁଲିସ ଗୁଳିରେ ଦୁର୍ଦ୍ଦାନ୍ତ ଅପରାଧୀ ସୁନୀଲ ଆହତ, ବାମ ଗୋଡ଼ରେ ବାଜିଛି ଗୁଳି
  • ||
  • ରାଜନୀତି ଛାଡ଼ିବାକୁ ଘୋଷଣା କଲେ କମଲା ହାରିସ୍‌, କହିଲେ 'ଆମ ବ୍ୟବସ୍ଥା ଭାଙ୍ଗି ସାରିଛି...'
  • ||
  • ଆଭ୍ୟନ୍ତରୀଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ୨୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି
  • ||

ହିତାଧିକାରୀଙ୍କୁ ଜଙ୍ଗଲ ଜମି ପଟ୍ଟା ବଣ୍ଟନ

Published By : Gurupada Nath | August 1, 2025 8:59 PM

ଫିରିଙ୍ଗିଆ,୧/୮ :  କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ଡିଣ୍ଡିରିଗାଁ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଜଙ୍ଗଲ ଜମି ପଟା ପାଇଁ ଯୋଗ୍ୟ ଆଦିବାସୀ ହିତାଧିକାରୀଙ୍କୁ ଜଙ୍ଗଲ ଜମି ପଟ୍ଟା ବଣ୍ଟନ କରାଯାଇଛି । ଏହି କାର୍ଯ୍ୟକ୍ରମରେ ଅତିଥି ଭାବେ ସ୍ଥାନୀୟ ସରପଞ୍ଚ ରଞ୍ଜିତା ମଲିକ ଯୋଗଦେଇଥିବାବେଳେ ଅନ୍ୟମାନଙ୍କ ମଧ୍ୟରେ ଫିରିଙ୍ଗିଆ ତହସିଲଦାର ଜତି ପ୍ରକାଶ ସେଠୀ, ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ଝୁଲିଲତା ସାହୁ, ଗ୍ରାମ୍ୟ ରୋଜଗାର ସେବକ ରିତାରାଣୀ ଦଳ ବେହେରା ସମେତ ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ । ପଞ୍ଚାୟତର ୩୧ଜଣ ହିତାଧିକାରୀମାନଙ୍କୁ ଜଙ୍ଗଲ ଜମି ପଟ୍ଟା ବଣ୍ଟନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ପଞ୍ଚାୟତର ସରୁକୁଇ ଗାଁର ହିତାଧିକାରୀ ଉପସ୍ଥିତ ଥିବାବେଳେ ଅତିଥି ମାନଙ୍କ ଦ୍ଵାରା ହିତାଧିକାରୀମାନଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ କରାଯାଇଥିଲା।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.