ପ୍ରମୂଖ ଖବର
  • ଚାନ୍ଦବାଲି : ଅଙ୍ଗନବାଡ଼ିରେ ମିଳୁନାହିଁ ରନ୍ଧା ଖାଦ୍ୟ, କର୍ମୀଙ୍କ ବିରୁଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଦାବି
  • ||
  • କନ୍ଧମାଳ : ଆମ୍ବ ଟାକୁଆ ଜାଉ ଖାଇ ମୃତ୍ୟୁ ଘଟଣା: ତଦନ୍ତ ପାଇଁ ମାଣ୍ଡିପଙ୍କାରେ ପହଞ୍ଚିଲେ ଦକ୍ଷିଣାଞ୍ଚଳ ଆରଡିସି
  • ||
  • ଦେବଗଡ଼ : ତିନି ଗାଡି ସହ ବିପୁଳ ପରିମାଣର ଗଞ୍ଜେଇ ଜବତ, ୪ ଅଟକ
  • ||
  • ନୀଳଗିରି : ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରରୁ ସିରିଜ୍‌ ଚୋରି, ତାଲାଭାଙ୍ଗି ଲୁଟିନେଲେ ଲକ୍ଷାଧିକ ଟଙ୍କାର ଜିନିଷ
  • ||
  • କାମାକ୍ଷାନଗର : ଗାଧୋଇବା ବେଳେ ଅଘଟଣ, ବ୍ରାହ୍ମଣୀ ନଦୀରେ ବୁଡ଼ି ଶ୍ରମିକଙ୍କ ମୃତ୍ୟୁ
  • ||
  • ବୌଦ୍ଧ : ଡାକ୍ତରଙ୍କ ଦାଦାଗିରି, ରୋଗୀଙ୍କୁ ଦୁର୍ବ୍ୟବହାର ସହ ଆକ୍ରମଣ ଉଦ୍ୟମ
  • ||
  • ଭୁବନେଶ୍ୱର : ସ୍ତ୍ରୀଙ୍କୁ ଆନେସ୍ଥେସିଆ ଦେଇ ହତ୍ୟା ଘଟଣା, ମୁଖ୍ୟ ଅଭିଯୁକ୍ତ ପ୍ରଦ୍ୟୁମ୍ନକୁ ରିମାଣ୍ଡରେ ନେବ ପୋଲିସ
  • ||
  • କେନ୍ଦୁଝର ସରକାରୀ ଡିଗ୍ରୀ ଇଞ୍ଜିନିୟରିଙ୍ଗ୍ କଲେଜରେ ରାଗିଂ ଅଭିଯୋଗ, ଛାତ୍ର ଗୁରୁତର
  • ||
  • ଇଡ୍‌କୋ ଜୁନିୟର ମ୍ୟାନେଜରଙ୍କ ଘରେ ରେଡ୍‌, ଏକକାଳୀନ ୬ଟି ସ୍ଥାନରେ ଚଢାଉ
  • ||
  • ପୁରୁଷୋତ୍ତମପୁର : ତାରା ତାରିଣୀ ମନ୍ଦିରରୁ ଚୋରି, ସୁନା ରୁପା ଅଳଙ୍କାର ସହ ହୁଣ୍ଡିରୁ ଦାନ ଅର୍ଥ ଲୁଟି ନେଲେ ଦୁର୍ବୃତ୍ତ
  • ||
  • ସମ୍ୱଲପୁର : ନିଆଁରେ ପୋଡ଼ି ହୋଇ ମା' ଓ ଝିଅ ଜୀବନ୍ତ ଦଗ୍ଧ, କାରଣ ଅସ୍ପଷ୍ଟ
  • ||
  • କୋଣାର୍କ : ଗଛରେ ପିଟି ହେଲା କାର୍‌; ୨ ମୃତ, ଜଣେ ଗୁରୁତର
  • ||

ମହିଳାଙ୍କୁ ସ୍ୱାବଲମ୍ବୀ କରିବା ଲକ୍ଷ୍ୟରେ ଗେଣ୍ଡୁ ଚାରା ବଣ୍ଟନ

ଫିରିଙ୍ଗିଆ,୫।୧୧  କାନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ପରିସରରେ ଗେଣ୍ଡୁ ଫୁଲ ଚାରା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି I କନ୍ଧମାଳ ଜିଲ୍ଲା ରେ ମହିଳା ମାନଙ୍କୁ ସ୍ୱାବଲମ୍ବୀ କରିବା ଲକ୍ଷ୍ୟରେ ଏହି ଚାରା ବଣ୍ଟନ କରାଯାଇଛି।

 ଜିଲ୍ଲାପାଳ ଅମ୍ରିତ ଋତୁରାଜ ଙ୍କ ନିଜସ୍ୱ ପ୍ରଚେଷ୍ଟା ରେ ପ୍ରତ୍ବେକ ବ୍ଲକ ରେ ସ୍ୱୟଂ ସହାୟକ ଗୋଷ୍ଠିର ମହିଳା ମାନଙ୍କୁ ଏହି ଫୁଲ ଚାରା ବଣ୍ଟନ କରାଯାଉଥିବା ବେଳେ ଅନୁରୂପ ଭାବରେ ଫିରିଙ୍ଗିଆ ବ୍ଲକ ରେ ମଧ୍ୟ୍ୟ ମହିଳା ମାନଙ୍କୁ ଏହି ଫୁଲ ଚାରା ବଣ୍ଟନ କରାଯାଇଛି I ତେବେ ଫିରିଙ୍ଗିଆ ବ୍ଲକ ରେ ଅନୁଷ୍ଠିତ ହୋଇଥିବା ଏହି କାର୍ଯ୍ୟକ୍ରମ ରେ ଗୋଷ୍ଠି ଉନ୍ନୟନ ଅଧିକାରୀ ଅନୁପ ଅଭିଷେକ ବେହେରା ମୁଖ୍ୟ ଅତିଥି ଭାବରେ ଯୋଗଦେଇଥିବା ବେଳେ ମହିଳା ଓ ଶିଶୁ ବିକାଶ ଅଧିକାରିଣୀ ନିବେଦିତା ପ୍ରଧାନ ସମ୍ମାନିତ ଅତିଥି ଭାବରେ ଉପସ୍ଥିତ ରହି ମହିଳା ମାନଙ୍କୁ ଚାରା ବଣ୍ଟନ କରିଥିଲେ I ତେବେ ଫିରିଙ୍ଗିଆ ବ୍ଲକ ର ସମୁଦାୟ ୨୪ ଟି ପଞ୍ଚାୟଟ ପାଇଁ ତିନି ଲକ୍ଷ୍ ଫୁଲ ଚାରା ବଣ୍ଟନ କରାଯିବା ପାଇଁ ଲକ୍ଷ୍ୟ ଧର୍ଯ୍ୟ କରାଯାଇଥିବା ବେଳେ ସମୁଦାୟ ତିରିଶ ଏକର ଜମିରେ ଏହି ଫୁଲ ଚାରା ରୋପଣ କରାଯିବାର କାର୍ଯ୍ୟକ୍ରମ ରହିଥିବା ବ୍ଲକ କାର୍ଯ୍ୟାଳୟ ତରଫରୁ ସୂଚନା ଦିଆଯାଇଛି I 

ତେବେ ଏହି ଫୁଲ ଚାଷ ର ସଫଳ ରୂପାୟନ ପରେ ଆଗାମୀ ଦିନରେ ମହିଳା ମାନଙ୍କୁ ମାଛ ଚାଷ, କୁକୁଡ଼ା ଚାଷ, ଛତୁ ଚାଷ ବାଡ଼ି ଅଗଣା ଦେଶୀ କୁକୁଡ଼ା ଚାଷ ଭଳି ଯୋଜନା ରଖାଯାଇଥିବା ମଧ୍ୟ୍ୟ ବିଭାଗ ତରଫରୁ ସୂଚନା ଦିଆଯାଇଛି I ତେବେ ଅନୁଷ୍ଠିତ ହୋଇଥିବା ଏହି ଫୁଲ ଚାରା ବଣ୍ଟନ କାର୍ଯ୍ୟକ୍ରମ ରେ ଅନ୍ୟମାନଙ୍କ ମାଧ୍ୟ୍ୟରେ ବ୍ଲକ ରେ କାର୍ଯ୍ୟରତ ବିପିଏମ ସଂଗ୍ରାମ କେଶରୀ ସାହୁ, ବିପିସି ବାଦଲ ନାୟକ, ବିଏଲସି ରତିକାନ୍ତ ସାହୁ, ମହିଳା ବିଏଲସି ରୁବିନା ନାଏକ ଉପସ୍ଥିତ ରହି ସହଯୋଗ କରିଥିଲେ I

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.